-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ମାଁ ମାହେଶ୍ୱରୀ କ୍ରିକେଟ୍ କପ,ଦେଉଳମୁଣ୍ଡା ଚାମ୍ପିଅନ

13-Jan-2023



ବୀରମହାରାଜପୁର , (ବିନୋଦ ପାଣ୍ଡେ): ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦେଉଳମୁଣ୍ଡା ଖେଳ ପଡ଼ିଆରେ ଗତ ୬ ତାରିଖରୁ ଆରମ୍ଭ ହୋଇଥିବା ମାଁ ମାହେଶ୍ୱରୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ  ଉଦଯାପିତ ହୋଇଯାଇଛି । ଉକ୍ତ  ଟୁର୍ଣ୍ଣାମେଣ୍ଟରେ ମୋଟ୍ ୧୬ଟି ଦଳ ଅଂଶ ଗ୍ରହଣ କରିଥିବା ବେଳେ ଗତକାଲି ହୋଇଥିବା ଫାଇନାଲ ମ୍ୟାଚରେ ଦେଉଳ ମୁଣ୍ଡା ଦଳ ଟାଙ୍ଗରସହି ଦଳକୁ ପରାସ୍ତ କରି ଚାମ୍ପିଅନ ହୋଇଛି । ତିନି ଫର୍ମାଟ ବିଶିଷ୍ଟ ଉକ୍ତ ଫାଇନାଲ ମ୍ୟାଚ୍ ଟା ପ୍ରଥମ ଫର୍ମାଟରେ ଟାଙ୍ଗରସହି ଦଳ ବିଜୟୀ ହୋଇଥିବା ବେଳେ ପରବର୍ତ୍ତୀ ଦୁଇଟି ଫର୍ମାଟରେ ଦେଉଳମୁଣ୍ଡା ଦଳ ବିଜୟୀ ହୋଇଥିଲା । ଏହି ଅବସରରେ ଶୁଭ୍ରାଂଶୁ ଶେଖର ପାଢ଼ୀଙ୍କ ସଭାପତିତ୍ବରେ ହୋଇଥିବା ଉଦଯାପନୀ ଉତ୍ସବରେ ବୀରମହାରାଜପୁର ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା ମୁଖ୍ୟ ଅତିଥି, ବାଗବର ପଞ୍ଚାୟତ ସମିତି ସଭ୍ୟା ଶ୍ରୀମତୀ ବବିତା ବାଘ, ଡୁମୁରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗୋପବନ୍ଧୁ ଭୋଇ, ଖିରାନ୍ନବ ମହାକୁର ଏବଂ ଧ୍ରୁବ ଚରଣ ବାଘ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ବିଜେତା ଦେଉଳମୁଣ୍ଡା ଦଳକୁ ଟ୍ରଫି ସହ ୧୪ହଜାର ଟଙ୍କା ପୁରସ୍କାର ରାଶି ଏବଂ ଉପ ବିଜେତା ଟାଙ୍ଗରସହି ଦଳକୁ ଟ୍ରଫି ସହ ୧୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରି ଉତ୍ସାହିତ କରିଥିଲେ । ଉକ୍ତ ଟୁର୍ଣ୍ଣାମେଣ୍ଟରେ ମେନ୍ ଅଫ୍ ଦି ସିରିଜ୍ ଭାବରେ ରାଜକୁମାର, ମେନ୍ ଅଫ୍ ଦି ମ୍ୟାଚ୍ ମିଳନ ଚାନ୍ଦ, ଶ୍ରେଷ୍ଠ ବୋଲର ରାହୁଲ ଚାନ୍ଦ, ଶ୍ରେଷ୍ଠ ଛକା ପାଇଁ ବୁଲବୁଲ ମହାକୁର, ଶ୍ରେଷ୍ଠ ଫିଲଡର୍ ଓ ଶ୍ରେଷ୍ଠ କ୍ୟାଚ୍ ପାଇଁ ଗୌରାଙ୍ଗ ମହକୁରଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଆମ୍ପାୟର ଭାବରେ ରଞ୍ଜିତ ଚାନ୍ଦ ଓ ପଦ୍ମଲୋଚନ ପାଢୀ, ଧାରା ବିବରଣୀ ପାଇଁ ସୁଜିତ୍ ଚାନ୍ଦ, ସ୍କୋର ପରିଚାଳନା ପାଇଁ ତିଳକ ଚାନ୍ଦଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଟୁର୍ଣ୍ଣାମେଣ୍ଟରେ ଶୁଭ୍ରାଂଶୁ ଶେଖର ପାଢ଼ୀ ଏବଂ ସୁଜିତ୍ ଚାନ୍ଦ ଯଥାକ୍ରମେ ଓଡ଼ିଆ ଓ ହିନ୍ଦୀ ଭାଷାରେ ଧାରା ବିବରଣୀ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like