-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

ବୁଢ଼ୀପଦର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ପାଳିତ

14-Jan-2023



ଲୋଇସିଂହା (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅଧିନସ୍ଥ ବୁଢ଼ୀପଦର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆମ୍ବୁଜ କୁମାର ହୋତାଙ୍କ ଆୟୋଜନରେ ଗତ ଶୁକ୍ରବାର ଦିନ ବିଦ୍ୟାଳୟର ବାର୍ଷିକୋତ୍ସବ ମହା ସମାରୋହରେ ପାଳନ ହୋଇଯାଇଛି l ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ବୁଢ଼ୀପଦର ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ ଏବଂ ଉଦ୍ଜାପାନୀ  ଉତ୍ସବରେ ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l ସମ୍ମାନିତ ଅତିଥି ଭାବେ ଏ ଅଂଚଳର ସମାଜସେବୀ ତଥା ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ସାଇଶଙ୍କର ସାହୁ, ଆଞ୍ଚଳିକ ମହାବିଦ୍ୟାଳୟ କୁସଙ୍ଗର ଅଧ୍ୟକ୍ଷ ପରମ ସିଂ, ବୁର୍ଡl ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜୋତିରଞ୍ଜନ ସା, ନେଗୀପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବ୍ରଜକିଶୋର ନାଗ, ସିଆରସିସି ହେମନ୍ତ ନାଗ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l ବିଭିନ୍ନ ପ୍ରତିଯୋଗିତା ମାନଙ୍କରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିଗଣ ପୁରସ୍କୃତ ପ୍ରଦାନ କଲେ l

ଏ ବର୍ଷର ଶ୍ରେଷ୍ଠ ଛାତ୍ରଛାତ୍ରୀ ଭାବେ କୁମାରୀ ମଞ୍ଜୁଳିକା ପଧାନ, କୁମାରୀ ବେଦମତୀ ଘିବେଲା, ଶ୍ରୀ ସଚିନ ଭାଟିଙ୍କୁ ବିଧାୟକ ମହୋଦୟ ସମ୍ବର୍ଦ୍ଧିତ କରିଥିଲେ l ନେଗୀପାଲି ସରକାରୀ ବିଦ୍ୟାଳୟର ଶିକ୍ଷକ କରୁଣାକର ବିଶ୍ୱାଳ, ଶିକ୍ଷୟିତ୍ରୀ ତଥା ମଞ୍ଚ କଳାକାର ଶ୍ରୀମତୀ ଅନୁପ୍ରିୟା ମିଶ୍ର ଏବଂ କୁସଙ୍ଗ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ତଥା ଲୋଇସିଂହା ପ୍ରାଥମିକ ସଂଘର ସଭାପତି  କରୁଣାକର ପଟେଲ ମଞ୍ଚ ପରିଚାଳନା କରିଥିଲେ l ଏହାସହ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଯଥା ଶ୍ରୀମତୀ ପଦ୍ମାଳୟା ମିଶ୍ର, ରଶ୍ମିତା ବାବୁ, ସଞ୍ଜୁଲତା ମଲ୍ଲିକ, ଚନ୍ଦ୍ରିକା ସାହୁ, ଅରୁନ୍ଧତୀ ରଣା, ସ୍ମିତା ମିଶ୍ର, ମଞ୍ଜୁଳା ଗୁରୁ, ଅହଲ୍ୟା ମଲ୍ଲିକ, ସୁନିତା ପଧାନ, ଶିକ୍ଷକ ଶ୍ରୀ ଦେବାନନ୍ଦ ବାଗ, ଶ୍ରୀମନ୍ତ ପଧାନ ସହ ବିଦ୍ୟାଳୟ କମିଟିର ସଭ୍ୟ ଓ ସଭ୍ୟାଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମ ସଫଳ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like