-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ

14-Jan-2023



ଲୋଇସିଂହା, (ବିନୋଦ କୁମାର ଦୀପ) ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଲୋଇସି°ହାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଲୋଇସି°ହା ବିଧାୟକ ଡ.ମୁକେଶ ମହାଲିଙ୍ଗ ଯୋଗଦେଇ ସରସ୍ବତୀ ଶିଶୁ ମନ୍ଦିର ବିଦ୍ୟାଳୟ ଉପରେ ପ୍ରକାଶ କଲେ ଯେ ମେଟ୍ରିକ ପରୀକ୍ଷା ଓଡିଶାରେ ପ୍ରାୟ ଏହି ବିଦ୍ୟାଳୟର ଛାତ୍ରଛାତ୍ରୀ ଟପ୍ପର ହୋଇଥାନ୍ତି l ଅଭିଭାବକଙ୍କ ବିଶ୍ୱାସ ଏହା ଯେ ସରକାରୀ ସ୍କୁଲରୁ ବହୁତ ଭଲ ବାତାବରଣ ଏହି ବିଦ୍ୟାଳୟ l ଏହାସହ ପାଣି ସମସ୍ୟାର ସମାଧାନ, ସ୍ୱାସ୍ଥ୍ୟ, ନୂତନ ବସଟାଣ୍ଡ, 5ଟି ହସ୍ପିଟାଲ ଏଭଳି ଲୋଇସିଂହାର ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ରଖି ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ମୁଖ୍ୟବକ୍ତା ଭାବରେ ବଲାଙ୍ଗିର ମହିଳା ମହାବିଦ୍ୟାଳୟର ସ°ସ୍କୃତ ବିଭାଗର ଅଧ୍ୟାପକ ଅଜିତ କୁମାର ପଣ୍ଡା ଯୋଗଦେବା ସହ ବର୍ତମାନ ସମୟରେ ସରସ୍ବତୀ ବିଦ୍ୟା ମନ୍ଦିର ଯେତିକି ମାତ୍ରାରେ ବଢୁଛି ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଗୁଡିକ ତଳକୁ ଖସୁଛି l ଭାରତୀୟ ଇତିହାସ ଏହାର ସଂସ୍କୃତି ଓ ପରମ୍ପରାକୁ ଜାଣିବାକୁ ହେଲେ ଏହି ସରସ୍ବତୀ ବିଦ୍ୟା ମନ୍ଦିରଟି ଉଚିତ ମାଧ୍ୟମ, ଏଠି ଛାତ୍ରଛାତ୍ରୀଙ୍କ ପାଇଁ ସୁ ଶିକ୍ଷାର ବ୍ୟବସ୍ଥା ରହିଛି, ପରେ ଅତିଥି ପରିଚୟ ପ୍ରଦାନ କରିଥିଲେ, ଯୁଗ୍ମ ସମ୍ପାଦକ ବିଶ୍ୱନାଥ ଷଡ଼ଙ୍ଗୀ, ବିବରଣୀ ପଠନ କରିଥିଲେ

ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର। ପରିଚାଳନା ସମିତି ସଭାପତି ବିମଳ ଚରଣ ହୋତା ଅଧ୍ୟକ୍ଷତା କରି ଆଶୀର୍ବଚନ ପ୍ରଦାନ କରିଥିଲେ। ପରିଚାଳନା ସମିତିର ସମସ୍ତ ସଦସ୍ୟ ଯୋଗଦାନ କରିଥିବା ବେଳେ, କୋଷାଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ  ପରୀକ୍ଷା ମାନଙ୍କରେ କୃତୀତ୍ବ ହାସଲ କରି ବିଦ୍ୟାଳୟର ଗୌରବ ଆଣିଥିବା ଭାଇ ଭଉଣୀଙ୍କୁ ପୁରସ୍କୃତ ତଥା ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ବାରା ସା°ସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like