-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ପ୍ରଶାସନିକ ଅଧିକାରୀମାନେ ଜନତାର ସେବକ ରୂପେ କାର୍ଯ୍ୟ ନ କଲେ ପରିଣତି ଶୁଭଙ୍କର ହୋଇ ନ ପାରେ - ପ୍ରମୋଦ ମିଶ୍ର

14-Jan-2023



ବଲାଙ୍ଗିର(ପ୍ରେରଣା ଖବର) ସମ୍ପ୍ରତି କଣ୍ଟାବାଞ୍ଜି ବିଧାୟକ ଓ ବଲାଙ୍ଗିର ଜିଲ୍ଲାପାଳଙ୍କ ବିବାଦ ପ୍ରସଙ୍ଗ ଚର୍ଚ୍ଚାରେ ରହିଛି । ଏଇ ଘଟଣାକୁ ନେଇ ବଲାଙ୍ଗିର ର ଓ.ଏସ୍‌. ଅଫିସର ସଂଘ ତରଫରୁ କଳାବେଚ୍ ପରିଧାନ ଓ ପ୍ରତିବାଦ ର ଧମକ ଦିଆଯାଇଛି ।  ଏଭଳି ଘଟଣା ସୁସ୍ଥ ଗଣତନ୍ତ୍ର ର ପରିଚାୟକ ନୁହେଁ । ଭାରତୀୟ ସମ୍ବିଧାନ ରେ ଲେଜିସ୍‌ଲେଟିଭ୍‌, ଜୁଡିସିଆରି ଓ ଏକ୍‌କିଜ୍ୟୁଟିଭ୍ ର ସଂପୂର୍ଣ୍ଣର୍ ବ୍ୟାଖ୍ୟା କରାଯିବା ସହ ସେମାନଙ୍କ ସୀମା ନିର୍ଦ୍ଧାରଣ କରାଯାଇଛି । କିନ୍ତୁ ଦେଖାଯାଉଛି ଯେ ଗତ ଦୁଇ ଦଶନ୍ଧି ଧରି ଓଡିଶାରେ କେବଳ ବ୍ୟରୋକ୍ରେସି ର ଶାସନ ହିଁ ଚାଲିଛି ।  ବିଶେଷ କରି ଗତ ଆଠ ନଅ ବର୍ଷର ଓଡିଶା ଶାସନ କିଛି ମୁଷ୍ଟିମେୟ ଆଇଏଏସ୍ ଅଧିକାରୀଙ୍କ ଦ୍ୱାରା ଚାଲୁଥିବା ଅନୁମିତ ହୁଏ ଏବଂ ବିଭିନ୍ନ ଘଟଣାରୁ ଏହା ପ୍ରତ୍ୟୟମାନ ହେଉଛି ଯେ ନବୀ ପଟ୍ଟନାୟକ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଥିବା ସତ୍ତ୍ୱେ ଜନୈକ ଆଇଏଏସ୍ ଅଧିକାରୀ ଛାୟା ପ୍ରଶାସନ ଚଳାଇଛନ୍ତି । ଶାସକ ଦଳ ଓ ସରକାରୀ ତନ୍ତ୍ର ଏକାକାର ହୋଇଯାଇଛି । ଜିଲ୍ଲାରେ ପ୍ରଶାସନ ମୁଖିଆମାନେ ଅନେକ ସ୍ଥଳରେ ଶାସକ ଦଳର କର୍ମକର୍ତ୍ତା ଭଳି କାମ କରୁଥିବା ବେଳେ ସେମାନଙ୍କ ଅନୁମୋଦନ ଦଳୀୟ ଟିକେଟ ର ଯୋଗ୍ୟତା ନିର୍ଦ୍ଧାରଣ କରୁଛି ।  ନିର୍ବାଚିତ ପ୍ରତିନିଧିମାନେ ଏହି କାରଣରୁ ହତୋତ୍ସାହିତ ଅବସ୍ଥାରେ ଅଛନ୍ତି । ଏଭଳିକି, ଶାସକ ଦଳର କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିମାନେ ମଧ୍ୟ ଏହି କାରଣରୁ ପ୍ରବଳ ମାନସିକ ଚାପରେ ଥିବା ଅନୁମିତ ହୁଏ । ଅନେକ କ୍ଷେତ୍ରରେ ନିର୍ବାଚିତ ପ୍ରତିନିଧିମାନେ ଦେଉଥିବା ପ୍ରସ୍ତାବକୁ ଏଡାଇ ଦେଇ ପ୍ରଶାସନିକ ଅଧିକାରୀମାନେ ମନୋମୁଖୀ ରୂପେ କାର୍ଯ୍ୟ କରୁଥିବା ଅଭିଯୋଗ ହେଉଛି । ଭାରତୀୟ ସମ୍ବିଧାନ ଅନୁଯାୟୀ ପ୍ରଶାସନିକ ଅଧିକାରୀମାନେ ହେଉଛନ୍ତି ଜନତାର ସେବକ, କିନ୍ତୁ ବାସ୍ତବରେ ଦେଖାଯାଉଛି ଯେ ସେମାନେ ଜନତା ଓ ଜନନେତାମାନଙ୍କୁ ସେବକ ଭଳି ବ୍ୟବହାର କରୁଛନ୍ତି । ଏଭଳି ଘଟଣା ଗଣତନ୍ତ୍ରରେ ସଙ୍କଟ ସୃଷ୍ଟି କରିଥାଏ ଓ କ୍ରମେ କ୍ରମେ ବ୍ୟବସ୍ଥାକୁ ନୈରାଜ୍ୟବାଦ ଆଡେ ନାଣି ନିଏ । ଏଣୁ ପ୍ରଶାସନିକ ଅଧିକାରୀମାନେ କାର୍ଯ୍ୟ କରନ୍ତୁ ତଥା ସେମାନଙ୍କର ଅସଲ ମାଲିକ ସାଧାରଣ ଜନତା ଓ ସୋନଙ୍କ ନିର୍ବାଚିତ ପ୍ରତିନିଧିକୁ ଆବଶ୍ୟକୀୟ ମର୍ଯ୍ୟାଦା ପ୍ରଦାନ କରନ୍ତୁ ଅନ୍ୟଥା ପରିଣତି ଭିନ୍ନ ହୋଇପାରେ ବୋଲି କୋଶଳ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରିୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ମତବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like