-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||     

HOME   ଦେଶ ବିଦେଶ

ଗଞ୍ଜେଇ ବିପଦଜନକ ନିଶାଦ୍ରବ୍ୟ ନୁହେଁ ବୋଲି ଘୋଷଣା କଲା ମିଳିତ ଜାତିସଂଘ, ସମର୍ଥନ କଲା ଭାରତ

04-Dec-2020



(ପ୍ରେରଣା ଖବର) ନୂଆଦିଲ୍ଲୀ: ବିପଦଜନକ ନିଶା ଦ୍ରବ୍ୟ ତାଲିକାରୁ ହଟିଲା ଗଞ୍ଜେଇ । ମିଳିତ ଜାତିସଂଘରେ ହୋଇଥିବା ଐତିହାସିକ ମତଦାନ ପରେ ଗଞ୍ଜେଇକୁ ବିପଦଜନକ ମାଦକଦ୍ରବ୍ୟ ତାଲିକାରୁ ହଟାଇ ଦିଆଯାଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ସୁପାରିସ ପରେ ୟୁଏନ କମିସନ ଅଫ ନାରକୋଟିକ ଡ୍ରଗ୍ସ ଗଞ୍ଜେଇକୁ ବିପଦଜନକ ନିଶା ତାଲିକାରୁ ବାଦ ଦେଇଛନ୍ତି । ବୁଧବାର ଜାତିସଂଘର ମାଦକଦ୍ରବ୍ୟକୁ ନେଇ ହୋଇଥିବା ଅନ୍ତର୍ଜାତୀୟ ବୈଠକରେ ସଦସ୍ୟ ରାଷ୍ଟ୍ରଙ୍କ ମତଦାନ ଭିତ୍ତିରେ ଏହି ନିଷ୍ପତ୍ତି ହୋଇଛି।ଗଞ୍ଜେଇକୁ ବିପଦଜନକ ତାଲିକାରୁ ହଟାଇବା ସପକ୍ଷରେ ୨୭ଟି ଦେଶ ଭୋଟ କରିଥିବା ବେଳେ ବିପକ୍ଷରେ ଭୋଟ କରିଥିଲେ ୨୫ଟି ରାଷ୍ଟ୍ର । ଆମେରିକା, ଭାରତ ସମେତ ୟୁରେପୀୟ ରାଷ୍ଟ୍ର ସପକ୍ଷରେ ଭୋଟ କରିଥିବା ବେଳେ ଚୀନ, ପାକିସ୍ତାନ, ଋୁଷ ବିପକ୍ଷରେ ଭୋଟ ଦେଇଥିଲେ । ଏହି ଐତିହାସିକ ମତଦାନ ପରେ ଜାତିସଂଘ ପକ୍ଷରୁ କୁହାଯାଇଛି ଯେ, ପ୍ରତିବନ୍ଧକ ଯୋଗୁଁ ଗଞ୍ଜେଇର ଔଷଧୀୟ ଗୁଣ ଉପରେ ବ୍ୟାପକ ଗବେଷଣା ହୋଇପାରି ନାହିଁ ।ଏବେ ବିପଦଜନକ ଡ୍ରଗ୍ସ ତାଲିକାରୁ ଗଞ୍ଜେଇ ହଟିଥିବାରୁ ଏହାର ଚିକିତ୍ସା ଉଦ୍ଦେଶ୍ୟରେ ବ୍ୟବହାର ବଢିବ ବୋଲି ଆଶା ପ୍ରକାଶ କରିଛି ଜାତିସଂଘ । ଭାରତରେ ଏନଡିପିଏସ ୧୯୮୫ ଅନୁସାରେ ଗଞ୍ଜେଇର ଉତ୍ପାଦନ, ବିକ୍ରି ଓ କିଣିବା ଦଣ୍ଡନୀୟ ଅପରାଧ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026

You Might Also Like