-+91-9937148622 |

prerana_bgr@rediffmail.com |

  Friday 27th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସାଇ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ   (26-Mar-2026)       ||      ୧୦୦ବର୍ଷ ପୂରୁଣା ଡାବୁଗାଁ ମାଁ ଠାକୁରାଣୀଙ୍କ ଘଟ ଯାତ୍ରାର ଇତିହାସ   (26-Mar-2026)       ||      ଅସହାୟକୁ ସହାୟତା ଯୋଗାଇଲେ ଲର୍କା ସରପଂଚ ଜୟ ଶ୍ରୀ ପଟେଲ ,,,,, ଜିଲ୍ଲାପାଳଙ୍କ ସହଯୋଗ ଲୋଡୁଛନ୍ତି ନିରୀହ ଦୁଇ ଭଉଣୀ,,,,,, ଭିନ୍ନକ୍ଷମ ଭଉଣୀର ବୋଝ ସମ୍ଭାଲୁଛି ଛୋଟ ଭଉଣୀ   (26-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ପିଲାଙ୍କ ଅଭିଭାବକ ଓ ଅତିଥିଙ୍କୁ ପ୍ରଦାନ   (26-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (26-Mar-2026)       ||      ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା   (26-Mar-2026)       ||      ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ   (26-Mar-2026)       ||      ସିକିର୍ଡି ଗ୍ରାମରେ ଶ୍ରୀ ରାମ ନବମୀ ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ   (26-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ କଳିକେଶ କଲ୍ୟାଣମଣ୍ଡପ ଓ ବନ୍ଧପୁନଃରୁଦ୍ଧାର କାମ ଭେଟିଦେଲେ   (26-Mar-2026)       ||      ଆନ୍ତଃରାଜ୍ୟ ରେଡ଼କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ    (26-Mar-2026)       ||      *ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   (26-Mar-2026)       ||      ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା    (25-Mar-2026)       ||      ଟ୍ରେନ୍‌ରେ କଟି ଯୁବକର ମୃତ୍ୟୁ   (25-Mar-2026)       ||      ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି   (25-Mar-2026)       ||      ଜିଲ୍ଲାପାଳଙ୍କ ବହିସ୍କାର ଆଦେଶ ହାଇକୋର୍ଟରେ ଖାରଜ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ   (25-Mar-2026)       ||      ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ   (25-Mar-2026)       ||      ପିଏମଶ୍ରୀ ଏସ ଏସ ଡି ହାଇସ୍କୁଲର ବାର୍ଷିକୋତ୍ସବ   (25-Mar-2026)       ||      ମହୁଲପଡା ସେବାଶ୍ରମର ବାର୍ଷିକ ଉତ୍ସବ   (25-Mar-2026)       ||      ପରିବହନ ବିଭାଗର ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ   (25-Mar-2026)       ||      *ଡ଼େଙ୍ଗାଗୁଡ଼ା ଗ୍ରାମର ନାରୀ ସଙ୍ଘ ତରଫରୁ ଗାଡି ସହିତ 10 ପେଟି ବିଦେଶୀ ମଦ ଜବତ କରି ପଲିସ କୁ ଜିମା ଦେଲେ*   (25-Mar-2026)       ||     

HOME   ଜିଲ୍ଲା

ଓଡିଶା ରାଜସ୍ଵ ଅମଲା ସଂଘର ଚତୁର୍ଥ ତ୍ରୟବାର୍ଷିକ ସମ୍ମିଳନୀ ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ

14-Jan-2023



ଢେଙ୍କାନାଳ / ଢେଙ୍କାନାଳ ଠାରେ ଆଗାମୀ ଫେବୃଆରୀ ମାସ ତିନି ଏଵଂ ଚାରି ତାରିଖ ଦିନ ହେବାକୁ ଥିବା ଓଡିଶା ରାଜସ୍ଵ ଅମଲା ସଂଘର ଚତୁର୍ଥ ତ୍ରୟବାର୍ଷିକ ସମ୍ମିଳନୀ ପରିପେକ୍ଷୀରେ ଆଜି ଏକ ପୂର୍ବ ପ୍ରସ୍ତୁତି ବୈଠକ ଢେଙ୍କାନାଳ ORMAS ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ସମ୍ମିଳନୀରେ କିପରି ଅଧିକରୁ ଅଧିକ ରାଜସ୍ଵ ଅମଲା ମାନେ ଅଂଶଗ୍ରହଣ କରିପାରିବେ, ତାହା ବିଷୟରେ ଆଲୋଚନା କରାଯାଇଥିଲା। ତାହା ବ୍ୟତିତ ରାଜସ୍ଵ ଅମଲା ସଭ୍ୟା ମାନଙ୍କ ପାଇଁ ସ୍ବତନ୍ତ୍ର ଭାବରେ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସମ୍ମିଳନୀ ରେ ପ୍ରାୟ ନଅ ଲକ୍ଷ୍ୟ ଟଙ୍କା ଖର୍ଚ୍ଚ ହେବ ବୋଲି ପ୍ରାରମ୍ଭିକ ଆକଳନ କରାଯାଇଛି। ଆଗାମୀ ଜାନୁୟାରୀ ମାସ ଚବିଶ ତାରିଖ ସୁଦ୍ଧା ନିଜ ନିଜର ଦେୟ ଢେଙ୍କାନାଳ ଜିଲ୍ଲା ଶାଖା ନିକଟର ପୈଠ କରିବା ପାଇଁ ଅନୁରୋଧ କରାଗଲା।  ସତର ଜାନୁୟାରୀ ସୁଦ୍ଧା ବ୍ୟାଙ୍କ

ଆକାଉଣ୍ଟ ନମ୍ବର ସମସ୍ତ ଜିଲ୍ଲା ଶାଖା ମାନଙ୍କୁ ଅବଗତ କରାଇବା ପାଇଁ ଢେଙ୍କାନାଳ ଜିଲ୍ଲା ସଭାପତି ଙ୍କୁ ଅନୁରୋଧ କରାଗଲା। ପ୍ରତ୍ୟେକ କାର୍ଯ୍ୟାଳୟରେ  ପୋଷ୍ଟର ଲଗାଇବା ପାଇଁ କେଉଁ ଜିଲ୍ଲାକୁ କେତେ ପୋଷ୍ଟର ଆବଶ୍ୟକ what's app ମାଧ୍ୟମରେ ଜଣାଇବା ପାଇଁ ଅନୁରୋଧ କରାଗଲା। ରାଜ୍ୟ ସଂଘର ଚତୁର୍ଥ ତ୍ରୟବାର୍ଷିକ ସମ୍ମିଳନୀ ର ସଫଳତା ପାଇଁ ସମସ୍ତ ରାଜସ୍ଵ ଅମଲା ମାନଙ୍କ ସହଯୋଗ କାମନା କରାଗଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସାଇ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ   26-Mar-2026
  ଜିଲ୍ଲା  
୧୦୦ବର୍ଷ ପୂରୁଣା ଡାବୁଗାଁ ମାଁ ଠାକୁରାଣୀଙ୍କ ଘଟ ଯାତ୍ରାର ଇତିହାସ   26-Mar-2026
  ଜିଲ୍ଲା  
ଅସହାୟକୁ ସହାୟତା ଯୋଗାଇଲେ ଲର୍କା ସରପଂଚ ଜୟ ଶ୍ରୀ ପଟେଲ ,,,,, ଜିଲ୍ଲାପାଳଙ୍କ ସହଯୋଗ ଲୋଡୁଛନ୍ତି ନିରୀହ ଦୁଇ ଭଉଣୀ,,,,,, ଭିନ୍ନକ୍ଷମ ଭଉଣୀର ବୋଝ ସମ୍ଭାଲୁଛି ଛୋଟ ଭଉଣୀ   26-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ପିଲାଙ୍କ ଅଭିଭାବକ ଓ ଅତିଥିଙ୍କୁ ପ୍ରଦାନ   26-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   26-Mar-2026
  ଜିଲ୍ଲା  
ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା   26-Mar-2026
ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ   26-Mar-2026
  ଜିଲ୍ଲା  
ସିକିର୍ଡି ଗ୍ରାମରେ ଶ୍ରୀ ରାମ ନବମୀ ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ   26-Mar-2026
  ଜିଲ୍ଲା  
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ କଳିକେଶ କଲ୍ୟାଣମଣ୍ଡପ ଓ ବନ୍ଧପୁନଃରୁଦ୍ଧାର କାମ ଭେଟିଦେଲେ   26-Mar-2026
  ରାଜ୍ୟ  
ଆନ୍ତଃରାଜ୍ୟ ରେଡ଼କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ   26-Mar-2026
  ଜିଲ୍ଲା  
*ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   26-Mar-2026
  ଜିଲ୍ଲା  
ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା   25-Mar-2026

You Might Also Like