-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ସପ୍ତଦୀପା ସାହିତ୍ୟ ସଂସଦ ର ୧୦୬ ତମ ସାରସ୍ୱତ ସମାରୋହ

15-Jan-2023



ବୀରମହାରାଜପୁର,  ( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ସ୍ଥିତ ଚନ୍ଦ୍ରମଣି ଦାସ ମଠ ରେ ବୀରମହାରାଜପୁର ସପ୍ତଦୀପା ସାହିତ୍ୟ ସଂସଦ ର ୧୦୬ ତମ ସରସ୍ବତ ସମାରୋହ ମକର ମିଳନ,କବିତା ପାଠ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମ କୁ ମଠାଧିଶ ନିମାର୍ଗ ଚରଣ ଦାସ ପ୍ରଦୀପ ପ୍ରଜ୍ବଳନ କରି ହନୁମାନ ଚାଳିଶା ବୋଲାଇଥିଲେ l ସପ୍ତଦୀପା ସାହିତ୍ୟ ସଂସଦ ର ସଭାପତି ଦ୍ଵିତୀକୃଷ୍ଣ ପଣ୍ଡା ଙ୍କ ସଭାପତିତ୍ବ ରେ ଆୟୋଜିତ କବି ସମ୍ବିଳନୀ ରେ ଅଧ୍ୟାପକ ପଦ୍ମନାଭ ମେହେର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବାବେଳେ ସଂସଦ ର ଆବାହକ କିଶୋର ହୋତା ପ୍ରାରମ୍ଭିକ ସୂଚନା ଦେଇଥିଲେ l କବି ଲକ୍ଷ୍ମୀ ନାରାୟଣ ସାହୁ କବିତା ସଂଯୋଜନା କରିଥିବାବେଳେ କବି କିଶୋର, ଜ୍ୟୋତିଲାଲ ନନ୍ଦ, କୁନାଲ, ଆନନ୍ଦ ପଧାନ, ଦ୍ବିତିକୃଷ୍ଣ ପଣ୍ଡା,ଭଗବାନ ବାଘ, ଧ୍ରୁବ ଚରଣ ଖେତୀ, ପ୍ରହଲ୍ଲାଦ ନାଏକ,ଯୁଗଳ କିଶୋର ମିଶ୍ର, ଉମେଶ ପଣ୍ଡା ଭାବଗ୍ରାହୀ ମେହେର,ଲିଙ୍ଗରାଜ ପଣ୍ଡା,ଗୋପାଳ ଦାଶ ପ୍ରମୁଖ ସ୍ୱରଚିତ କବିତା ପାଠ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like