-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

15-Jan-2023



ବୌଦ୍ଧ(ହୃଦାନନ୍ଦ ମେହେର )- ବୌଦ୍ଧ ଜିଲ୍ଲା ହରଭଂଗା ବ୍ଲକ ବୀରନରସିଂପୁର ପଞ୍ଚାୟତ ଦୂମୁରୀମୁଣ୍ଡା ସ୍ଥିତ ମାହେଶ୍ୱରୀ ମନ୍ଦିର ପ୍ରତିଷ୍ଠା ଓ ନୂତନ ବିଗ୍ରହ ସ୍ଥାପନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ ମନ୍ଦିର ମୁଖ୍ୟ ପ୍ରତିଷ୍ଠାତା ଧରଣୀଧର ମେଣ୍ଡିଲି ସଭାପତିତ୍ବ କରିଥିଲେ l ମୁଖ୍ୟ ଅତିଥି ଭାବେ ସମ୍ବଲପୁର ଶ୍ରୀ ଶ୍ରୀ ଅଖଣ୍ଡ ସତ୍ୟ ସନାତନ ସଂଘ ସଭାପତି ସତ୍ୟନାରାୟଣ ମାହାନାଯୋଗଦେଇଥିଲେ l ମନ୍ଦିର ପ୍ରତିଷ୍ଠା ନିମନ୍ତେ ବିଭିନ୍ନ ବିଭାଗ ବଣ୍ଟନ କରାଯାଇଥିବା l ଅର୍ଥ କମିଟି ମୁଖ୍ୟ ଦୁର୍ଯୋଧନ ବିଶି, ସଦସ୍ୟ ଜଗଦିଶ ମେହେର, କ୍ଷେତ୍ରବାସୀ ମେହେର, ଭଣ୍ଡାର ରକ୍ଷକ ବିପିନ ସାହୁ, ପଞ୍ଚାନନ ମହାକୁଡ଼, ନିର୍ଗୁଣ ମହାକୁଡ, ବିର ପ୍ରଧାନ,କଂହେଇ ପ୍ରଧାନ, ରୋଷେଇ ଓ ପ୍ରାସାଦ ପରିବେଷଣ ଦେବରାଜ ଦନ୍ତା, ଗଣେଶ ପ୍ରଧାନ, ହରି ଜେନା, କାର୍ତ୍ତିକ ଗୁରାଣ୍ଢି, ହିମାଂଶୁ ଗିରି, କେଶବ ଦେହୁରୀ, ପ୍ରତାପ ପାତ୍ର,ଅକ୍ଷୟ କଲତା, ନରେନ୍ଦ୍ର ପ୍ରଧାନ, ଜମ୍ବେଶ୍ଵର ମହାକୁଡ, ରବି ମହାକୁଡ, ତରଣୀ ପାତ୍ର, ଦେବାର

ନାଏକ, ଯଜ୍ଞ ମଣ୍ଡପ ବେଣୁଧର ପଲିଆ, ଜୟଶ୍ଵର ପାତ୍ର, ଅବନୀ ମହାକୁଡ, ଲକ୍ଷ୍ମଣ କ୍ଷେତି, ଗଣ୍ଡାଧର ଶାଣ୍ଡ, ବ୍ରହ୍ମ ଯଜ୍ଞ ପୀଠର ବିଦ୍ୟାଧର ମେହେର, କିରଟି ଦନ୍ତା, ଖଗେଶ୍ବର ମେହେର, ନାମ ମଣ୍ଡପ ଲକ୍ଷ୍ମଣ ଖେତି, ଧନେଶ୍ଵର ବାରିକ, ବତ୍ସ ପ୍ରଧାନ, ବୈକୁଣ୍ଠ ମହାକୁଡ, ଲବ କୁମର ଦାସ, ତଦାରଖ କମିଟି କୃତ୍ତି ବାସ ପଲିଆ, ସୁରେନ୍ଦ୍ର କର୍ଣ୍ଣ, ଅରୁଣ କୁମାର ମେଣ୍ତିଲି, କଳସ ଶୋଭାଯାତ୍ରା କମିଟି ଋତୁରାଜ ମେଣ୍ଡିଲି, ବିଦ୍ୟାଧର ମେହେର, ନର ପ୍ରଧାନ, ବିପିନ ସାହୁ, ମୁରଲୀ ଜେନା ଙ୍କୁ ଦାଇତ୍ୱ ଅର୍ପଣ କରାଯାଇଥିଲା l ଆସନ୍ତା 22 ତାରିଖ ଠାରୁ 26 ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଟିତ ହେବ l କଳସ ଶୋଭାଯାତ୍ରା, ଅଷ୍ଟପ୍ରହରୀ ନାମ ଯଜ୍ଞ, ବ୍ରହ୍ମ ଯଜ୍ଞ, ଅନ୍ନ ଯଜ୍ଞ, ସାଧୁ ସନ୍ଥ ସେବା,ସାଂସ୍କୃତିକ କାର୍ଯ୍ୟକ୍ରମ,ସାଧାରଣ ସଭା, ମନ୍ଦିର ପ୍ରତିଷ୍ଟା, ବିଗ୍ରହ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଟିତ ହେବବୋଲି ଆୟୋଜକ ମାନଙ୍କ ସୁତ୍ରରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like