-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||     

HOME   ଦେଶ ବିଦେଶ

ବିଜୟ ମାଲ୍ୟାକୁ ଝଟକା : ଫ୍ରାନ୍ସରେ ଥିବା ୧.୬ ନିୟୁତ ୟୁରୋ ମୂଲ୍ୟର ସମ୍ପତ୍ତି ଜବତ

04-Dec-2020



(ପ୍ରେରଣା ଖବର)  ମୁମ୍ବାଇ :  ଏନଫୋର୍ସମେଣ୍ଟ ଡାଇରେକ୍ଟରେଟ୍ ବା ଇଡି ପକ୍ଷରୁ ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟାର ଫ୍ରାନ୍ସରେ ଥିବା  ୧.୬ ନିୟୁତ ୟୁରୋ ମୂଲ୍ୟର ସମ୍ପତ୍ତିକୁ ଜବତ କରାଯାଇଛି ।ଇଡି ପକ୍ଷରୁ କୁହାଯାଇଛି ଯେ, ଫ୍ରାନ୍ସର ୩୨ ଆଭେନ୍ୟୁ, ଏଫଓସିଏଚରେ ଥିବା ଏକ କୋଠାକୁ ଫ୍ରାନ୍ସ ସରକାରଙ୍କ ପକ୍ଷରୁ ଜବତ କରାଯାଇଛି । ଇଡିର ଅନୁରୋଧ କ୍ରମେ ଫ୍ରାନ୍ସ ସରକାରଙ୍କ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଜବତ ହୋଇଥିବା ଏହି ସମ୍ପତ୍ତିର ମୂଲ୍ୟ ୧.୬ ନିୟୁତ ୟୁରୋ (ପ୍ରାୟ ୧୪ କୋଟି ଟଙ୍କା ) ହେବ ବୋଲି ଆକଳନ କରାଯାଇଛି ।ଇଡି ପକ୍ଷରୁ କୁହାଯାଇଛି ଯେ, ଏପର୍ଯ୍ୟନ୍ତ ବିଜୟ ମାଲ୍ୟାର ମୋଟ ପ୍ରାୟ ୧୧,୨୩୧ କୋଟିର ସମ୍ପତ୍ତିକୁ ଜବତ କରାଯାଇଛି ।ଏଠାରେ ଉଲ୍ଲେଖଯୋଗ୍ୟ ଯେ, ବ୍ୟାଙ୍କରୁ ପ୍ରାୟ ୯ ହଜାର କୋଟିର ଋଣ ଖିଲାପ କରି ବିଜୟ ମାଲ୍ୟା ଭାରତରୁ ଫେରାର ହୋଇଯାଇଛି । ସେ ୨୦୧୬ ମାର୍ଚ୍ଚ ମାସରୁ ଲଣ୍ଡନରେ ରହୁଛି । ଲଣ୍ଡନରୁ ଭାରତକୁ ପ୍ରତ୍ୟାର୍ପଣ କରିବାକୁ ଭାରତ ସରକାର ଲଣ୍ଡନରେ ଆଇନଗତ ମାମଲା ଲଢୁଛନ୍ତି । ବ୍ରିଟିଶ କୋର୍ଟ ମାଲ୍ୟାଙ୍କୁ ଭାରତ ପ୍ରତ୍ୟାର୍ପଣ ପାଇଁ ନିର୍ଦ୍ଦେଶ ଦେଇସାରିଥିବା ସତ୍ତ୍ବେ କେତେକ ଆଇନଗତ ଓ ପ୍ରକ୍ରିୟାଗତ ଜଟିଳତା ପାଇଁ ଏପର୍ଯ୍ୟନ୍ତ ପ୍ରତ୍ୟାର୍ପଣ ହୋଇପାରିନାହିଁ । ଏହି ଆଇନଗତ ଜଟିଳତାର ସମାଧାନ ନ ବାହାରିବା ପର୍ଯ୍ୟନ୍ତ ମାଲ୍ୟାକୁ ପ୍ରତ୍ୟାର୍ପଣ କରାଯାଇପାରିବ ନାହିଁ ବୋଲି ବ୍ରିଟିଶ ସରକାର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026

You Might Also Like