-+91-9937148622 |

prerana_bgr@rediffmail.com |

  Friday 27th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଧୁମ ଧାମରେ ପାଳିତ ହେଲା ରାମନବମୀ, ଭକ୍ତଙ୍କ ପାଇଁ ଡାବୁଗାଁ ବଣିକ ସଂଘ ତରଫରୁ ଅର୍ଣ୍ଣ ପ୍ରାସାଦ ବଣ୍ଟନ*   (27-Mar-2026)       ||      ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ,   (27-Mar-2026)       ||      ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   (27-Mar-2026)       ||      ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   (27-Mar-2026)       ||      "ଭକ୍ତିର ମହୋତ୍ସବରେ ମଗ୍ନ ନୀଳଜି: ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ"   (27-Mar-2026)       ||      ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିର   (27-Mar-2026)       ||      ବରପାଲି ସାଇ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ   (26-Mar-2026)       ||      ୧୦୦ବର୍ଷ ପୂରୁଣା ଡାବୁଗାଁ ମାଁ ଠାକୁରାଣୀଙ୍କ ଘଟ ଯାତ୍ରାର ଇତିହାସ   (26-Mar-2026)       ||      ଅସହାୟକୁ ସହାୟତା ଯୋଗାଇଲେ ଲର୍କା ସରପଂଚ ଜୟ ଶ୍ରୀ ପଟେଲ ,,,,, ଜିଲ୍ଲାପାଳଙ୍କ ସହଯୋଗ ଲୋଡୁଛନ୍ତି ନିରୀହ ଦୁଇ ଭଉଣୀ,,,,,, ଭିନ୍ନକ୍ଷମ ଭଉଣୀର ବୋଝ ସମ୍ଭାଲୁଛି ଛୋଟ ଭଉଣୀ   (26-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ପିଲାଙ୍କ ଅଭିଭାବକ ଓ ଅତିଥିଙ୍କୁ ପ୍ରଦାନ   (26-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (26-Mar-2026)       ||      ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା   (26-Mar-2026)       ||      ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ   (26-Mar-2026)       ||      ସିକିର୍ଡି ଗ୍ରାମରେ ଶ୍ରୀ ରାମ ନବମୀ ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ   (26-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ କଳିକେଶ କଲ୍ୟାଣମଣ୍ଡପ ଓ ବନ୍ଧପୁନଃରୁଦ୍ଧାର କାମ ଭେଟିଦେଲେ   (26-Mar-2026)       ||      ଆନ୍ତଃରାଜ୍ୟ ରେଡ଼କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ    (26-Mar-2026)       ||      *ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   (26-Mar-2026)       ||      ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା    (25-Mar-2026)       ||      ଟ୍ରେନ୍‌ରେ କଟି ଯୁବକର ମୃତ୍ୟୁ   (25-Mar-2026)       ||      ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି   (25-Mar-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ସାହିତ୍ୟ ଓ ସାଂସ୍କୃତିକ ସଂସଦ ପକ୍ଷରୁ ମକର ମିଳନ ମହୋତ୍ସବ ଅନୁଷ୍ଠିତ

15-Jan-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)-ସୁବର୍ଣ୍ଣପୁର ଜିଲ୍ଲା  ଅନ୍ତର୍ଗତ ଡୁଙ୍ଗୁରିପାଲି  ସାହିତ୍ୟ ଓ ସାଂସ୍କୃତିକ ସଂସଦ ପକ୍ଷରୁ  ଆଜି ମକର ମିଳନ ଆରଏମସି ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଲକ୍ଷ୍ମୀଧର ନାୟକ ଓ ବିନୋଦ ବିହାରି ପାଣ୍ଡିଆ ଯୋଗ ଦେଇ ଉଦ୍ଘାଟନ କରିଥିଲେ ।  ଘନଶ୍ୟାମ ମେହେର, ପ୍ରଶନ୍ନ କୁମାର ମେହେର, ମଞ୍ଜୁଲତା ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ସୁରେଶ ପଧାନ ଅତିଥିମାନଙ୍କର ମଞ୍ଚ ପ୍ରବେଶ କରାଇଥିବା ବେଳେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଶଣ କରାଯାଇଥିଲା ।ଚିତ୍ତରଞ୍ଜନ ବିଶ୍ୱାଳ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ କରିଥିଲେ । ଦାଶରଥି ବେହେରାଙ୍କୁ ଏହି ଅବସରରେ କଣ୍ଠଶିଳ୍ପୀ ଭାବରେ ସମ୍ବର୍ଦ୍ଧିତ କରାଯାଇଥିଲା  । ଅତିଥିମାନାଙ୍କଦ୍ୱାରା ପତ୍ରିକା ‘ପ୍ରୟାସ’ଉନ୍ମୋଚନ କରାଯାଇଥିଲା ।  ମୁଖ୍ୟ ବକ୍ତା ଭାବେ  ବଲାଙ୍ଗିିର ବିନାୟକ ସ୍କୁଲର ପରିଚାଳକ ସରସ୍ୱତୀ ନନ୍ଦ ଏବଂ ମୁଖ୍ୟ ଅତିଥି ଭାବେ ଡ. ଘନଶ୍ୟାମ ପାଣିଗ୍ରାହୀ ଯୋଗ ଦେଇଥିଲେ ।  ସଭାପତି ସୁବାଷ ଚନ୍ଦ୍ର ପାତ୍ର ସଭାପତିତ୍ୱ କରିଥିବା ବେଳେ ସଂପାଦକ ଅମୁଲ୍ୟ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଗୋପାଳ ବାରିକ, ବିପ୍ରଚରଣ ସାହୁଙ୍କ ସମେତ ସଂସଦର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ଦେବାଶିଷ ମହାପାତ୍ର ମାନପତ୍ର ପଠନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଧୁମ ଧାମରେ ପାଳିତ ହେଲା ରାମନବମୀ, ଭକ୍ତଙ୍କ ପାଇଁ ଡାବୁଗାଁ ବଣିକ ସଂଘ ତରଫରୁ ଅର୍ଣ୍ଣ ପ୍ରାସାଦ ବଣ୍ଟନ*   27-Mar-2026
  ଜିଲ୍ଲା  
ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ,   27-Mar-2026
  ଜିଲ୍ଲା  
ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   27-Mar-2026
  ଜିଲ୍ଲା  
ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   27-Mar-2026
  ଜିଲ୍ଲା  
"ଭକ୍ତିର ମହୋତ୍ସବରେ ମଗ୍ନ ନୀଳଜି: ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ"   27-Mar-2026
  ଜିଲ୍ଲା  
ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିର   27-Mar-2026
  ଜିଲ୍ଲା  
ବରପାଲି ସାଇ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ   26-Mar-2026
  ଜିଲ୍ଲା  
୧୦୦ବର୍ଷ ପୂରୁଣା ଡାବୁଗାଁ ମାଁ ଠାକୁରାଣୀଙ୍କ ଘଟ ଯାତ୍ରାର ଇତିହାସ   26-Mar-2026
  ଜିଲ୍ଲା  
ଅସହାୟକୁ ସହାୟତା ଯୋଗାଇଲେ ଲର୍କା ସରପଂଚ ଜୟ ଶ୍ରୀ ପଟେଲ ,,,,, ଜିଲ୍ଲାପାଳଙ୍କ ସହଯୋଗ ଲୋଡୁଛନ୍ତି ନିରୀହ ଦୁଇ ଭଉଣୀ,,,,,, ଭିନ୍ନକ୍ଷମ ଭଉଣୀର ବୋଝ ସମ୍ଭାଲୁଛି ଛୋଟ ଭଉଣୀ   26-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ପିଲାଙ୍କ ଅଭିଭାବକ ଓ ଅତିଥିଙ୍କୁ ପ୍ରଦାନ   26-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   26-Mar-2026
  ଜିଲ୍ଲା  
ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା   26-Mar-2026

You Might Also Like