-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଶିକ୍ଷକ ସଂଘର ନିର୍ବାଚନ

15-Jan-2023



ବଲାଙ୍ଗିର, - ସ୍ଥାନୀୟ ଜନକଲ୍ୟାଣ ମଣ୍ଡପ ଠାରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, ଖାରବେଳ ନଗର, ଭୁବନେଶ୍ୱର ଓଡିଶାର ଅଷ୍ଟାଦଶ ସାମ୍ବିଧାନିକ ସମ୍ମିଳନୀ ଓ ନିର୍ବାଚନ ସଭା ବଲାଙ୍ଗିର ସହରର ଜନ କଲ୍ୟାଣ ମଣ୍ଡପ ଠାରେ ପୂର୍ବାହ୍ନ ୧୧ ରୁ ଘ.୨ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏହି ନିର୍ବାଚନ ସଭାଟି ତା.୦୮.୦୧.୨୦୨୩ ର ନିଷ୍ପତ୍ତି ଅନୁଯାୟୀ ଓଡିଶା, ବଲାଙ୍ଗିର, ବଉଦ, ସୁବର୍ଣ୍ଣପୁର, କନ୍ଧମାଲ, କଳାହାଣ୍ଡି, ନୁଆଁପଡା, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କୋରାପୁଟ, ନୟାଗଡ, ଖୋର୍ଦ୍ଧା, ନବରଙ୍ଗପୁର, କୋରାପୁଟ, ପୁରୀ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର,

ମୟୁରଭଞ୍ଜ ଜିଲ୍ଲାର ରାଜ୍ୟ ଫେଡେରେସନର କାଉନସିଲର ମେମ୍ବର ଙ୍କ ଉପସ୍ଥିତିରେ ରାଜ୍ୟ ପ୍ରାଥମିକ ଶିକ୍ଷକ ଫେଡେରେସନର ସଭାପତି ତ୍ରିଲୋଚନ ନାୟକ ପୂର୍ବ କମିଟିକୁ ଡିଜଲ୍‌ଭ୍ କରି ନିର୍ବାଚନ କମିଟି ଜରିଆରେ ନୂତନ କମିଟି ଗଠନ କରାଇଥିଲେ । ସଭାପତି ଭାବେ ଶାନ୍ତିଲତା ସାହୁ, ସାଧାରଣ ସଂପାଦକ ସନ୍ତୋଷ କୁମାର ସାହୁ, ଉପଦେଷ୍ଟା ତ୍ରିଲୋଚନ ନାୟକ, ଜୟନ୍ତୀ ପଣ୍ଡା, ଦିଲ୍ଲୀପ ବହିଦାର, ଭୁବନେଶ୍‌ବର ଦ୍ୱିବେଦୀ, ଭଗବାନ ପଣ୍ଡା, ଆଂଚଳିକ ସଂପାଦକ ଭାବେ ମନୋଜ ସେଠ ପଶ୍ଚିମ ଓଡିଶା, ଲିମୁ ଶିରା ଦକ୍ଷିଣ ଓଡିଶା, ବିଧୁ ନାୟକ ପୂର୍ବ ଓଡିଶା, ଆରତୀ ମଲ୍ଲିକ ଉତ୍ତର ଓଡିଶା, ଉପ-ସଭାପତି ଭାବେ ତେଜରାଜ ହୋତା, ବିରେନ୍ଦ୍ର ସ୍ୱାଇଁ, ଶିଶିର ଖଟୁଆ, ସୀତା ମିଶ୍ର, ପ୍ରକାଶ ପାଗଳ, ସହ-ସଂପାଦକ ସ୍ୱର୍ଣ୍ଣକାନ୍ତୀ ସାହୁ, ପ୍ରଶାନ୍ତ ପୁରୋହିତ, କୋଷାଧ୍ୟକ୍ଷ ଦୁଃଶାସନ ପରଗଣିଆ, ଅଡିଟର ସୁବାଷ ଦାଶ, ଗଙ୍ଗାଧର ନାୟକ, ସମର୍ପିତା ପୃଷ୍ଟି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like