-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ୟୁଥ ଏକ୍ସନ କମିଟିର ଷଷ୍ଠ ବାର୍ଷିକ ଉତ୍ସବ, ସମଲେଇ ମନ୍ଦିରରେ ବଲାଙ୍ଗିର ର ପ୍ରଗତି ପାଇଁ ପ୍ରାର୍ଥନା

15-Jan-2023



ବଲାଙ୍ଗିର- ବଲାଙ୍ଗିର ୟୁଥ ଏକ୍ସନ କମିଟିର ଷଷ୍ଠ ବର୍ଷ ପାଳନ ବଲାଙ୍ଗିର ଅଧିତାଷ୍ଟି ମାଁ ସମଲେଇ ମନ୍ଦିରରେ ବଲାଙ୍ଗିର ର ଶାନ୍ତି ପ୍ରଗତି ଓ ଉନ୍ନତି ପାଇଁ ପ୍ରାର୍ଥନା କରାଯାଇଥିଲା । ବଲାଙ୍ଗିର ୟୁଥ ଏକ୍ସନ କମିଟିର ଷଷ୍ଠ ବାର୍ଷିକ ଉତ୍ସବ ବଲାଙ୍ଗିର ସମଲେଇ ମନ୍ଦିର ଠାରେ ବଲାଙ୍ଗିର ର ଶାନ୍ତି, ପ୍ରଗତି ଓ ଉନ୍ନତି ପାଇଁ ସର୍ବ ପ୍ରଥମେ ପୂଜାର୍ଚ୍ଚନା ହୋମ କରି ୧୦୮ ଦିପ ପ୍ରଜ୍ଜଳନ କରି ପ୍ରାର୍ଥନା କରାଯାଇଥିଲା । ଏହା ପରେ ପରେ ଭକ୍ତମାନଙ୍କ ପାଇଁ ଅନ୍ନ ପ୍ରସାଦ ବଣ୍ଟନ କରି ନିଆରା ଭାବେ ବାର୍ଷିକ ଉତ୍ସବ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କର୍ତ୍ତା ଭାବେ ସଞ୍ଜୟ ସାହୁ ଓ ତାଙ୍କ ସ୍ତ୍ରୀ ସବିତା ସାହୁ ବସିଥିଲେ । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ କମିଟିର ସଭାପତି ବିନୋଦ କାଲସାଏ, ସଂପାଦକ ରିଲୁ ରଥ, ଉପ-ସଭାତି ପିଙ୍କୁ ବନଛୋର, ରବି ଖମାରୀ, ସମ୍ପାଦକ ପ୍ରତାପ ତ୍ରିପାଠୀ, ସୁରେଶ ଡାଙ୍ଗ,

ଉପଦେଷ୍ଟା ପ୍ରଶାନ୍ତ ନାୟକ, ଏଲିୟାସ ଖାନ, ଏକ୍ସନ କମିଟିର ମୁନା ପଟ୍ଟନାୟକ, ଗିରିଷ ସିଂଦେଓ, ଧିରେନ୍ଦ୍ର ନାରାୟଣ ସିଂଦେଓ, ପ୍ରଦିପ ସାହୁ, ମହିଳା କମିଟିର ଭୂମିସୁତା ନାୟକ, ସଚେତନ ମହିଳା ମଂଚ ର ନିହାରିକା ମିଶ୍ର, ସୌଦାମିନି ପାଣିଗ୍ରାହୀ, ବିଙ୍ଗ ହ୍ୟୁମେନ ର ସୋମନାଥ ମିଶ୍ର,  କନ୍ଦର୍ପ ରଣା, ସ୍ମାଇଲ ଫର ଅଳ ର ସଞ୍ଜିବ ସାହୁ, ମାତୃଶକ୍ତି ର ଶ୍ରୀପଦା ଷଡଙ୍ଗି ଓ ବିଭିନ୍ନ ସଂଗଠନରୁ ରାମ ନାରାୟଣ ଦାଶ, ସରୋଜ ମହାକୁର, ହରିଓମ୍ ପଟେଲ, ବଣ୍ଟୁ ବଗର୍ତ୍ତି, ସର ସାହୁ, ରମେଶ ଦିପ, ସୁଧିର ବାରିକ, ରାଜୁ , ବିବେକ କୁମାର ପ୍ରମୁଖ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like