-+91-9937148622 |

prerana_bgr@rediffmail.com |

  Saturday 28th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମନବମୀ ଅବସର ରେ ବାଇକ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ   (27-Mar-2026)       ||      ମହଦା ରାଣୀ ଜୋରରେ ଦୁର୍ଘଟଣା ବ୍ରିଜତଳକୁ ଖସିପଡିଲା ଟ୍ରକ,   (27-Mar-2026)       ||      ସଂଗୀତ ହିଁ ଶାନ୍ତି ଓ ଆନନ୍ଦ ଦେଇଥାଏ - ସଂଗୀତ ସାଧକ ଶତ୍ରୁଘ୍ନ ଲୁହା   (27-Mar-2026)       ||      ପରିବହନ ବିଭାଗ ନଜର ନାହିଁ, ଅଟୋରେ ବିପଦପୂର୍ଣ୍ଣ ଯାତ୍ରା   (27-Mar-2026)       ||      ଦୀପଦାନ କରି ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମ ଦିନ ପାଳିଲେ ଶିବସେନା କର୍ମୀ   (27-Mar-2026)       ||      ରାଜ୍ୟ ସ୍ତରୀୟ ଚିଲିକା ପ୍ରକୃତି ଶିବିରକୁ ବୋଡ଼େନର ସୁଶ୍ରୀ ଅଞ୍ଜଳି ମନୋନୀତ   (27-Mar-2026)       ||      *ଡାବୁଗାଁ ରେ ଧୁମ ଧାମରେ ପାଳିତ ହେଲା ରାମନବମୀ, ଭକ୍ତଙ୍କ ପାଇଁ ଡାବୁଗାଁ ବଣିକ ସଂଘ ତରଫରୁ ଅର୍ଣ୍ଣ ପ୍ରାସାଦ ବଣ୍ଟନ*   (27-Mar-2026)       ||      ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ,   (27-Mar-2026)       ||      ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   (27-Mar-2026)       ||      ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   (27-Mar-2026)       ||      "ଭକ୍ତିର ମହୋତ୍ସବରେ ମଗ୍ନ ନୀଳଜି: ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ"   (27-Mar-2026)       ||      ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିର   (27-Mar-2026)       ||      ବରପାଲି ସାଇ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ   (26-Mar-2026)       ||      ୧୦୦ବର୍ଷ ପୂରୁଣା ଡାବୁଗାଁ ମାଁ ଠାକୁରାଣୀଙ୍କ ଘଟ ଯାତ୍ରାର ଇତିହାସ   (26-Mar-2026)       ||      ଅସହାୟକୁ ସହାୟତା ଯୋଗାଇଲେ ଲର୍କା ସରପଂଚ ଜୟ ଶ୍ରୀ ପଟେଲ ,,,,, ଜିଲ୍ଲାପାଳଙ୍କ ସହଯୋଗ ଲୋଡୁଛନ୍ତି ନିରୀହ ଦୁଇ ଭଉଣୀ,,,,,, ଭିନ୍ନକ୍ଷମ ଭଉଣୀର ବୋଝ ସମ୍ଭାଲୁଛି ଛୋଟ ଭଉଣୀ   (26-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ପିଲାଙ୍କ ଅଭିଭାବକ ଓ ଅତିଥିଙ୍କୁ ପ୍ରଦାନ   (26-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (26-Mar-2026)       ||      ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା   (26-Mar-2026)       ||      ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ   (26-Mar-2026)       ||      ସିକିର୍ଡି ଗ୍ରାମରେ ଶ୍ରୀ ରାମ ନବମୀ ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ   (26-Mar-2026)       ||     

HOME   ଜିଲ୍ଲା

ତେରେସିଂହା କପ୍ ଫୁଟବଲ୍: ବଡ଼ମାଲ ଚମ୍ପିଆନ

15-Jan-2023



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ହାଇସ୍କୁଲ ଖେଳ ପଡ଼ିଆରେ ଦୈତାରୀ ମେମୋରିଆଲ୍ ଗେମ୍ସ ଏଣ୍ଡ୍ ସ୍ପୋର୍ଟସ୍ ଏସୋସିଏସନ୍ ଆନୁକୁଲ୍ୟରେ ୨୨ତମ ତେରେସିଂହା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଫାଇନାଲମ୍ୟାଚ ରବିବାର ବଡ଼ମାଲଏବଂମହୀପୁର  ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା l ନିର୍ଦ୍ଧାରିତ ସମୟମଧ୍ୟରେ ଉଭୟେ ଉଭୟଙ୍କୁ ୧-୧ ଗୋଲଦେଇ ସମାନ ହୋଇଥିବାରୁ ପେନାଲଟିକ ଜରିଆରେ  ବଡ଼ମାଲ    ୪/୨ ଗୋଲ ଦେଇ  ଚଳିତବର୍ଷ ର ଚାମ୍ପିଆନ ହୋଇଛି l ଚମ୍ପିଆନଦଳ ଓ ରନର ଅପ ଦଳଙ୍କୁ ଟ୍ରଫି ସହନଗଦ ରାଶି ପ୍ରଦାନ କରାଯାଇଥିଲା l ଉଦଯାପନୀଉତ୍ସବରେ ଯୁଗଳକିଶୋର ନାଏକ ମଞ୍ଚପରିଚାଳନ କରିଥିବାବେଳେ, ଦେବେନ୍ଦ୍ର ରଣା ଧନ୍ୟବାଦ ଅର୍ପଣ କରିଥିଲେ  l ଫାଇନାଲମ୍ୟାଚରେ ମୁଖ୍ୟଅତିଥି ଭାବରେ ଯୁବନେତା ନୀଳମାଧବ ସିଂଦେଓ ମୁଖ୍ୟ ବକ୍ତା ପିରବତୀ ମହିଳା କଲେଜ ର ପ୍ରତିଷ୍ଠାତା ମୁରଲୀଧର ରଣା, ସମ୍ମାନିତଅତିଥି ଭାବେ ଯୁବ ଆଦିବାସୀ ନେତା ନନ୍ଦୀ କିଶୋର ଭୋଇ,ଶିକ୍ଷକ ପ୍ରହଲ୍ଲାଦ ଦଣ୍ଡସେନା,ଅବସର ପ୍ରାପ୍ତ ପୋଲିସ ଏ ଏସ ଆଇ କ୍ଷମାନିଧି ସାହୁ, ସାମ୍ବାଦିକ ସତ୍ୟନାରାୟଣ କୁମାର,ଅବସରପ୍ରାପ୍ତ ଶିକ୍ଷକ ଲୋକନାଥ ଗହୀର,ଦାମ ଭୋଇ, ଅକ୍ଷୟ ରଣା,  ଆୟୋଜକ କମିଟି ସଭାପତି କିଶୋର ଚନ୍ଦ୍ର ନାଏକ, ସମ୍ପାଦକ ରଶ୍ମି ରଞ୍ଜନ ରଣା ପ୍ରମୁଖ ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ  l ଖେଳ ଟିକୁ ଚଞ୍ଚଳ ମାଝୀ, ବୁଡୁ ମାଝୀ, ନରେଶ ମାଝୀ   ପରିଚାଳନା କରିଥିବା ବେଳେ ଦେବେନ୍ଦ୍ର ରଣା, ଗଜାନନ ଗହୀର  ଖେଳର ଧାରାବିବରଣୀ ପ୍ରଦାନ କରିଥିଲେ l  ବସନ୍ତ ସାହୁ, କ୍ଷେତ୍ରମଣୀ ରଣା,ତପନ ମାଝୀ, ଚୈତନ୍ୟ ନାଏକ, ସମ୍ପଦ ରଣା,ଅରୁଣ ରଣା, ମନୋଜ ରଣା, ନିଳାଞ୍ଚଳ ଗହୀର, ଦୟା ଭୋଇ ସମେତ ଗେମ୍ସ ଏଣ୍ଡ ସ୍ପୋର୍ଟ୍ସଏସୋସିଏସନର ସମସ୍ତ ସଦସ୍ୟ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମନବମୀ ଅବସର ରେ ବାଇକ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ   27-Mar-2026
  ଜିଲ୍ଲା  
ମହଦା ରାଣୀ ଜୋରରେ ଦୁର୍ଘଟଣା ବ୍ରିଜତଳକୁ ଖସିପଡିଲା ଟ୍ରକ,   27-Mar-2026
  ଜିଲ୍ଲା  
ସଂଗୀତ ହିଁ ଶାନ୍ତି ଓ ଆନନ୍ଦ ଦେଇଥାଏ - ସଂଗୀତ ସାଧକ ଶତ୍ରୁଘ୍ନ ଲୁହା   27-Mar-2026
  ଜିଲ୍ଲା  
ପରିବହନ ବିଭାଗ ନଜର ନାହିଁ, ଅଟୋରେ ବିପଦପୂର୍ଣ୍ଣ ଯାତ୍ରା   27-Mar-2026
  ଜିଲ୍ଲା  
ଦୀପଦାନ କରି ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମ ଦିନ ପାଳିଲେ ଶିବସେନା କର୍ମୀ   27-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଚିଲିକା ପ୍ରକୃତି ଶିବିରକୁ ବୋଡ଼େନର ସୁଶ୍ରୀ ଅଞ୍ଜଳି ମନୋନୀତ   27-Mar-2026
  ଜିଲ୍ଲା  
*ଡାବୁଗାଁ ରେ ଧୁମ ଧାମରେ ପାଳିତ ହେଲା ରାମନବମୀ, ଭକ୍ତଙ୍କ ପାଇଁ ଡାବୁଗାଁ ବଣିକ ସଂଘ ତରଫରୁ ଅର୍ଣ୍ଣ ପ୍ରାସାଦ ବଣ୍ଟନ*   27-Mar-2026
  ଜିଲ୍ଲା  
ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ,   27-Mar-2026
  ଜିଲ୍ଲା  
ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   27-Mar-2026
  ଜିଲ୍ଲା  
ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   27-Mar-2026
  ଜିଲ୍ଲା  
"ଭକ୍ତିର ମହୋତ୍ସବରେ ମଗ୍ନ ନୀଳଜି: ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ"   27-Mar-2026
  ଜିଲ୍ଲା  
ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିର   27-Mar-2026

You Might Also Like