-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ 2023 ଦ୍ଵିତୀୟ ସନ୍ଧ୍ୟା, ପ୍ରାକ୍ତନ ଏସପି ଙ୍କ ଗୀତ ଓ ଜ଼ିଲ୍ଲାପାଳ ଙ୍କ ନାଚ ରେ ବିମୋହିତ ଦର୍ଶକ - ହକି ସଂଗୀତ ଓ ଲାଇଭ ଖେଳ ର ମଜା ନେଲେ ଦର୍ଶକ

15-Jan-2023



ସୁବର୍ଣ୍ଣପୁର:  ଜ଼ିଲ୍ଲା ଉନ୍ନୟନ ପ୍ରଦର୍ଶନୀ, ପଲ୍ଲିଶ୍ରୀ ମେଳା ଓ ନୃତ୍ୟ ଗୀତର ମହାପାର୍ବଣ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୩ ର ଆଜି ଦ୍ଵିତୀୟ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘାଟିତ ହୋଇ ଯାଇଛି l ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା, ଜ଼ିଲ୍ଲା ସଂସ୍କୃତି ପରିଷଦ  ଓ ଜ଼ିଲ୍ଲା କଳା ସଂସ୍କୃତି ସଂଘ ସୁବର୍ଣ୍ଣପୁର ଦ୍ୱାରା ଶ୍ରୀ ରାମେଶ୍ୱର ଷ୍ଟାଡିଅମ ଠାରେ  ବର୍ଣ୍ଣlଢ୍ୟ  ପରିବେଶ ରେ ଆୟୋଜିତ ଆଜି ଦ୍ଵିତୀୟ ଦିବସରେ ମୁଖ୍ୟ ଅତିଥି ଡ. ସୁରେଶ ଚନ୍ଦ୍ର ଦଳାଇ  ଭା. ପ୍ର. ସେ. ଉତ୍ତରାଞ୍ଚଳ ରାଜସ୍ବ କମିଶନର ଓ ସମ୍ମାନିତ ଅତିଥି ଭାବେ  ଡ.ଦୀପକ କୁମାର ଆରକ୍ଷୀ ମହା ନିରୀକ୍ଷକ ଏନ. ଆର. ସମ୍ବଲପୁର, ଶ୍ରୀମତୀ ସାରା ଶର୍ମା ଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ସମ୍ବଳପୁର ଶାଖା, ଅବୋଲି ସୁନୀଲ ନର୍ଭଣେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ, ଅମରେଶ ପଣ୍ଡା ଏସପି ସୁବର୍ଣ୍ଣପୁର ଯୋଗ ଦେଇ ସୁବର୍ଣ୍ଣପୁରର କଳା ସଂସ୍କୃତି ଓ ପର୍ୟ୍ୟଟନ କୁ ଭୁୟସୀ ପ୍ରଶଂସା କରି  ଏଠାକାର ହକି ଉତ୍ସାହ ଓ ମାହୋଲକୁ ଦେଖି ଆଶ୍ଚର୍ଯ୍ୟ ହୋଇଥିଲେ l ସୋନପୁରର ପ୍ରାକ୍ତନ ଏସପି ସାରା ଶର୍ମା ମଞ୍ଚ ରେ ସୁନ୍ଦର ସଂଗୀତ ପରିବେଷଣ କରି ଦର୍ଶକଙ୍କୁ ଖୁସି କରିଥିଲେ l ସଂଗୀତକାର  ଶାଶ୍ୱତ ତ୍ରିପାଠୀ ହକି ସଂଗୀତ ଗାନ କରି  ଜାତୀୟ ଖେଳ ହକି ଉପରେ ସମସ୍ତ ଙ୍କୁ  ଆକର୍ଷିତ କରିଥିଲେ l ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ବାଲ୍ୟ ବିବାହ ନିରୋଧ ଉପରେ ମଞ୍ଚ ରେ ନାଟକ ମାଧ୍ୟମ ରେ ସଚେତନତା  ବାର୍ତ୍ତା ଦେଇଥିଲେ l ଯାହାକି ଉପସ୍ଥିତ ଦର୍ଶକଙ୍କୁ ଭାବ ବିହ୍ଵଳ କରିପକାଇଥିଲା l   ବାଲ୍ୟ ବିବାହ ଉପରେ ଜ଼ିଲ୍ଲାପାଳଙ୍କ  ନାଚ ମାଧ୍ୟମରେ ସଚେତନତା ବାର୍ତ୍ତା ଦର୍ଶକ ବିମୋହିତ ହୋଇ ଥିଲେ l ଓଡିଶାର ସୁନାମଧନ୍ୟ ସିଙ୍ଗରଙ୍କ ନାଚ ଗୀତ 
ରେ  ବିଳମ୍ବିତ ରାତି ଯାଏ ଅଗଣିତ ଦର୍ଶକ ଖୁବ ମଜା ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like