-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ପାକ୍ଷିକ ପତ୍ରିକା ‘ଜୁଏହୁଲା’ର ୧୩ତମ ବାର୍ଷିକୋତ୍ସବ

15-Jan-2023



ବିନିକା(ହିମାଂଶୁ ଶେଖର ପଟେଲ), ପାକ୍ଷିକ କୋସଲୀ ପତ୍ରିକା ଜୁଏହୁଲାର ୧୩ତମ ବାର୍ଷିକ ଉତ୍ସବ ବିନିକା ଚନ୍ଦମା ହୋଟେଲ ଠାରେ ଅନୁଷ୍ଠିତ ହୋଇଥିଲା । କ୍ଷୀରସାଗର ବିଭାରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ, ସମ୍ମାନିତ ଅତିଥି ଭାବରେ ଜୁଏହୁଲାର ମୁଖ୍ୟ ସଂପାଦକ ନିହାଲ ସିଂ, ବିନିକା ଥାନା ଆଇଆଇସି ରବିନ୍ଦ୍ର ସାହୁ, ବିନିକା ନିୟନ୍ତ୍ରିତ ବଜାର କମିଟିର ଅଧ୍ୟକ୍ଷ ଉଦିତ ବାବୁ, ଡିଇଓ ଶାନ୍ତନୁ କୁମ୍ଭକାର ଉପଦେଷ୍ଟା ଫଗନୁ କୁମ୍ଭାର ଓ ମୁଖ୍ୟବକ୍ତା ଭାବରେ ସାପ୍ତାହିକ ପ୍ରେରଣାର ସଂପାଦକ ରଘୁ ନନ୍ଦନ ସିଂହ ମଂଚାସୀନ ରହି ନିଜର ଅଭିଭାଷଣ ପ୍ରଦାନ କରିଥିଲେ । ସଭା ପ୍ରାରମ୍ଭରେ ଅତିଥି ମାନେ ଡ଼. ବାବା ସାହେବ ଆମ୍ବେଦକରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ସଭାକୁ ଉଦ୍‌ଘାଟନ କରିଥିଲେ । ବାବା ସାହେବଙ୍କ ଆଦର୍ଶ ଓ ସମ୍ବିଧାନର ନିୟମକୁ ପାଳନ କରିବା ଆମ ସମସ୍ତଙ୍କ ଧ୍ୟେୟ ହେବା ଉଚିତ ବୋଲି ବକ୍ତା ମାନେ କହିଥିଲେ ।

ପତ୍ରିକାର ସଂପାଦକ ଅରକ୍ଷିତ ମହାନନ୍ଦ ସଂପାଦକୀୟ ବିବରଣୀ ପାଠ କରିବା ସହ ଖବରକାଗଜର ପ୍ରଚାରପ୍ରସାର ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି ଅବସରରେ ବିନିକା ର ମହାନଦୀ ଯୁବ ସଂଗଠନ ସମେତ ନାରାୟଣ ଲୁହା, ଠଣସୁନ୍ଦର ଭେଶ୍ରା, ସାନ୍ତନୁ କୁମ୍ଭକାର,  ଙ୍କୁ ଅଙ୍ଗବସ୍ତ୍ର ଓ ମାନପତ୍ର ପ୍ରଦାନପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ନିକଟରେ ନେସନାଲ ଫେଲୋସିପ୍ ପାଇଥିବା ଅରକ୍ଷିତ ମହାନନ୍ଦ ଓ ଫଗନୁ ମହାନନ୍ଦଙ୍କୁ ନାଗରିକ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଶେଷରେ ରାମଗୋପାଲ ବାଗ ଧନ୍ୟବାଦ ଅର୍ପଣ କରିଥିଲେ ।  ଏହି ସମାରୋହରେ ବିନିକା ଓ ସୋନପୁର ଅଂଚଳର ବହୁ କବି, ବୁଦ୍ଧିଜୀବୀ ଓ ସାମ୍ବାଦିକ ଯୋଗ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like