-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ପଲ୍ଲିଶ୍ରୀକଥା ଖବରକାଗଜର ଦଶମ ସ୍ଵନକ୍ଷତ୍ର ଦିବସ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ ୧୮ ୟୁନିଟ ରକ୍ତ ସଂଗ୍ରହ

16-Jan-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ) ପଲ୍ଲିଶ୍ରୀକଥା  ଖବରକାଗଜର ଦଶମ ସ୍ଵନକ୍ଷତ୍ର ଦିବସ ଉପଲକ୍ଷେ ଭାରତୀୟ ରେଡ଼କ୍ରସ୍ ସୋସାଇଟି ମିଳିତ ଆନୁକୂଲ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତଭଣ୍ଡାର ଠାରେ ରବିବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ରକ୍ତଦାନ ଶିବିରରେ ୧୮ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ସଂସ୍କୃତିରତ୍ନ ତଥା ସମାଜସେବୀ ଶ୍ରୀ କାର୍ତ୍ତିକ ପ୍ରସାଦ ବହିଦାରଙ୍କ ଅଧ୍ୟକ୍ଷତାରେ ଜନସମୀକ୍ଷା ଖବରକାଗଜ ପତ୍ରିକା ର ସମ୍ପାଦିକା ଶ୍ରୀମତି ସବିତା ମିଶ୍ର,  ଜିଲ୍ଲା ରକ୍ତ ଭଣ୍ଡାର ଅଧିକାରୀ ଶ୍ରୀ ଡା .କଲପେସ କକ୍କଡ ଏବଂ ପଲ୍ଲିଶ୍ରୀକଥା ଖବରକାଗଜ ର ସଂପାଦକ ହରି ଶଙ୍କର ମିଶ୍ରଙ୍କ ଦ୍ଵାରା ଉଦଘାଟିତ ଶିବିରରେ ସମ୍ବଲପୁର ରକ୍ତଭଣ୍ଡାର କାମଦେବ ପଟେଲ, ରାଜେନ୍ଦ୍ର ମେହେର ରକ୍ତ ସଂଗ୍ରହ କରିଥିଲେ । ଏହି ଶିବିରର କାର୍ଯ୍ୟକ୍ରମରେ  ଭାରତୀୟ ରେଡ଼କ୍ରସ୍ ସୋସାଇଟି ଜିଲ୍ଲା ଅଧିକାରୀ ଡା. ଜୟ ଜର୍ଜ, ଜିଲ୍ଲା ରକ୍ତ ଭଣ୍ଡାର ଅଧିକାରୀ ଶ୍ରୀ କଲପେସ କଲ୍ପେସ କ୍କଡ, ଶ୍ରୀ କାର୍ତ୍ତିକ ପ୍ରସାଦ ବହିଦାର ଏବଂ ଶ୍ରୀମତୀ ସବିତା ମିଶ୍ରଙ୍କୁ ଏହି ଦିବସ ଅବସରରେ ସମ୍ବଦ୍ଧିତ କରାଯାଇଛି। ଆଜିର ଏହି ଶିବିରରେ ଆରାଧନା ମିଶ୍ର, ଶ୍ରୀୟା ମିଶ୍ର,  ଆୟୁଷ କୁମାର ମିଶ୍ର, ରାମ ଶଙ୍କର ମିଶ୍ର, ଅଭୟ କୁମାର ପାଣି, ଆଶିଷ ମିଶ୍ର, ଆଲୋକ ନାଥ ପଣ୍ଡା, ତୃପ୍ତିମୟୀ ମିଶ୍ର, ରାହୁଲ ଝା, କୃଷ୍ଣ ନାଏକ, ସଞ୍ଜୟ ଶର୍ମା, ବିଜେନ୍ଦ୍ର ପଟ୍ଟନାୟକ, ଅନୀଲ ମୁଣ୍ଡା, କୈଲାସ ଦୀପ, ବାଲ ବାହାଦୁର ଗୋଲୁଙ୍ଗ, ହରି ତାଣ୍ଡିଆ, ପ୍ରଶାନ୍ତ ସୁନା, ସତ୍ୟ ନାରାୟଣ ମୁଣ୍ଡା, ଅନିତା ନାୟକ, ସରୋଜ ଦାସ, ଗୋପାଲ କୁମ୍ଭାର, ପ୍ରମୁଖ ଯୋଗ ଦେଇଥିଲେ  । ପଲ୍ଲିଶ୍ରୀକଥା ସ୍ଵନକ୍ଷତ୍ର ଦିବସ ପାଳନ ସମାରୋହରେ ଉପସ୍ଥିତ ସମସ୍ତ ସମ୍ମାନୀତ ଅତିଥି ବୃନ୍ଦ, ସମସ୍ତ ଭଦ୍ରବ୍ୟକ୍ତି, ଭଦ୍ରମହିଳା, ସମସ୍ତ ରକ୍ତଦାତା ଏବଂ ସହଯୋଗୀ ସମସ୍ତଙ୍କୁ ସମ୍ପାଦକ ଶ୍ରୀଯୁକ୍ତ ହରି ଶଙ୍କର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like