-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ଆଜିଠୁ ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ

16-Jan-2023



ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ ଆଜିଠୁ ଆରମ୍ଭ ହେଉଛି । ଦିଲ୍ଲୀରେ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଅପରାହ୍ଣ ୪ଟାରୁ ଏହି ବୈଠକ ଅନୁଷ୍ଠିତ ହେବ ।  ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ, ୩୫ କେନ୍ଦ୍ର ମନ୍ତ୍ରୀ, ୧୨ଟି ରାଜ୍ୟର ମୁଖ୍ୟମନ୍ତ୍ରୀ, ୩୭ଟି ରାଜ୍ୟର ସଭାପତି ଅଂଶଗ୍ରହଣ କରିବେ।

ଏହି ବୈଠକରେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନିକଟରେ ଉପସ୍ଥାପିତ ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ। ଦଳର ସଭାପତି ଜେପି ନଡ୍ଡା ଓ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଏହି ବୈଠକରେ ଯୋଗ ଦେବେ l

ସେହିପରି ଓଡ଼ିଶାରୁ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି ମଧ୍ୟ ଏଥିରେ ସାମିଲ ହେବେ । ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରାଯିବା ନେଇ ଦଳୀୟ ସୂତ୍ରରୁ ଜଣାପଡ଼ିଛି ।

ତ୍ରୁଣମୂଳ ସ୍ତରରୁ ସଂଗଠନକୁ ମଜଭୁତ କରିବା, ଦୁର୍ବଳ ଥିବା ସଂସଦୀୟ କ୍ଷେତ୍ରରେ ଦଳକୁ ଅଧିକ ମଜଭୁତ କରିବା ପାଇଁ ଆଲୋଚନା ହେବ। ଏହି ଅବସରରେ ଆଜି ବିଜେପି ଏକ ରୋଡ୍ ଶୋ’ ମଧ୍ୟ କରିବ, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like