-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ପୁଇଁତଲା ବ୍ଲକ ଅନ୍ତର୍ଗତ ଅଙ୍କରିଆପଦର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ 

16-Jan-2023



ବଲାଙ୍ଗିର(ପ୍ରେରଣା ଖବର) ଜାନୁଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକ ଅନ୍ତର୍ଗତ ଅଙ୍କରିଆପଦର ଗ୍ରାମ ପଞ୍ଚାୟତ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ

ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୁଷଣ, ପୁଇଁତଲା ତହସିଲଦାର ରୋହିତ ଭୋଇ , ଏବିଡିଓ ଉପେନ୍ଦ୍ର ମାଝୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବ୍ଲକସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଅଞ୍ଚଳର ବିଭିନ୍ନ ସମସ୍ୟା ମୂଳକ ମୋଟ ୮୩ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ

୬୪   ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୯  ଗୋଟି ଗ୍ରାମ୍ୟ ସମସ୍ୟା ମୂଳକ ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା  । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ସାଗରପଡା  ର ପ୍ରଶାନ୍ତ ମଲ୍ଲିକ ଓ ମଞ୍ଜୁଳତା ବାରିକଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା ।  ସେହିପରି ଚିକିତ୍ସା ସହାୟତା ବାବଦରେ ପୁଇଁତଲା ବ୍ଲକ ଅନ୍ତର୍ଗତ ଅଙ୍କରିଆପଦର ଗ୍ରାମର ବାବୁଲାଲ ତାଣ୍ଡି ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ହଜାର ଟଙ୍କା ଓ ବହଲପଦର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମଙ୍ଗଳାମୁଣ୍ଡା ଗ୍ରାମର ମିଲନ ପଧାନଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କାର ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା । ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ଅଙ୍କରିଆପଦର ଠାରେ ପଞ୍ଚାୟତ ଲୋକ ସେବା ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like