-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
16-Jan-2023
ନର୍ଲା (ସଞ୍ଜିବ ଦାସ)
ନର୍ଲା ବ୍ଳକ ରୁପ୍ରା ସ୍ଥିତ ଶ୍ରୀ ଅରବିନ୍ଦ ପୁର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୪୧ତମ ପ୍ରତିଷ୍ଠା ପାଳନ ହୋଇଯାଇଛି। ଅରବିନ୍ଦ ପାଠଚକ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସଦସ୍ୟ ଅବିନାଶ ଠାକୁର ଯୋଗଦେଇ ଯୋଗଯନ୍ମା ପୁରୁଷ ଶ୍ରୀ ଅରବିନ୍ଦଙ୍କ ଆଦର୍ଶ ଓ ଦର୍ଶନ ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ଶିକ୍ଷାବିତ୍ ବ୍ରଜ କିଶୋର ବେହେରା, ଶ୍ରୀମତୀ ମାଲବିକା ପାଢୀ ଯୋଗ ଦେଇଥିଲେ। ଶେଷରେ ବିଦ୍ୟାଳୟ ସମ୍ପାଦକ ବିଜୟ ସେନାପତି ଧନ୍ୟବାଦ ଅର୍ପଣ କରିଥିଲେ।