-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୩ ର ତୃତୀୟ ସନ୍ଧ୍ୟା: ସମ୍ବଲପୁରୀ ନାଚ ଗୀତର ମଜା ନେଲେ ଦର୍ଶକ

16-Jan-2023



ସୁବର୍ଣ୍ଣପୁର : ଜ଼ିଲ୍ଲା ଉନ୍ନୟନ ପ୍ରଦର୍ଶନୀ, ପଲ୍ଲିଶ୍ରୀ ମେଳା ଓ ନୃତ୍ୟ ଗୀତ ର ମହାପାର୍ବଣ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୩ ର ଆଜିର ତୃତୀୟ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘାଟିତ ହୋଇ ଯାଇଛି l ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା, ଜ଼ିଲ୍ଲା ସଂସ୍କୃତି ପରିଷଦ ଓ ଜ଼ିଲ୍ଲା କଳା ସଂସ୍କୃତି ସଂଘ ସୁବର୍ଣ୍ଣପୁର ଦ୍ୱାରା ଶ୍ରୀ ରାମେଶ୍ୱର ଷ୍ଟାଡିଅମ ଠାରେ  ବର୍ଣ୍ଣlଢ୍ୟ  ପରିବେଶ ରେ ଆୟୋଜିତ ଆଜି ତୃତୀୟ ଦିବସ ରେ  ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା ଯୋଗ ଦେଇ ଜିଲ୍ଲା ତଥା ଓଡିଶା ର ବିକାଶ କଥା କହି ହକି ଓ ସୁବର୍ଣ୍ଣ ମହୋତ୍ସବର ଆୟୋଜନରେ ଆମ ଜିଲ୍ଲା ଓଡିଶା ରେ ରେକର୍ଡ ସୃଷ୍ଟି କରିବ ବୋଲି ମତ ରଖିଥିଲେ l ସମ୍ମାନୀତ ଅତିଥି ଭାବରେ ସୋନପୁର ପୌରାଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ, ତରଭା ଏନ ଏ ସି ପୌରାଧ୍ୟକ୍ଷା ବନ୍ଦିତା ନାୟକ, ବିନିକା ଅଧ୍ୟକ୍ଷ ସୁବାଷ ଭୁଏ  ଯୋଗ ଦେଇ ସୁବର୍ଣ୍ଣପୁର ରେ ଆୟୋଜିତ ଏହି ମହୋତ୍ସବ ପଡିଆ ଭୁବନେଶ୍ୱର ପ୍ରଦର୍ଶନୀ ପଡିଆ ଠାରୁ କିଛି କମ ନୁହେଁ ବୋଲି ପ୍ରଶାସନ କୁ ପ୍ରଶଂସା କରିଥିଲେ ଏବଂ ଆଗାମୀ ଦିନରେ ଏହାର ଭିତ୍ତିଭୂମି, ବିକାଶ ଓ ସୌନ୍ଦର୍ଜୀକରଣ ପାଇଁ ଜିଲ୍ଲାର ସବୁ ବିଭାଗ, ଜନସାଧାରଣଙ୍କ ପୂର୍ଣ୍ଣ ସହଯୋଗ ଜରୁରୀ ବୋଲି ମତ ରଖିଥିଲେ l ପୁରୀର ଗୋଟି ପୁଅ ଓ ସୋନପୁର ବ୍ଲକର ଓଡିଶୀ ନୃତ୍ୟ,  କନ୍ଧମାଳର ଆଦିବାସୀ ନାଚ, ରାୟଗଡା ଢେମସା, ସମ୍ବଲପୁର ରଙ୍ଗ ଫରୁଆ, ବରଗଡ କଳାଜିବୀ, ଡୁଙ୍ଗୁରିପାଲି, ବିନିକା, ତରଭା ବ୍ଲକ କଳାକାରଙ୍କ ସମ୍ବଲପୁରୀ ନାଚ ଗୀତ ରେ  ବିଳମ୍ବିତ ରାତି ଯାଏ ଅଗଣିତ ଦର୍ଶକ ଖୁବ ମଜା ନେଇଥିଲେ l ଏସପି ଶ୍ରୀ ପଣ୍ଡା, ଏ ଡି ଏମ ସୂର୍ଯ୍ୟ ନାରାୟଣ ଦାଶ, ଉପ- ଜିଲ୍ଲାପାଳ ଡ଼ଃ ଈପସିତା ପ୍ରିୟଦର୍ଶନୀ ମିଶ୍ରଙ୍କ

ପ୍ରତ୍ୟକ୍ଷ ତତ୍ୱାବଧାନ ଓ ବିଡ଼ିଓ ସୋମ୍ୟ ରଞ୍ଜନ ସ୍ୱାଇଁ, କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ, ସଂସ୍କୃତି ଅଧିକାରୀ ଯମୁନା ପ୍ରାଧାନ, ବିଭାଗର  ଦୁଃଖିଶ୍ୟାମ ସେଠି, ନିରାକାର ନାଏକ, ଓ ସାଂସ୍କୃତିକ କମିଟିର ଲଡ଼ୁ କିଶୋର ମଲ୍ଲିକ, ଦେବାଶିଷ ପଟ୍ଟନାୟକ ପ୍ରମୁଖ  ସମସ୍ତ ସଦସ୍ୟଙ୍କ ମିଳିତ ସହଯୋଗରେ କାର୍ଯ୍ୟକ୍ରମକୁ ସଫଳ କରାଯାଇଛି l ସଭା କୁ ବିଦ୍ୟlପତି ପଣ୍ଡା ପରିଚାଳନା କରିଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମାନଭଞ୍ଜନ ମିଶ୍ର ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like