-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

କଂଗ୍ରେସ ପକ୍ଷରୁ ତିନିଟି ବ୍ଲକ୍ ଅଫିସ ଆଗରେ ଧାରଣା

16-Jan-2023



ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୁରେକେଲା, ବଙ୍ଗୋମୁଣ୍ଡା ଏବଂ ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ରେ ଆଜି ବ୍ଲକ କଂଗ୍ରେସ ପକ୍ଷରୁ ଧାରଣା ଦେଆଯାଇଛି ।

କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ତୁରେକେଲା, ବଙ୍ଗୋମୁଣ୍ଡା ଏବଂ ମୁରିବାହାଲ ବ୍ଲକ୍‌କୁ ଆସିବାକୁ ଥିବା ଅନୁଦାନ ମଧ୍ୟ ଏପର୍ଯ୍ୟନ୍ତ ଦେଇ ନାହାନ୍ତି ବୋଲି ଅଭିଯୋଗ କରିଛି କଂଗ୍ରେସ। ଏହାକୁ ନେଇ ଗତ ଜିଲ୍ଲା ପରିଷଦ ବୈଠକରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା ଓ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଘଟଣାର ପ୍ରତିବାଦରେ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଂଗ୍ରେସ କର୍ମୀମାନେ ଏକଜୁଟ ହୋଇ ଧାରଣା ଦେବାକୁ ନିଷ୍ପତ୍ତି ନେଇଛନ୍ତି ।ଏନେଇ ତିନିଟି ବ୍ଲକ୍ ର କଂଗ୍ରେସ ସଭାପତିଙ୍କ ଅଧ୍ୟକ୍ଷତାରେ ନିଷ୍ପତ୍ତି ନିଆଯାଇଥିଲା । ଧାରଣା ରେ ସ୍ଥାନୀୟ ବିଧାୟକ ଶ୍ରୀ ସନ୍ତୋଷ ସିଂ ସାଲୁଜା ଯୋଗ ଦେବା ସହ ନିଜର ପ୍ରତିକ୍ରିୟା ରେ କହିଥିଲେ ଯେ ତିନିଟି ବ୍ଲକ୍‌କୁ କୋଟିଏରୁ ଅଧିକ ଟଙ୍କା ଅନୁଦାନ ଦେବା କଥା। ହେଲେ ଦେଇ ନାହାନ୍ତି। ତେଣୁ ସେହିପରି ପ୍ରଥମ ପର୍ଯ୍ୟାୟରେ ହୋଇଥିବା ୫ଟି ସ୍କୁଲଗୁଡ଼ିକର ଉନ୍ନତୀକରଣ ବାବଦକୁ ମଧ୍ୟ ଟଙ୍କା ଆସି ନାହିଁ।

ଏହି ସବୁ ଟଙ୍କା ବ୍ଲକ୍‌କୁ ଫେରାଇ ଦେବା ତାଙ୍କର ମୁଖ୍ୟ ଅଭିଯୋଗ ରହିଛି । ଅନ୍ୟ ପକ୍ଷରେ ଆଗାମୀ ୧୮ତାରିଖ ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବା ବୋଲି ନିଷ୍ପତ୍ତି ନିଆଯାଇଥିଲା । ନିର୍ବାଚନମଣ୍ଡଳୀର ପ୍ରାୟ ୧୦ ହଜାର କଂଗ୍ରେସ କର୍ମୀ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିବେ ବୋଲି ଦଳ ପକ୍ଷରୁ ସୂଚନା ମିଳିଛି। ତୁରେକେଲା ବ୍ଲକ ସଭାପତି ବାଳକୃଷ୍ଣ ସେଲମା , କୋଷାଧ୍ୟକ୍ଷ କାର୍ତିକ ପୁଟେଲ , ବଙ୍ଗୋମୁଣ୍ଡା ବ୍ଲକ ସଭାପତି ଗୁରୁଚରଣ ବେହେରା , ବ୍ଲକ ଅଧ୍ୟକ୍ଷା ନୋମିନି ତଥା ସମିତି ସଭ୍ୟ ଭୋଳନାଥ ବେହେରା ,ବ୍ଲକ ଉପ ଅଧ୍ୟକ୍ଷ ନାରାୟଣ ଜୈନ ଓ ମୁରିବାହଲ ବ୍ଲକ ରେ କଂଗ୍ରେସ ଯୁବା ନେତା ଅମିତ ସିଂ ସାଲୁଜା ଙ୍କ ନେତୃତ୍ୱରେ ଏହି ଧାରଣା ଦିଆ ଯାଇଥିବା ବେଳେ ହରେକୃଷ୍ଣ ସାଗରିଆ, ୧୧ଯୋନ ଜିଲ୍ଲା ପରିଷଦ ସଭ୍ୟ କୌଶିକ ମେହେର,ସମିତି ସଭ୍ୟ ପ୍ରମୋଦ କୁମାର ମହାପାତ୍ର, ସୁଦାମ ବେହେରା, ମୁକେଶ ବେହେରା ,ଲଳିତ ଭଇଁଷାଲ, ପୂର୍ଣ୍ଣଚନ୍ଦ୍ର ମାଝୀ, କୁଳଦୀପ ବେହେରା, ଯୁଧିଷ୍ଠିର ସିପକା ପ୍ରମୁଖ ଉପସ୍ଥିତ ଥିଲେ ।

(ରିପୋର୍ଟ / ଆନନ୍ଦ ମୋଟେ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like