-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ମହର୍ଷି ବୁଦ୍ଧରାମ ଡିଗ୍ରୀ ମହାବିଦ୍ୟାଳୟର ପ୍ରଥମ ବାର୍ଷିକୋତ୍ସବ, ଶିକ୍ଷାର ବିକାଶରେ ଅଞ୍ଚଳର ବିକାଶହେବ: ମନ୍ତ୍ରୀ ନିରଂଜନ

17-Jan-2023



ବଲାଙ୍ଗିର(ପ୍ରେରଣା ଖବର): ଆଜି ତରଭା ବ୍ଲକ ମେଣ୍ଡାସ୍ଥିତ ମହର୍ଷୀ ବୁଦ୍ଧରାମ ମହାବିଦ୍ୟାଳୟର ପ୍ରଥମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ସଚିଦାନନ୍ଦ ରଥଙ୍କ ସଭାପତିତ୍ୱ ଓ ଅଧ୍ୟାପକ ପ୍ରୀୟବ୍ରତ ମହାକୁରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଂଜନ ପୂଜାହାରୀ,ସମ୍ମାନୀତ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ଅଧିକାରୀ ନୀହାରରଂଜନ କଅଁର, ତରଭା ବ୍ଲକ ଅଧ୍ୟକ୍ଷ ସରୋଜ କମ୍ପ, ସୋନପୁର ଜିଲ୍ଲା ସରପଞ୍ଚ ସଂଘ ଘସଭାପତି ଗଣନାଥ ସାହୁ ଓ କଲେଜ ପରିଚାଳନା କମିଟିର ସଭାପତି ବାଳଗୋପାଳ ପଣ୍ଡା ଯୋଗ ଦେଇଥିଲେ । ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଲେ ଯେ,ପଶ୍ଚିମ ଓଡିଶାର ଏକ ଉପାନ୍ତ ଅଞ୍ଚଳରେ ଗଢିଉଠିଥିବାଏହି ଅନୁଷ୍ଠାନ ଏହି ଅଞ୍ଚଳରେ ଶିକ୍ଷାର ବିକାଶ କରୁଛି । ଏହି ଅଞ୍ଚଳରେ ଅନେକ ଭିତ୍ତିଭୂମିର ବିକାଶ ହୋଇଛି । କିନ୍ତୁ ଶିକ୍ଷାର ବିକାଶ ହେଲେ ଯାଇଏହି ଅଞ୍ଚଳର ପ୍ରକୃତ ବିକାଶ ହେବ ।

ଏମବିଆର ଡିଗ୍ରୀ କଲେଜରେ ଅଧିକ ପରିମାଣରେ ଝିଅ ପାଠ ପଢୁଥିବା ମନ୍ତ୍ରୀ ଖୁସିବ୍ୟକ୍ତ କରିଥିଲେ । କଲେଜର ଶ୍ରେଣୀ ଗୃହ ନିର୍ମାଣ ପାଇଁ ୧୦ଲକ୍ଷ ଟଙ୍କାର ଅନୁଦାନ ଦେବାକୁ ଘୋଷଣା କରିଥିଲେ । ସେହିପରି ଜିଲ୍ଲା ଉନ୍ନୟନ ଅଧିକାରୀ ମଧ୍ୟ ଜିଲ୍ଲାପ୍ରଶାସନ କଲେଜର ଭିତ୍ତିଭୂମି ନିର୍ମାଣ ପାଇଁ ଅନୁଦାନ ଯୋଗାଇ ଦେବେ ବୋଲି କହିଥିଲେ । ଏହି ଅବସରରେ କଲେଜର ନିର୍ମାଣ ପାଇଁ ମାଗଣାରେ ଭୂମିଦାନ କରିଥିବା ବ୍ୟକ୍ତିବିଶେଷଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏହାସହିତ କଲେଜ ନିର୍ମାଣରେ ବିଶେଷ ଭୂମିକା ନେଇଥିବା ସ୍ୱର୍ଗତ ଡ.ସଦାନନ୍ଦ ଅଗ୍ରୱାଲଙ୍କ ପତ୍ନୀ ତାରା ଅଗ୍ରୱାଲଙ୍କ ସ୍ୱତନ୍ତ୍ର ଭାବରେ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ବାର୍ଷିକୋତ୍ସବ ଅବସରରେ କଲେଜରେ କରାଯାଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ

ପ୍ରତିଯୋଗୀଙ୍କୁ ସାର୍ଟିଫିକେଟ ଓ ସିଲ ଦିଆଯାଇ ପୁରସ୍କୃତ କରାଯାଇଥିଲା l ଶେଷରେ କଲେଜର ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମରେ ଏମବିଆର ଡିଗ୍ରୀ କଲେଜ ଓ ଯୁକ୍ତ ଦୁଇ କଲେଜର ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ । କଲେଜ କମିଟିର ନାରଦ ପୂଜାହାରୀ, ନାରାୟଣ ଝାଙ୍କର, ହୃଷିକେଶ ପାତ୍ର,କିଶୋର ପଣ୍ଡା, ଶମ୍ଭୁ ପର୍ଦ୍ଧିଆଙ୍କ ସହ ଅନ୍ୟମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like