-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଯୋଜନା ଜରିଆରେ ବଲାଙ୍ଗିର ଜିଲ୍ଲାର ୧୧୪ ଜଣ ବରିଷ୍ଠ ନାଗରିକଙ୍କ ବୃନ୍ଦାବନ, ମଥୁରା ଓ ଆଗ୍ରା ତୀର୍ଥ ଯାତ୍ରା

17-Jan-2023



ବଲାଙ୍ଗିର(ପ୍ରେରଣା ଖବର)/ ଆଜି ବଲାଙ୍ଗିର ଜିଲ୍ଲା ବିଭିନ୍ନ ଅଞ୍ଚଳରର ୧୧୪ ଜଣ ବରିଷ୍ଠ ନାଗରିକ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ  ଯୋଜନା ଜରିଆରେ ବୃନ୍ଦାବନ, ମଥୁରା ଓ ଆଗ୍ରା ତୀର୍ଥ ଯାତ୍ରା ନିମନ୍ତେ ବଲାଙ୍ଗିର ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟ।ଲୟରୁ ବାହାରି ସମ୍ବଲପୁର ଯାଇଛନ୍ତି । ସମ୍ବଲପୁରରୁ ଆସନ୍ତା କାଲି ସ୍ଵତନ୍ତ୍ର ତୀର୍ଥ ଯାତ୍ରୀ ଟ୍ରେନ ଯୋଗେ ବୃନ୍ଦାବନ ,ମଥୁରା ଓ ଆଗ୍ରା ନିମନ୍ତେ ଯାତ୍ରା କରିବେ । ବଲାଙ୍ଗିର ଜିଲ୍ଲା ପର୍ଯ୍ୟଟନ

କାର୍ଯ୍ୟ।ଲୟ ଠାରେ ଅନୁଷ୍ଠିତ ଉତ୍ସବରେ ଏହି ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଶୁଭ କାମନା ଜଣାଇବା ସହ ମଙ୍ଗଳ କାମନା କରିଥିଲେ । ବଲାଙ୍ଗିର ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟ।ଲୟ ଠାରୁ ରାଜ୍ୟ ସଡକ ପରିବହନ ନିଗମ ର ତିନି ଗୋଟି ସ୍ଵତନ୍ତ୍ର ବସ ଯୋଗେ ଏହି ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ସମ୍ବଲପୁର ଯାତ୍ରା କରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ  ଧରୁଆ, ଆଞ୍ଚଳିକ ପରିବହନ ଅଧିକାରୀ ରାଜେଶ କୁମାର

ମାରାଣ୍ଡି ସବୁଜ ପତାକା ଦେଖାଇ ତୀର୍ଥ ଯାତ୍ରୀ ବସ ର ଯାତ୍ରା ଶୁଭାରମ୍ଭ କରିଥିଲେ । ଏହି କାର୍ଯକ୍ରମରେ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରବୀନ୍ଦ୍ର କୁମାର ଦଲାଇ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ସହକାରୀ ନିର୍ଦ୍ଦେଶକ ଯୋଜନା ସଞ୍ଜୟ କୁମାର ଦୀପ ପ୍ରମୁଖ ଉପସ୍ଥିତ ଥିଲେ । ବଲାଙ୍ଗିର ଠାରୁ ବାହାରିଥିବା ସମସ୍ତ ୧୧୪ ଜଣ ତୀର୍ଥ ଯାତ୍ରୀ ଙ୍କୁ ଜିଲ୍ଲା ପ୍ରସାଶନ ପକ୍ଷରୁ  ଗୋଟିଏ ଲେଖାଏଁ ସାଲ ଓ ଆବଶ୍ୟକୀୟ ମେଡ଼ିସିନ କିଟ ପ୍ରଦାନ କରାଯାଇଛି । ବଲାଙ୍ଗିର ଜିଲ୍ଲାର ତୀର୍ଥ ଯାତ୍ରୀଙ୍କ ସହ ତିନି ଜଣ ଏସ୍କର୍ଟ ଅଫିସରଙ୍କୁ ଜିଲ୍ଲା ପ୍ରସାଶନ ପକ୍ଷରୁ ପଠାଯାଇଛି । ସେମାନେ ହେଲେ ଜିଲ୍ଲା ସାମାଜିକ ସୁରକ୍ଷା କାର୍ୟାଳୟର ତ୍ରିଲୋଚନ ବାଗ, ଚିତ୍ତରଞ୍ଜନ ସାହୁ ଓ ବଲାଙ୍ଗିର ଉପ ଜିଲ୍ଲାପାଳ ଙ୍କ କାର୍ୟାଳୟ ର ସନକ ମିଶ୍ର । ଏହି ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଆସନ୍ତା କାଲି ସମ୍ବଲପୁରରୁ ବାହାରି ବୃନ୍ଦାବନ ,ମଥୁରା ଓ ଆଗ୍ରା ତୀର୍ଥ ଯାତ୍ରା ସମାପ୍ତ କରି ୨୨ ତାରିଖରେ ବଲାଙ୍ଗିର ଫେରିବେ । ଏହି ତୀର୍ଥ ଯାତ୍ରାର ସୁଯୋଗ ପାଇଥିବାରୁ ସମସ୍ତ ତୀର୍ଥ ଯାତ୍ରୀ ଖୁସି ବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like