-+91-9937148622 |

prerana_bgr@rediffmail.com |

  Monday 30th March 2026 |

| | | |

R.N.I. Regd No. ODIODI/2010/46693

Breaking News

"ସିନାପାଲି ବ୍ଲକ ଯାଦବ ସମାଜ ପକ୍ଷରୁ ମାନ୍ୟବର ବିଧାୟକଙ୍କୁ ଭବ୍ୟ ସ୍ୱାଗତସମ୍ବର୍ଦ୍ଧନା "   (30-Mar-2026)       ||      ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଗରିମାମୟ ରାଜ୍ୟସ୍ତରୀୟ ସମାରୋହ ♦️ “ଜନଜାତି ଅସ୍ମିତା ଓ ଦେଶପ୍ରେମର ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ”   (30-Mar-2026)       ||      ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||      *ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   (29-Mar-2026)       ||      ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   (29-Mar-2026)       ||      *ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||      ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   (29-Mar-2026)       ||      ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   (29-Mar-2026)       ||      ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   (29-Mar-2026)       ||      ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (28-Mar-2026)       ||      *ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   (28-Mar-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    (28-Mar-2026)       ||      *ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||     

HOME   ଜିଲ୍ଲା

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

17-Jan-2023



ବଲାଙ୍ଗିର,- ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ତରଫରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ୱ କାର୍ଯ୍ୟକ୍ରମକୁ ରେଡକ୍ରସ କର୍ମୀ ତଥା ରାଜ୍ୟ ରକ୍ଷକ ପ୍ରୋଗ୍ରାମର ମାଷ୍ଟର ଟ୍ରେନର ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ । ସମ୍ମାନିତ ଅତିଥି ଭାବରେ ବରିଷ୍ଠ ନାଗରିକ ପଦ୍ମନାଭ ରଣା ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଗଣେଶ ରଣା ଯୋଗଦାନ କରିଥିଲେ । ଶିକ୍ଷକ ଶିକ୍ଷୟତ୍ରୀ ଗଣ ବିଭିନ୍ନ ଦୁର୍ଘଟଣା ଯୋଗୁଁ ଦୈନନ୍ଦିନ ଜିବନରେ ଧନ ଜିବନ ହାନି ହେଉଛି ବୋଲି ମତପ୍ରକାଶ କରିଥିଲେ । ତେଣୁ

ସମସ୍ତେ ଟ୍ରାଫିକ୍ ସଂକେତ ନିୟମ ମାନିବା ସହ ମଦ୍ୟପାନ ସମୟରେ, ବିନା ହେଲମେଟରେ, କ୍ଷିପ୍ରଗତିରେ, ମୋବାଇଲ ଧରି ଗାଡି ନ ଚଳାଇବା ପାଇଁ ଗ୍ରାମବାସୀ ତଥା ଯାତ୍ରୀମାନଙ୍କୁ ବୁଝାଇଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀମାନଙ୍କୁ ନେଇ ସଇଁନ୍ତଲା ଷ୍ଟେସନ, ନୁଆବସ୍ତି ତଥା ଡେଙ୍ଗ ଗ୍ରାମରେ ପ୍ଲାକ୍ସ କାର୍ଡ ଧରି ଶୋଭାଯାତ୍ରା ମାଧ୍ୟମରେ ସଚେତନ କରାଯାଇଥିଲା । ପୂର୍ବରୁ ଛାତ୍ର ଛାତ୍ରୀମାନଙ୍କୁ ନେଇ  କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୁଇଜ କାର୍ଯ୍ୟକ୍ରମରେ ଅଭିଳାଶ ସାଗର, ମାମୁନି ପ୍ରଧାନ, ସୁପ୍ରିତା ରଣା, ଡିଲେରି ସାହୁ ପ୍ରମୁଖ କୃତିତ୍ୱ ହାସଲ କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ କୃପାସିନ୍ଧୁ ମିଶ୍ର, ସମିର ସେଠି, ହିମାଂଶୁ ଶେଖର ବିଶ୍ୱାଲ, ଲିଙ୍ଗରାଜ ନନ୍ଦ, ଶିକ୍ଷୟତ୍ରୀ ରେଣୁକା ସାହୁ, ଦ୍ରୋପଦି ଭୋଇ, ଯଶୋବନ୍ତି ସୁନା, କାନ୍ତି ଭୋଇ, ଗ୍ରାମବାସୀ ବିଘ୍ନରାଜ ରଣା, ଟିଟୁ ରଣା ଉପସ୍ଥିତ ରହି ସହଯୋଗ କରିଥିଲେ । ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ସୁଦର୍ଶନ ଦାଶ  କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବିଜ୍ଞାନ ଶିକ୍ଷୟତ୍ରି ଗାୟତ୍ରି ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସିନାପାଲି ବ୍ଲକ ଯାଦବ ସମାଜ ପକ୍ଷରୁ ମାନ୍ୟବର ବିଧାୟକଙ୍କୁ ଭବ୍ୟ ସ୍ୱାଗତସମ୍ବର୍ଦ୍ଧନା "   30-Mar-2026
  ରାଜ୍ୟ  
ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଗରିମାମୟ ରାଜ୍ୟସ୍ତରୀୟ ସମାରୋହ ♦️ “ଜନଜାତି ଅସ୍ମିତା ଓ ଦେଶପ୍ରେମର ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ”   30-Mar-2026
  ଜିଲ୍ଲା  
ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   29-Mar-2026
  ଜିଲ୍ଲା  
ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2026
  ଜିଲ୍ଲା  
*ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   29-Mar-2026
  ଜିଲ୍ଲା  
ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   29-Mar-2026
  ଜିଲ୍ଲା  
କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ   29-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   29-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   29-Mar-2026
  ଜିଲ୍ଲା  
ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   29-Mar-2026
  ଜିଲ୍ଲା  
ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   29-Mar-2026

You Might Also Like