-+91-9937148622 |
prerana_bgr@rediffmail.com |
Monday 30th March 2026 |
R.N.I. Regd No. ODIODI/2010/46693
Breaking News
17-Jan-2023
ବରଗଡ଼ /ବରଗଡ଼ ଆର.ଟି.ଓ ଙ୍କ ଦ୍ୱାରା ଆୟୋଜିତ ସଡ଼କ ସୁରକ୍ଷା ସପ୍ତାହ ଉପଲକ୍ଷେ ଜିଲ୍ଲାସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଏ.ଇ.ଏମ୍ ଇଂରାଜୀ ମିଡିୟମ୍ ସ୍କୁଲ୍ଠାରେ ଆୟୋଜିତ ହୋଇଥିବା ଚିତ୍ରାଙ୍କନ ପ୍ରତିଯୋଗିତାରେ ଶ୍ରୀ ଆଶୀର୍ବାଦ ପଣ୍ଡା ଗ୍ରୁପ ଚମ୍ପିୟାନ୍ ହୋଇ ବିଦ୍ୟାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି । ବିକାଶ ଆବାସିକ ବିଦ୍ୟାଳୟର ଅ୍ମକ୍ଷ ଶ୍ରୀ ଶିଶିର ପ୍ରସାଦ ରାଉଳ ଓ ଉପା୍ମକ୍ଷ ଶ୍ରୀ ପ୍ରଦୀପ କୁମାର ସାହୁ କୃତି ଛାତ୍ରଙ୍କୁ ଶୁଭକାମନା ଜଣାଇଛନ୍ତି ।