-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||     

HOME   ଜିଲ୍ଲା

ସାଇ ଶିକ୍ଷା ଅନୁଷ୍ଠାନରେ ଦ୍ଵିତୀୟ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

17-Jan-2023



 କଟକ (ପ୍ରେରଣା ଖବର) ଅଲିଶା ବଜାର ସ୍ଥିତ ସାଇ ଶିକ୍ଷା ଅନୁଷ୍ଠାନ ରେ ଦ୍ଵିତୀୟ ବାର୍ଷିକ ପୁରସ୍କାର ଉତ୍ସବ ତା.୧୫/୦୧/୨୩ ରିଖ ରବିବାର ଦିନ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ଶ୍ରୀମତୀ ବୈଜୟନ୍ତୀ ମାଳା ଶତପଥୀ (ବିଶିଷ୍ଟ ଅଧ୍ୟାପିକା ତଥା  ଡlଏଟ କଲେଜର ଅବସରପ୍ରାପ୍ତ ଅଧକ୍ଷା),ମୁଖ୍ୟ ବକ୍ତା ଭାବେ ଶ୍ରୀମତୀ ମୀରା ବେଉରା (ସମାଜସେବୀ,ତଥା ନାରୀ ନେତ୍ରୀ) ସମ୍ମାନନୀୟ ଅତିଥି ରୂପେ ଶ୍ରୀମତୀ ଦିପାଞ୍ଜଳି ସିଂ (ସ୍ଥାନୀୟ କର୍ପୋରେଟର) ଯୋଗ ଦେଇଥିଲେ।ଅନୁଷ୍ଠାନ ର ମୁଖ୍ୟ ଶ୍ରୀମାନ ସନ୍ତୋଷ କୁମାର ସାହୁ ଏହି କାର୍ଯ୍ୟକ୍ରମରେ ସମ୍ପାଦନା କରିଥିଲେ । ଅନୁଷ୍ଠାନର ସହକର୍ମୀ ମାନେ କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ତୁଲାଇ ଥିଲେ । ବିଭିନ୍ନ ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଥିଲେ । ଅନୁଷ୍ଠାନରେ ଅନୁଷ୍ଠିତ ହୋଇଥିବା କ୍ରୀଡା ଓ ସାସ୍କୃତିକ କର୍ଯ୍ୟକର୍ମର ପୁରସ୍କାର ଗୁଡ଼ିକ ପ୍ରଦାନ ସହିତ କୁନି କୁନି ପିଲା ମାନକ ଦ୍ଵାରା ବହୁ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା ।ଅତିଥି ମାନେ ଛୋଟ ପିଲା ମାନଙ୍କୁ ସେମାନଙ୍କର ଭବିଷ୍ୟତ ଗଠନ ସମ୍ପର୍କରେ ଉଦବୋଧନ ଦେଇଥିଲେ ।ଶେଷରେ ସମସ୍ତଙ୍କୁ ସମ୍ମାନିତ କରାଯିବା ସହିତ ଅନୁଷ୍ଠାନ ର ମୁଖ୍ୟ ସଭା ଶେଷ କରି ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026

You Might Also Like