-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ଜିଲ୍ଲା

ଭୈରବୀ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ଅନୁଷ୍ଠିତ

18-Jan-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଠାରେ ଚାଲିଥିବା ୧୫ ତମ ଭୈରବୀ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ମ୍ୟାଚ ଅନୁଷ୍ଠିତ  ହୋଇଯାଇଛି । ଫାଇନାଲ ଖେଳ ବେନକେରା ଓ ପୁତୁଲାମହୁଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ବେନକେରା ଦଳ ପ୍ରଥମେ ବ୍ୟାଟିଙ୍ଗ କରି ୧୨ ଓଭର ରେ ୬ ୱିକେଟ୍ ହରାଇ ୧୨୯ ରନ୍ ସଂଗ୍ରହ କରିଥିଲା। ଏହାର ଜବାବ ରେ ପୁତୁଲାମହୁଲ ଦଳ ୯ ଓଭର ରେ ସମସ୍ତ ୱିକେଟ ହରାଇ ୬୧ ରନ ସଂଗ୍ରହ କରି ପରାଜିତ ହୋଇଥିଲା। ଯାହା ଫଳରେ ବେନକେରା ଦଳ ଚାମ୍ପିୟନ ହୋଇଥିଲା । ଆୟୋଜିତ ପୁରସ୍କାର ବିତରଣ  ଉତ୍ସବରେ ଭୈରବୀ କ୍ରିକେଟ୍ କ୍ଲବ ସଭାପତି ଜ୍ୟୋତି ରଞ୍ଜନ ପଣ୍ଡା ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଖପ୍ରାଖୋଲ ବ୍ଲକ୍ ଅଧ୍ୟକ୍ଷା ନିରୁପମା ପଟେଲ୍ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପାଟଣାଗଡ ବିଧାୟକ ପ୍ରତିନିଧି ରମେଶ ପଧାନ, ଭାନପୁର ସରପଞ୍ଚ ରୀନା ଜାଲ, ଭାନପୁର ସମିତି ସଭ୍ୟା ଯଶୋବନ୍ତି ତାଣ୍ଡି , କର୍ଲାକୁଟୁନା ସ୍କୁଲ ପ୍ରଧାନ ଶିକ୍ଷକ ବୃନ୍ଦାବନ ଧରୁଆ, ତୁର୍ଲା ଆଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ଭୂପିନ୍ଦ୍ର ବନଗୁଲା,  ଅଧ୍ୟକ୍ଷା ପ୍ରତିନିଧି ପବିତ୍ର ପଟେଲ, ସରପଞ୍ଚ ପ୍ରତିନିଧି ଡିଲେଶ୍ୱର ଜାଲ, ସମିତି ସଭ୍ୟା ପ୍ରତିନିଧି ଅମିତ୍ ସୁନା , ଗୋପାଲ ବାରିକ, ମନିଲାଲ ଛତର, ଟିକେଲାଲ ପାତ୍ର ଯୋଗ ଦେଇଥିଲେ। ଚାମ୍ପିୟନ ଦଳକୁ ଟ୍ରଫି ସହ ୧୧୦୧୧ ଟଙ୍କା ଏବଂ ରନର୍ସ ଅପ ଦଳ କୁ ଟ୍ରଫି ସହ ୭୦୭୦ ଟଙ୍କା ଅତିଥି ମାନେ ପ୍ରଦାନ କରିଥିଲେ। ଅମ୍ପାୟାର ରୁପେ ପପୁ ଭୁଏ ଓ ନିକୁ ଶବର ଖେଳକୁ ପରିଚାଳନା କରିଥିବା ବେଳେ ସ୍କୋରର ରୁପେ ପ୍ରସାନ୍ତ ମେହେର ଦାୟିତ୍ଵ ତୁଲାଇଥିଲେ। ଆଶିଷ ପାଣିଗ୍ରାହୀ ଓ ରଞ୍ଜିତ ମେହେର ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଆକାଶ ପାଣଗ୍ରାହୀ, ନରେଶ ବାରିକ, କେଦାର ବାରିକ, ଓଁକାର ଭୋଇ, ସୁବିତ ଭୋଇ, ମିଳନ ନାଗ, ରାଧେ ଭୁଏ, ଉତ୍ତମ ମାଝୀ, ବିଦ୍ୟା ମେହେର, ଘାସି ମେହେର, ନବୀନ ଭୁଏ ନୀଳକାନ୍ତ ପାତ୍ର, ହୀରାଧର ଶବର, ଛବିଳ ପଧାନ, ମହେନ୍ଦ୍ର କାଲସାଏ ପ୍ରମୁଖ କ୍ଳବ୍ ସଦସ୍ୟ ଉପସ୍ଥିତ ଥିଲେ। ଟୁର୍ଣ୍ଣାମେଣ୍ଟ ଟି ଆଠ ଦିନ ଧରି ଚାଲିଥିବା ବେଳେ ୧୬ ଟି ଦଳ ଭାଗ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like