-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

ଅଭିମନ୍ୟୁ ସାହୁ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଆଠମଲ୍ଲିକ ଚମ୍ପିୟନ

18-Jan-2023



ତୁଷୁରା (ପଞ୍ଚାନନ ନାଏକ) ତୁଷୁରା ସହର ସ୍ଥିତ ମିନିଷ୍ଟାଡିୟମ ଠାରେ ଆଠ ଦିନ ଧରି ଚାଲିଥିବା ଅଭିମନ୍ୟୁ ସାହୁ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଫାଇନାଲ ଖେଳ ରାୟଗଡା ଦଳ ଓ ଆଠମଲ୍ଲିକ ଦଳ ମଧ୍ଯରେ ଅନୁଷ୍ଠିତ ହୋଇଥିବା ବେଳେ ୧-୦ ଗୋଳରେ ଆଠମଲ୍ଲିକ ଚମ୍ପିୟନ ହୋଇଥିଲା। ଆଯୋଜକ କମିଟି ସଭାପତି ତଥା ତୁଷୁରା ଏନଏସିର ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳଙ୍କ ସଭାପତିତ୍ବରେ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଥିବା ବେଳେ ରାଜ୍ୟ ଜଳସମ୍ପଦ, ବାଣିଜ୍ଯ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ମୁଖ୍ଯଅତିଥି ଭାବେ ଯୋଗଦେଇ ଚମ୍ପିୟନ ଓ ରନର୍ସକୁ ପୁରସ୍କାର ପ୍ରଦାନ କରିଥିଲେ। ଗୁଡ଼ଭେଲାବ୍ଳକ ବିଡିଓ ଗୁରେଶ୍ବର ଭୋଇ, ତୁଷୁରା ଚିକିତ୍ସାଳୟ ଅଧିକାରୀ ଲଲାଟେନ୍ଦୁ ନାୟକ ଓ ଏନଏସି କାର୍ଯ୍ୟନିର୍ବାହ ଅଧିକାରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ  । ଆଠମଲ୍ଲିକ ଦଳର ପପୁ ବେହେରାଙ୍କୁ ମ୍ୟାନ ଅଫ ଦ ମ୍ୟାଚ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like