-+91-9937148622 |

prerana_bgr@rediffmail.com |

  Tuesday 31st March 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ    (30-Mar-2026)       ||      ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   (30-Mar-2026)       ||      ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   (30-Mar-2026)       ||      ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?    (30-Mar-2026)       ||      ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   (30-Mar-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   (30-Mar-2026)       ||      ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   (30-Mar-2026)       ||      ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   (30-Mar-2026)       ||      ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ    (30-Mar-2026)       ||      ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ    (30-Mar-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   (30-Mar-2026)       ||      ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   (30-Mar-2026)       ||      ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଯାପିତ, ଗ୍ରାମୀଣ ରୋଜଗାରର ଶକ୍ତି ହେଉଛି ଖଦି ଓ ଗ୍ରାମୋଦ୍ୟୋଗ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ    (30-Mar-2026)       ||      "ସିନାପାଲି ବ୍ଲକ ଯାଦବ ସମାଜ ପକ୍ଷରୁ ମାନ୍ୟବର ବିଧାୟକଙ୍କୁ ଭବ୍ୟ ସ୍ୱାଗତସମ୍ବର୍ଦ୍ଧନା "   (30-Mar-2026)       ||      ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଗରିମାମୟ ରାଜ୍ୟସ୍ତରୀୟ ସମାରୋହ ♦️ “ଜନଜାତି ଅସ୍ମିତା ଓ ଦେଶପ୍ରେମର ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ”   (30-Mar-2026)       ||      ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||     

HOME   ଜିଲ୍ଲା

ଅଭିମନ୍ୟୁ ସାହୁ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଆଠମଲ୍ଲିକ ଚମ୍ପିୟନ

18-Jan-2023



ଗୁଡ଼ଭେଲା,(ପ୍ରେରଣା ଖବର)
 ତୁଷୁରା ସହର ସ୍ଥିତ ମିନିଷ୍ଟାଡିୟମ ଠାରେ ଆଠ ଦିନ ଧରି ଚାଲିଥିବା ଅଭିମନ୍ୟୁ ସାହୁ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଫାଇନାଲ ଖେଳ ରାୟଗଡା ଦଳ ଓ ଆଠମଲ୍ଲିକ ଦଳ ମଧ୍ଯରେ ଅନୁଷ୍ଠିତ ହୋଇଥିବା ବେଳେ ୧-୦ ଗୋଳରେ ଆଠମଲ୍ଲିକ ଚମ୍ପିୟନ ହୋଇଥିଲା। ଆଯୋଜକ କମିଟି ସଭାପତି ତଥା ତୁଷୁରା ଏନଏସିର ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳଙ୍କ ସଭାପତିତ୍ବରେ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଥିବା ବେଳେ ରାଜ୍ୟ ଜଳସମ୍ପଦ, ବାଣିଜ୍ଯ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ମୁଖ୍ଯଅତିଥି ଭାବେ ଯୋଗଦେଇ ଚମ୍ପିୟନ ଓ ରନର୍ସକୁ ପୁରସ୍କାର ପ୍ରଦାନ କରିଥିଲେ। ଗୁଡ଼ଭେଲାବ୍ଳକ ବିଡିଓ ଗୁରେଶ୍ବର ଭୋଇ ଓ ତୁଷୁରା ଚିକିତ୍ସାଳୟ ଅଧିକାରୀ ଲଲାଟେନ୍ଦୁ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ  । ଆଠମଲ୍ଲିକ ଦଳର ପପୁ ବେହେରାଙ୍କୁ ମ୍ୟାନ ଅଫ ଦ ମ୍ୟାଚ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ   30-Mar-2026
  ଜିଲ୍ଲା  
ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   30-Mar-2026
  ରାଜ୍ୟ  
ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   30-Mar-2026
  ରାଜ୍ୟ  
ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?   30-Mar-2026
  ଜିଲ୍ଲା  
ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   30-Mar-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   30-Mar-2026
  ଜିଲ୍ଲା  
ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   30-Mar-2026
  ଜିଲ୍ଲା  
ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   30-Mar-2026
  ଜିଲ୍ଲା  
ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ   30-Mar-2026

You Might Also Like