-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଏନଏସି ସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ

18-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ଏନଏସି କମ୍ୟୁନିଟି ହଲ ଠାରେ ଆସନ୍ତା ୨୬ତାରିଖରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପାଳନ ନେଇ ନଗରପାଳ ସୁବାସ ଚନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ ଏନଏସି ସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା ।କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱରେ ଥିବା ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ ଦିବସ ପାଳନର ମହତ୍ତ୍ଵ ଓ ତାର ରୂପରେଖ ଉପରେ ଆଲୋକପାତ କରିଥିଲେ ।ସେହିଦିନ ବିଦ୍ୟାଦାତ୍ରୀ ସରସ୍ଵତୀ ପୂଜା ଥିବାରୁ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାଦ ଦିଆଯାଇ କେବଳ ସମସ୍ତ ସ୍କୁଲ କଲେଜ ସରକାରୀ ବେସରକାରୀ ଓ ବିନିକା ଜନସାଧାରଣଙ୍କ ଉପସ୍ଥିତିରେ ସ୍ଥାନୀୟ ଟାଉନହଲ ସମ୍ଭୁଖ ପଡ଼ିଆରେ ଜାତୀୟ ପତାକା ଉତ୍ତୋଳନ କରାଯିବ ।ଅନୁଷ୍ଟିତ ଏହି ବୈଠକରେ ଏନଏସି ଉପାଧ୍ୟକ୍ଷା ତପସ୍ୱିନୀ ମେହେର, ବିଜେଡ଼ି ନେତା ରଂଜନ ମିଶ୍ର, ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା,ନୀଳାଚଳ ମେହେର,ଅଶୋକ ବିଶି,ଦେବାଶିଷ ପାଢ଼ୀ,ସତ୍ୟ ନାରାୟଣ ସାହୁ,କୃଷ୍ଣଚନ୍ଦ୍ର ମାହାନା,ସୁଜାତା ମେହେର,ଆରତୀ ପାଣ୍ଡିଆ,ଅଧ୍ୟାପକ ଧୀରେନ୍ଦ୍ର କୁମାର ନାୟକ,ପଞ୍ଚାନନ ସାହୁ,ମୀନକେତନ ପ୍ରଧାନ,ସାମ୍ବାଦିକ ହିମାଂଶୁ ଶେଖର ପୁଟେଲ,ଅଶୋକ କୁମାର ପଣ୍ଡା,ଫରେଷ୍ଟର ପଦ୍ମ ଲୋଚନ ଭୋଇ, କାଉନସିଲର ବିଜୟ ବରାଇ,ଗୋପାଳ କୃଷ୍ଣ ମହାଳିଂ,ଏନଏସି ଷ୍ଟାଫ ମନୋରଞ୍ଜନ ମହାପାତ୍ର,ସନ୍ତୋଷ ବନ ଛୋର ସେବକ ସେଠ ପ୍ରମୁଖଙ୍କ ସମେତ ବିଭିନ୍ନ ସ୍କୁଲ କଲେଜ ଓ ସରକାରୀ କାର୍ଯ୍ୟାଳୟର କର୍ମଚାରୀମାନେ ମାନେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like