-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଗାନ୍ଧୀ ଜୟନ୍ତୀ ଅବସରରେ ସଫେଇ କାର୍ଯ୍ୟକ୍ରମ 

02-Oct-2020




ଖପ୍ରାଖୋଲ ତା ୨.୧୦(Gorekhnath Bariha) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମ ର ଜୟ ତରୁଣ ଯୁବକ ସଂଘ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀଜୀ ଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଗାନ୍ଧୀ ଓ ଶାସ୍ତ୍ରୀ ଜୀ ଙ୍କ ଫୋଟୋ ଚିତ୍ର ରେ ପୂଜାର୍ଚ୍ଚନା ସହ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଏହି ଅବସରରେ ଗ୍ରାମ ର ରାସ୍ତା , ସ୍କୁଲ ବସ୍ ଷ୍ଟାଣ୍ଡ , ନଳକୂପ , ଗାଧୁଆ ତୁଠ ,ଆଦି ସ୍ଥାନ ଗୁଡିକରେ ପଡ଼ି ଥିବା ଅଲିଆ ଆବର୍ଜନା ,ଘାସ ,ମଇଲା ସଫାକରି ବା ସହ ପ୍ଲାଷ୍ଟିକ ବର୍ଜନ ଓ ବ୍ୟବହାର ନ କରି ବା , ପ୍ଲାଷ୍ଟିକ ମାଟି ପାଇଁ କ୍ଷତିକାରକ , ପ୍ଲାଷ୍ଟିକ କୁ ଆମେ କରିବା ଦୂର ନାରା ଦେଇ ଓ ପ୍ଲେକ୍ କାର୍ଡ ଧରି ଲୋକ ଙ୍କୁ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ନେହେରୁ ଯୁବ କେନ୍ଦ୍ର ବଲାଙ୍ଗୀର ସ୍ବେଚ୍ଛାସେବୀ ସନ୍ତୋଷ ଘିଭେଲା  ଯୋଗ ଦେଇ ଗାନ୍ଧୀଙ୍କ ସ୍ବରାଜ ସ୍ବପ୍ନ ସାକାର କରିବା ସହ ତାଙ୍କର ଜୀବନି ଉପରେ ଆଲୋଚନା କରିଥିଲେ । ନେହେରୁ ଯୁବ କେନ୍ଦ୍ର ବଲାଙ୍ଗୀର ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମ କୁ ସହଯୋଗ କରୁଥିବା ନେହେରୁ ଯୁବ କେନ୍ଦ୍ର ର ଜିଲ୍ଲା ୟୁଥ୍ କୋଡିନେଟର ଏ. ଭି ନରସିଂହା ଏବଂ ବିପିନ ବିହାରୀ ଜେନା ଙ୍କୁ ଯୁବକ ସଂଘ ପକ୍ଷରୁ ଧନ୍ୟବାଦ ଅର୍ପଣ କରାଯାଇଥିଲା ।। ଜୟତରୁଣ ଯୁବକ ସଂଘ ର ସଂପାଦକ ଜଗନ୍ନାଥ ବରିହା, ସଭାପତି ଘାସିରାମ ମଲ୍ଲିକ ,ସୁଦାମ ପୁଟେଲ ,ଅମନ ପୁଟେଲ , ବସୁଦେବ ବରିହା ,ବାବୁଲୁ ପରାଭୁଏ ,ଅମିର ବରିହା , ଅନିରୁଦ୍ଧ ବରିହା , ପିଣ୍ଟୁ ବରିହା , ଶୁଶାନ୍ତ ରାଉତ ,ଜନକ ବରିହା , ନିମାଇଁ ଚରଣ ଷ୍ଟାଣ୍ଡ , ବିପିନ ଆଲୋକ  ମଲିକ ,ନବଦୀପ ମଲିକ ,ବରିହା ,କୁରେଶ୍ଵରବରିହା ଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ। ଖପ୍ରାଖୋଲ ବ୍ଳକ ର ଚିଟିକାମାଳ ,ଲୁହାସିହା ବ୍ୟତିତ  ବିଭିନ୍ନ ସରକାରୀ ବେସରକାରୀ ଅଫିସ୍ ସ୍କୁଲ କଲେଜ ପଞ୍ଚାୟତ କାର୍ଯ୍ୟାଳୟ କ୍ଳବ ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକ ରେ ମଧ୍ୟ ଗାନ୍ଧୀ ଓ ଶାସ୍ତ୍ରୀ ଜୀ ଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like