-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ଦେଶ ବିଦେଶ

ଭାରତର ଟିକା ଗବେଷଣା ଉପରେ ସାରା ବିଶ୍ବର ନଜର, ହାଇଦ୍ରାବାଦରେ ଭାରତ ବାୟୋଟେକ ପରିଦର୍ଶନ କରିବେ ୮୦ ଦେଶର ରାଷ୍ଟ୍ରଦୂତ ଓ ଉଚ୍ଚାୟୁକ୍ତ

04-Dec-2020



(ପ୍ରେରଣା ଖବର)  ହାଇଦ୍ରାବାଦ :  ଆସନ୍ତା ୯ ତାରିଖରେ ପ୍ରାୟ ୮୦ଟି ଦେଶର ରାଷ୍ଟ୍ରଦୂତ ଓ ଉଚ୍ଚାୟୁକ୍ତ ହାଇଦ୍ରାବାଦରେ ପହଞ୍ଚି କୋରନା ଟିକା ଉପରେ ଗବେଷଣା କରୁଥିବା ଫାର୍ମାସୁଟିକାଲ କମ୍ପାନି ଭାରତ ବାୟୋଟେକ ଓ ବିଇ ଲିମିଟେଡ୍ ପରିଦର୍ଶନ କରିବେ ।ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । କରୋନା ମୁକାବିଲା ଦିଗରେ ଭାରତ ପକ୍ଷରୁ କରାଯାଉଥିବା ଗବେଷଣାକୁ ଦର୍ଶାଇବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୋଲି ଜଣାପଡ଼ିଛି ।ଆଜି ତେଲେଙ୍ଗାନାର ମୁଖ୍ୟ ଶାସନ ସଚିବ ସୋମେଶ କୁମାର ଏକ ଉଚ୍ଚସ୍ତରୀୟ ବୈଠକରେ ଏହି କାର୍ଯ୍ୟକ୍ରମ ଲାଗି ପ୍ରଶାସନ ପକ୍ଷରୁ ଚାଲିଥିବା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ରାଷ୍ଟ୍ରଦୂତମାନଙ୍କ ଲାଗି ହାଇଦ୍ରାବାଦ ପ୍ରଶାସନ ପକ୍ଷରୁ ୫ଟି ଶୀତତାପ ନିୟନ୍ତ୍ରିତ ବସ, ଏକ ସ୍ବତନ୍ତ୍ର ଡାକ୍ତରୀ ଦଳର ବ୍ୟବସ୍ଥା କରାଯାଇଛି । ଏହି ବୈଠକରେ ତେଲେଙ୍ଗାନାର ଚିଫ ପ୍ରୋଟୋକୋଲ ଅଫିସର ନାଗେଶ ସିଂ ଉପସ୍ଥିତ ଥିଲେ ।କିଛିଦିନ ପୂର୍ବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଗବେଷଣା କରୁଥିବା ଦେଶର ବିଭିନ୍ନ କାରଖାନା ବୁଲି ଦେଖିଥିଲେ ।ସୂଚନାଯୋଗ୍ୟ ଯେ ଭାରତରେ ଏବେ ଚାରିଟି ଟିକାର ପରୀକ୍ଷଣ ଚାଲିଛି । ସେଗୁ଼ଡ଼ିକ ହେଉଛି ଭାରତ ବାୟୋଟେକର କୋଭାକ୍ସିନ, କାର୍ଡିଲାର ଜାଇକୋଭ-ଡି, ଅକ୍ସଫୋର୍ଡର କୋଭିସିଲ୍ଡ ଓ ଋଷିଆର ସ୍ପୁଟନିକ ଟିକା । ଏଗୁଡ଼ିକ ମଧ୍ୟରୁ କୋଭାକ୍ସିନ ଓ କୋଭିସିଲ୍ଡର ପରୀକ୍ଷଣ ଚୂଡ଼ାନ୍ତ ସ୍ତରରେ ପହଞ୍ଚିଛି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like