-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||     

HOME   ଜିଲ୍ଲା

୨୧ ତମ ବଲାଙ୍ଗୀର ଲୋକ ଉତ୍ସବ ପ୍ରସ୍ତୁତି ବୈଠକ

18-Jan-2023



ବଲାଙ୍ଗୀର:- ୨୧ ତମ ବଲାଙ୍ଗୀର ଲୋକ ଉତ୍ସବ ଆସନ୍ତା ୨୦ ଜାନୁୟାରୀରୁ ୨୪ ଜାନୁୟାରୀ ୨୦୨୩ ପର୍ଯ୍ୟନ୍ତ କୋଶଳ କଳା ମଣ୍ଡଳ ପଡ଼ିଆରେ ଆୟୋଜନ ହେବ ।ଏଣୁ ଜିଲ୍ଲାପାଳ ବଲାଙ୍ଗୀର ଙ୍କ ମିଟିଂ ହଲ ରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକ ରେ ଲୋକ ଉତ୍ସବ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ।ସୂଚନା ଅନୁଯାୟୀ ୨୦ ତାରିଖ ଦିନ ସକାଳ ୯ ଟା ସମୟରେ ଜିଲ୍ଲାପାଳ ବଲାଙ୍ଗୀର ତଥା ଲୋକ ଉତ୍ସବ ସମିତି ର ଅଧ୍ୟକ୍ଷ ଙ୍କ ଦ୍ଵାରା ମଞ୍ଚ ପୂଜା ହୋଇ ପତାକା ଉତ୍ତୋଳନ ହେବ । ସକାଳ ୧୦ ଟା ରେ କଳାକାର ଦଳ ମାନଙ୍କ ସହ ସାଂସ୍କୃତିକ ଶୋଭାଯାତ୍ରା ରେ ନଗର ପରିକ୍ରମା କରିବ ।ଏହି ଦିନ ଅପରାହ୍ନ ୨ ଟାରୁ ପୁରୁଣା ମଞ୍ଚ ରେ କବିତା ଏବଂ କ୍ଷୁଦ୍ର ଗଳ୍ପ ଆସର୍ ଅନୁଷ୍ଠିତ ହେବ । ସନ୍ଧ୍ୟା ୬ ଟାରେ ବରେଣ୍ୟ ଅତିଥି ମାନଙ୍କ ଦ୍ଵାରା ପ୍ରଦର୍ଶନୀ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା ଉଦ୍ଘାଟିତ ହେବ ।
   ଉଦ୍ଘାଟନୀ କାର୍ଯ୍ୟକ୍ରମରେ ବଲାଙ୍ଗୀର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓ,ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧ୍ୟକ୍ଷା ଶ୍ରୀମତୀ ଶ୍ରିମୟୀ ଶ୍ୱେତା ସ୍ନିଗ୍ଧା ମିଶ୍ର,ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ, ବଲାଙ୍ଗୀର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ,ବଲାଙ୍ଗୀର ଆରକ୍ଷୀ ଅଧିକ୍ଷକ ଶ୍ରୀ ନୀତିନ କୁଶଳକର,ବିଶିଷ୍ଟ ସଙ୍ଗୀତ ସାଧକ ଶ୍ରୀ ଶଙ୍କର ପ୍ରଧାନ,ଲୀଳା ଓ ମଞ୍ଚ ନାଟକ ନିର୍ଦ୍ଦେଶକ ଡ. ସୁଧାଂଶୁ ଶେଖର ପଟ୍ଟନାୟକ ଅତିଥି ଭାବରେ ଯୋଗ ଦେବେ । ସଭା କାର୍ଯ୍ୟ ପରେ ଅନ୍ୟ ବର୍ଷ ଭଳି ସନ୍ଧ୍ୟା ୭ ଟା ୩୦ ମି. ରୁ ସାଂସ୍କୃତିକ ବିଚିତ୍ରା ଅନୁଷ୍ଠିତ ହେବ।
   ୨୧ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁରୂପ ଭାବରେ ବିଭିନ୍ନ କାର୍ଯ୍ୟକ୍ରମ ସହ ଲୋକଗୀତ,ଲୋକନୃତ୍ୟ,ଲୋକବାଦ୍ୟ ଓ ଲୋକ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ।ଏହି ଦିନ ସକାଳ ୧୦ ଟାରେ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ସମ୍ପାନ ଅନୁଷ୍ଠିତ ହେବ।ବିଭିନ୍ନ ଦିବସରେ ବିଭିନ୍ନ ବରେଣ୍ୟ ଅତିଥି ମାନଙ୍କ ଉପସ୍ଥିତି ରେ ସଭା ଓ ପରେ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
 ବିଭିନ୍ନ ଜିଲ୍ଲା ତଥା ରାଜ୍ୟ ବାହାରୁ ସଂସ୍କୃତି ପରିଷଦ ର କଳାକାର  ମାନଙ୍କ ଦ୍ବାରା ବଲାଙ୍ଗୀର ଲୋକ ଉତ୍ସବ ଆହୁରି ରଙ୍ଗୀନ ହେବ । ରାଜ୍ୟ ବାହାରୁ ଆସୁଥିବା ବିଭିନ୍ନ ସାଂସ୍କୃତିକ ଦଳ ମାନଙ୍କ ମଧ୍ୟରେ ଆସାମ ର ବିହୁ ଓ ତିଆ,ରାଜସ୍ଥାନ ର ଘୁମର,କାଳବେଲିଆ, ବୋହାଇ ଓ ଫଗ,ମଧ୍ୟ ପ୍ରଦେଶ ର ବଧାଇ ଓ ନୋରତା,ପଞ୍ଜାବ ର  ଝୀଣ୍ଡୱା ଓ ଭାଙ୍ଗଡା,ବଲାଙ୍ଗୀର ଲୋକ ଉତ୍ସବ କୁ ଆହୁରି ମନୋମୁଗ୍ଧକର କରିବ ।୨୪ ତାରିଖ ସନ୍ଧ୍ୟା ୭ ଟାରେ ଓଡ଼ିଶା ର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଅସୀମା ପଣ୍ଡା ଓ ପଙ୍କଜ ଜାଲ ଙ୍କ ଦ୍ଵାରା ଷ୍ଟାର ନାଇଟ କାର୍ଯ୍ୟକ୍ରମ ରହିଛି ବୋଲି ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026

You Might Also Like