-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

କପା କିଣା ରେ ଚଞ୍ଚକତା କରିବାରୁ ବେପାରୀ କୁ ପୋଲିସ ରେ ଜିମା ଦେଲେ ଲୋକେ 

18-Jan-2023



ପାଟଣାଗଡ଼ ( ପୁର୍ଣ୍ଣ ଶଶୀ ଶେଖର ରାଓ) ଲୋକେ ମୁଣ୍ଡ ର ଝାଳ ତୁଣ୍ଡରେ ମାରି କପା ଚାଷ କରୁଛନ୍ତି। କିନ୍ତୁ ଏଠି ବେପାରୀ ମାନେ ବିଭିନ୍ନ ପ୍ରକାର ରେ ଚଞ୍ଚକତା କରି ଚାଷୀଙ୍କୁ ଲୁଟୁଥିବା ଦେଖିବାକୁ ମିଳୁଛି । କିଏ ଓଜନ ମେସିନ ଦ୍ବାରା ଠକୁଛି ତ , କିଏ କମ୍ ଦରରେ କିଣୁଛନ୍ତି,ତ କିଏ ଖରାପ ହୋଇଯାଇଥିଲା ବୋଲି ଠକୁଛନ୍ତି ।ଏମିତିକା ଏକ ଅଭିଯୋଗ ଆସିଛି  ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ଓଡିଆପାଲି ପଞ୍ଚାୟତ କପସିପାଲି ଗାଁ ର କୁଲୁତା ପଡ଼ାରୁ। ସୂଚନା ଅନୁସାରେ ଗାଁ ର ଚାଷୀ ମାନେ ନିଜ ଉତ୍ପାଦିତ କପା କୁ ସ୍ଥାନୀୟ ମଧ୍ୟସ୍ଥିଙ୍କ ଜରିଆରେ ମହାରାଷ୍ଟ୍ର ଅଞ୍ଚଳର ବେପାରୀଙ୍କୁ ବିକୁଥିବା ବେଳେ ବେପାରୀ ମାନେ ଚଞ୍ଚକତା କରି ଓଜନରେ ରୀମୋଟ ଖଞ୍ଜି ଠକେଇ କରିବା ସହ ଓଜନ ପ୍ରତି 10 ରୁ 20  କେଜି ଠକୁଥିବା ଅଭିଯୋଗ ହୋଇଛି। ଚାଷୀ ସରକାରୀ କ୍ରୟ କେନ୍ଦ୍ର ରେ ବିକିବା ବଦଳରେ ସରକାରୀ ଦରରୁ ଅଧିକ ଦର ଦେବା କହି ଚାଷୀଙ୍କୁ ଠାକୁଥିଲେ ଠକ ଦଳ। ମଙ୍ଗଳବାର ରାତିରେ କପସିପାଲି ଗାଁ କୁଲତାପଡା ର ଚାଷୀ କୁମାର ସାହୁ କପାବିକ୍ରି କରୁଥିବା ବେଳେ ଓଜନ ପ୍ରତି 10 କେଜି ଡାଏରୀରେ ରଖିଥିବା ରିମୋଟ ସାହାଯ୍ୟରେ କମ୍ କରୁଥିବା ଜାଣି ମଧ୍ୟସ୍ଥି କୁ

ଅଟକ ରଖି ଖପ୍ରାଖୋଲ ପୋଲିସ କୁ ଖବର ଦେଇଥିଲେ। ଖପ୍ରାଖୋଲ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁଇ ମଧ୍ୟସ୍ଥି କୁଲତାପଡା ଗାଁ ର ଗୋବିନ୍ଦ ସାହୁ (40)ଓ କଣ୍ଟାବାଞ୍ଜି ର ଅକ୍ଷୟ ମେହେର ( 45) କୁ କପା, ଓଜନ ଯନ୍ତ୍ର, ଟ୍ରକ୍ ସହ ଥାନାକୁ ଆଣିଥିଲେ। ମହାରାଷ୍ଟ୍ର ର ବେପାରୀ ଜଣକ ଫେରାର ହୋଇଥିବା ଜଣାଯାଇଛି। ଏନେଇ ଖପ୍ରାଖୋଲ ଥାନା କେସ ନମ୍ବର 19/23 ରେ ଏକ ଠକେଇ ମାମଲା ରୁଜୁ କରି ଘଟଣାର ତଦନ୍ତ ଚାଲିଥିବା ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ କହିଛନ୍ତି।  ଚାଷୀଙ୍କୁ ନ୍ୟାୟ ଦେବା ସହ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like