-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ନାଚ ଗୀତର ତାଳେତାଳେ ଉଦଯାପିତ ହେଲା ସୁବର୍ଣ୍ଣ ଲୋକ ମହୋତ୍ସବ- ଯାଦୁ ଦେଖାଇଲେ ଏଡିଏମ, ବ୍ରହ୍ମପୁରର ପ୍ରିନ୍ସ କଳାକାରଙ୍କ ନାଚ ଥିଲା  ଆକର୍ଷଣ

18-Jan-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) :  ଜ଼ିଲ୍ଲା ଉନ୍ନୟନ ପ୍ରଦର୍ଶନୀ, ପଲ୍ଲିଶ୍ରୀ ମେଳା ଓ ନୃତ୍ୟ ଗୀତର ମହାପାର୍ବଣ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୩ ଆଜି ଉଦଯାପିତ ହୋଇ ଯାଇଛି l ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା, ଜ଼ିଲ୍ଲା ସଂସ୍କୃତି ପରିଷଦ  ଓ ଜ଼ିଲ୍ଲା କଳା ସଂସ୍କୃତି ସଂଘ ସୁବର୍ଣ୍ଣପୁର ଦ୍ୱାରା ଶ୍ରୀ ରାମେଶ୍ୱର ଷ୍ଟାଡିଅମ ଠାରେ  ବର୍ଣ୍ଣlଢ୍ୟ  ପରିବେଶରେ ଆୟୋଜିତ ଏହି ଉଦଯାପନୀ ଉତ୍ସବରେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ  ମୁଖ୍ୟ ଅତିଥି ଭାବେ ଯୋଗ 

 ଦେଇ ଲୋକ କଳାକୁ ଆଗକୁ ବଢାଇବା ପାଇଁ ସବୁ ପ୍ରୟାସ ସହିତ ପ୍ରଶିକ୍ଷଣର ବ୍ୟବସ୍ଥା ମଧ୍ୟ କରିବୁ ବୋଲି ମତ ରଖି ହକି ଉତ୍ସବ ଓ ସୁବର୍ଣ୍ଣ ମହୋତ୍ସବକୁ ସଫଳ କରିଥିବା ସମସ୍ତ ଜନସାଧାରଣଙ୍କ ଅବଦାନ ଅତୁଳନୀୟ ବୋଲି ମତ ରଖିଥିଲେ l  ସମ୍ମାନୀତ ଅତିଥି ଭାବରେ ଏସପି ଅମରେଶ ପଣ୍ଡା, ଅତିରିକ୍ତ ଜ଼ିଲ୍ଲାପାଳ  (ରାଜସ୍ବ) ସୂର୍ଯ୍ୟ ନାରାୟଣ ଦାଶ, ଅତିରିକ୍ତ ଜ଼ିଲ୍ଲାପାଳ (ସାଧାରଣ) ନିଶି ପୁନମ ମିଞ୍ଜ, ଜ଼ିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନିହାର ରଞ୍ଜନ କଅଁର, ସୋନପୁର ଉପ ଜ଼ିଲ୍ଲାପାଳ ଡ. ଈପସିତା ପ୍ରିୟଦର୍ଶନୀ ମିଶ୍ର, ଯୋଗ ଦେଇ ଏଠାକାର  କଳା, ସଂସ୍କୃତି, ପର୍ଯ୍ୟଟନକୁ ଲୋକଙ୍କ ଆଚାର ବ୍ୟବହାରକୁ ଭୁୟସୀ ପ୍ରଶଂସା କରିଥିଲେ l ମହୋତ୍ସବ ପଡିଆ ର ଭିତ୍ତିଭୂମି, ବିକାଶ ଓ  ଏହାର ସଜାସଜ୍ଜା ପ୍ରଥମେ ଦର୍ଶକ ଓ ପର୍ୟ୍ୟଟକଙ୍କୁ ନିଶ୍ଚିତ ଆକୃଷ୍ଟ କରିବ ବୋଲି ମତ ରଖିଥିଲେ l କଟକ ଓଡିଶୀ, ସମ୍ବଲପୁର ଆଦିବାସୀ ନୃତ୍ୟ, ବରଗଡ଼ କଳାଜୀବୀ, ସୁନ୍ଦରଗଡ଼ ମୟୂରୀ, ସୋନପୁର ପଏଁରି, କରମା, ଓ ଓଏ ଭି ଛାତ୍ରଛାତ୍ରୀ, ତରଭା, ଉଲୁଣ୍ଡା ବ୍ଲକର କଳାକାରଙ୍କ ସମ୍ବଲପୁରୀ ନାଚ ଗୀତ, ବ୍ରହ୍ମପୁରର ପ୍ରିନ୍ସରେ  ବିଳମ୍ବିତ ରାତି ଯାଏ ଅଗଣିତ ଦର୍ଶକ ଖୁବ ମଜା ନେଇଥିଲେ l ଅଧ୍ୟାପକ ମଦନ ସୁନ୍ଦର କ୍ଷେତୀ ସଭା ସଂଯୋଜନା କରିଥିଲେ l  ଏସପି ଶ୍ରୀ ଅମରେଶ ପଣ୍ଡା,ଏ ଡି ଏମ ସୂର୍ଯ୍ୟ ନାରାୟଣ ଦାଶ, ଉପଜିଲ୍ଲାପାଳ ଡ଼ଃ ଈପସିତା ପ୍ରିୟଦର୍ଶନୀ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଓ ବିଡ଼ିଓ ସୋମ୍ୟ ରଞ୍ଜନ ସ୍ୱାଇଁ, କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ, ସଂସ୍କୃତି ଅଧିକାରୀ ଯମୁନା ପ୍ରାଧାନ, ବିଭାଗର  ଦୁଃଖିଶ୍ୟାମ ସେଠି, ନିରାକାର ଦେହେରି, ଓ ସାଂସ୍କୃତିକ କମିଟିର ଲଡ଼ୁ କିଶୋର ମଲ୍ଲିକ, ଦେବାଶିଷ ପଟ୍ଟନାୟକ, ପୁରୁଷୋତ୍ତମ ପାଣିଗ୍ରାହୀ, ଦିଲ୍ଲୀପ ପାତ୍ର, ପ୍ରମୁଖ ସମସ୍ତ ସଦସ୍ୟଙ୍କ ମିଳିତ ସହଯୋଗରେ  କାର୍ଯ୍ୟକ୍ରମକୁ ସଫଳ କରାଯାଇଛି l ସାଂସ୍କୃତିକ କାର୍ଯ୍ୟକ୍ରମକୁ ମାନଭଞ୍ଜନ ମିଶ୍ର ପରିଚାଳନା କରିଥିଲେ l ବିରାଟ ଏଲ ଇ ଡି   ସ୍କ୍ରିନ ରେ ମହୋତ୍ସବ ପଡିଆରେ ହଜାର ଦର୍ଶକ  ବିଶ୍ୱ କପ ହକି ଖେଳ କୁ ଉପଭୋଗ କରୁଥିବା ବେଳେ ମହୋତ୍ସବରେ ପ୍ରତିଦିନ ପନ୍ଦର କୋଡିଏ ହଜାର ଜନସମାଗମ ହେଉଛି l ପଲ୍ଲିଶ୍ରୀ ମେଳା, ଜ଼ିଲ୍ଲା ଉନ୍ନୟନ  ପ୍ରଦର୍ଶନୀ ମେଳା, ହକି ଖେଳ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ରେ  ଦର୍ଶକଙ୍କ ପ୍ରବଳ ଭିଡ଼ ଲାଗି

ରହୁଛି l ସବୁଠି ଅସମ୍ଭାଳ ଭିଡ଼  l ଯେଉଁଥି ପାଇଁ କି ଜ଼ିଲ୍ଲା ପୋଲିସ ପ୍ରଶାସନକୁ ଦିନ ରାତି କଠିନ ପରିଶ୍ରମ କରିବାକୁ ପଡୁଛି l ମହୋତ୍ସବ ପଡିଆର ବାଟେଘାଟେ ପ୍ରତ୍ୟକ କାର୍ଯ୍ୟକ୍ରମ ରେ ଭିଡ଼କୁ ନିୟନ୍ତ୍ରଣ କରିବା ଓ କୌଣସି ଜାଗାରେ ଯେମିତି ଅପ୍ରିତିକର ପରିସ୍ଥିତି ସୃଷ୍ଟି ନ ହେବ ସେଥିପାଇଁ ଏସପି ଶ୍ରୀ ଅମରେଶ ପଣ୍ଡାଙ୍କ ପରାମର୍ଶ ଓ ତତ୍ୱାବଧାନରେ ଏସଡ଼ିପିଓ ପୁଷ୍ପାଞ୍ଜଳୀ ନିଙ୍ଗୀଙ୍କ ଉପସ୍ଥିତିରେ ଜ଼ିଲ୍ଲା ପୋଲିସ ବିଭାଗ ଷ୍ଟାଡିଅମର ଚାରି ପାଖରେ କଡା ସୁରକ୍ଷା ବ୍ୟବସ୍ଥା କରିଛି l ଏବଂ  ଜ଼ିଲ୍ଲା ପୋଲିସର ଏଇ ସୁ ପରିଚାଳନା ଓ ଦକ୍ଷତାକୁ ସବୁଆଡେ ପ୍ରଶଂସା କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like