-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ଉପଖଣ୍ଡର ବିଭିନ୍ନ ସମସ୍ୟା ନେଇ ସମୀକ୍ଷା

18-Jan-2023



ପାଟଣାଗଡ (ପୁର୍ଣ୍ଣ ଶଶୀ ଶେଖର ରାଓ)

ସାଂସଦ ରାଜ୍ୟସଭା ନିରଞ୍ଜନ ବିଶି ଙ୍କ ଉପସ୍ଥିତି ରେ ବିଜ୍ଞାପିତ ଅଞ୍ଚଳ ପରିଷଦ ର ସଭା ଗୃହ ଠାରେ ପାଟଣାଗଡ ଉପଖଣ୍ଡ ର ବିଭିନ୍ନ ସମସ୍ୟା ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

ପାଟଣାଗଡ ସହରବାସୀଙ୍କ ପାଇଁ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ବ୍ୟବସ୍ଥା, ଗ୍ରାମାଞ୍ଚଳ ର ପାନୀୟ ଜଳ ସମସ୍ୟା ଦୂରୀକରଣ ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା,ଖୁରୀପାଣି ଗ୍ରାମର ପାଣି ରେ ଫ୍ଲୋରାଇଡ ସମସ୍ୟା ଥିବାରୁ ଗ୍ରାମବାସୀ କିଡ଼ନୀ ରୋଗରେ ଆକ୍ରାନ୍ତ ହେଉଛନ୍ତି ତେଣୁ ସୁକତେଲ ନଦୀ ରୁ ଜଳ ଯୋଗାଣ ବ୍ୟବସ୍ଥା କରିବା, ପାଟଣାଗଡ ସହର ର ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ବାଏପାଶ ରାସ୍ତା ନିର୍ମାଣ ତଥା ସର୍ଭେ,ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ୱିତ କରି ରାସ୍ତା ତିଆରି କରିବା,ଗଙ୍ଗାଧର ପାର୍କ ର ସୌନ୍ଦର୍ଯ୍ୟକରଣ କରିବା, ପାଟଣାଗଡ଼ ସହର ମଧ୍ୟରେ ବୁଲୁଥିବା ଗାଈ ଗୋରୁ ଙ୍କ ସୁରକ୍ଷା ପାଇଁ ଗୋଶାଳାର ନିର୍ମାଣ କରିବା,ଗନ୍ଧମାର୍ଦ୍ଧନ ପର୍ବତ ରୁ ନିର୍ଝରିତ ବିଶୁଦ୍ଧ ଜଳ କୁ ଖପ୍ରାଖୋଲ ବ୍ଲକ ଏବଂ ବେଲପଡା ବ୍ଲକ ଅଧିନସ୍ଥ ଗ୍ରାମ ଗୁଡିକୁ ଜଳ ଯୋଗାଣ ର ଯୋଜନା କରିବା ପାଇଁ ଆଲୋଚନା କରାଯାଇ ଥିଲା lଏହି 

ବୈଠକ ରେ ପାଟଣାଗଡ ଉପଜ଼ିଲ୍ଲାପାଳ ଡ଼ଃ ବିଜୟାନନ୍ଦ ସେଠୀ,ତହସିଲଦାର ଲକ୍ଷ୍ମଣ ମାଝୀ,  ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଟଣାଗଡ଼ ଗୌରହରି ମହନ୍ତ ,ଅଧିକ୍ଷଣ ଯନ୍ତ୍ରୀ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ,ନିର୍ବାହୀ ଯନ୍ତ୍ରୀ ଜନ ସ୍ୱାସ୍ଥ୍ୟ ବିଭାଗ,ସହକାରୀ  ନିର୍ବାହୀ ଯନ୍ତ୍ରୀ ପୂର୍ତ୍ତ ବିଭାଗ ଯନ୍ତ୍ରୀ ଅରୁଣ ଟେଟେ,ବିଭାଗୀୟ କନିଷ୍ଠ ଯନ୍ତ୍ରୀ,ପାଟଣାଗଡ ସିଟିଜେନ କମିଟି ର ସଭାପତି ଘନଶ୍ୟାମ ମେହେର,ଇନ୍ଦୁଭୂଷଣ ଠାକୁର,ଆନନ୍ଦ ଯୋଶୀ,ଡମ୍ବରୁ ପାଣିଗ୍ରାହୀ,ରାଧେଶ୍ୟାମ ମିଶ୍ର, ରଞ୍ଜିତ ଛତର,ତ୍ରିନାଥ ଯୋଶୀ,ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like