-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅବସରରେ ସାପ୍ତାହିକ ‘ପ୍ରେରଣା’ ତରଫରୁ ବିଭିନ୍ନ ପ୍ରତିଯୋଗିତା

19-Jan-2023



ବଲାଙ୍ଗିର(ପ୍ରେରଣା ଖବର) ଜିଲ୍ଲା୍‌ସ୍ତରୀୟ ସାଧାରଣତନ୍ତ୍ର ଦିବସ ଅବସରରେ ସାପ୍ତାହିକ ପତ୍ରିକା ‘ପ୍ରେରଣା’ ତରଫରୁ ସ୍ଥାନୀୟ ପିପି ଏକାଡେମୀ ଠାରେ ହାଇସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗତ ୧୭ ତାରିଖ ପିପି ଏକାଡେମୀ ଠାରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଓଡିଆ ଓ ଇଂରାଜୀ ପ୍ରବନ୍ଧ ପ୍ରତିଯୋଗିତା ଓ ୧୮ତାରିଖ ଦିନ ଷଷ୍ଠ ଶ୍ରେୀଣୀ ରୁ  କଲେଜ ସ୍ତର ପର୍ଯ୍ୟନ୍ତ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଦେଶ ଗଠନରେ ଯୁବ ସମାଜର ଭୂମିକା ଶୀର୍ଷକ ବିଷୟବସ୍ତୁ ଉପରେ ଅନୁଷ୍ଠିତ ଏହି ପ୍ରବନ୍ଧ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ । ପିପି ଏକାଡେମୀର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢ଼ୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବିଚାରକ ଭାବରେ ମନୋହରପୁର ୟୁପି ସ୍କୁଲର  ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବିଜୟଲକ୍ଷ୍ମୀ ମିଶ୍ର,  ପିପି ଏକାଡେମୀର ଶିକ୍ଷୟିତ୍ରୀ ଝୁନୁଲତା ସାବତ ଓ ମଧୁମିତା ମିଶ୍ର ଯୋଗ ଦେଇଥିଲେ ।

ଦ୍ୱିତୀୟ ଦିନ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାରେ ବିଚାରକ ଭାବରେ ମନୋହରପୁର ୟୁପି ସ୍କୁଲର  ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମିଶ୍ର, ଅଧ୍ୟାପିକା କବିତା ପଟ୍ଟନାୟକ, ଶିକ୍ଷୟିତ୍ରୀ ଝୁନୁଲତା ସାବତ ଓ ହିମାନୀ ତ୍ରିପାଠୀ ଯୋଗ ଦେଇ ବିଭିନ୍ନ ବିଭାଗର କୃତୀ ପ୍ରତିଯୋଗୀ ମାନଙ୍କ ନାମ ଘୋଷଣା କରିଥିଲେ । ଜିଲ୍ଲାର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକରୁ ଶତାଧିକ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ । ।  ପ୍ରେରଣା ର ସଂପାଦକ ରଘୁ ନନ୍ଦନ ସିଂହଙ୍କ ପରିଚାଳନାରେ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତାର

ପରିଚାଳନାରେ ବିନୋଦ ଦୀପ, ସୁବାସ ନନ୍ଦ, ରାଧାକୃଷ୍ଣ ମିଶ୍ର, ମହେନ୍ଦ୍ର ଦର୍ଜି ପ୍ରମୁଖ ସହଯୋଗ କରିଥିଲେ । ଆସନ୍ତା ଜାନୁୟାରୀ ୨୬ ତାରିଖ ଦିନ ସକାଳେ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ମନୋହରପୁର ପଡିଆ ଠାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଏହି ପ୍ରତିଯୋଗୀ ମାନେ ଦିବସର ମୁଖ୍ୟ ଅତିଥିଙ୍କ ଠାରୁ ପୁରସ୍କୃତ ହେବେ । ତେଣୁ ସମସ୍ତ କୃତୀ ପ୍ରତିଯୋଗୀ ମାନେ ନିର୍ଦ୍ଧାରିତ ସମୟରେ ପ୍ୟାରେଡ ପଡିଆ ଠାରେ ଉପସ୍ଥିତ ରହି ପୁରସ୍କାର ଗ୍ରହଣ କରିବାକୁ ପ୍ରେରଣା ର ସଂପାଦକ ରଘୁ ନନ୍ଦନ ସିଂହ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like