-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଗଣତନ୍ତ୍ର ଦିବସ ଉପଲକ୍ଷେ ଜିଲ୍ଲା ପ୍ରଶାସନ ଓ ଓଡିଶା ସାଂସ୍କୃତିକ ସମାଜର ମିଳିତ ଆନୁକୁଲ୍ୟରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ଥରୀୟ କୁଇଜ୍‌ ପ୍ରତିଯୋଗିତା

19-Jan-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁର ଜିଲ୍ଲା ପ୍ରଶାସନ ଓ ଓଡିଶା ସାଂସ୍କୃତିକ ସମାଜ ମିଳିତ ଆନୁକୁଲ୍ୟରେ ଗଣତନ୍ତ୍ର ଦିବସ ଉପଲକ୍ଷେ ଏକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ଅନୁଷ୍ଟିତ ହୋଇଯାଇଛି। ସାଂସ୍କୃତିକ ସମାଜର ବରିଷ୍ଠ ସଦସ୍ୟ ଅଶୋକ କୁମାର ପ୍ରଧାନଙ୍କ ସଂଯୋଜନା ଓ ପରିଚାଳନାରେ ଆୟୋଜିତ ହୋଇଥିବା ଏହି ପ୍ରତିଯୋଗିତାରେ ୨୪ଟି ବିଦ୍ୟାଳୟ ଓ ୧୨ଟି ମହାବିଦ୍ୟାଳୟରୁ ୫୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାର ବିଦ୍ୟାଳୟ ସ୍ତରରେ ବୁଢାରଜା ଉଚ୍ଚ ବିଦ୍ୟାଳୟର ଶୁଭମ ସାହୁ ତଥା ସେଣ୍ଟ ଜୋନ୍ସ ବିଦ୍ୟାଳୟର ସାହିଦ୍‌ ଆଫିଜା ଓ ସ୍ୱରିତ ପ୍ରଧାନ ଯୁଗ୍ମ ଭାବରେ ପ୍ରଥମ ସ୍ଥାନ ଅଧିକାର କରିଥିଦା ବେଳେ ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟର ସୁମନ କେର୍‌କେଟା ଦ୍ୱିତୀୟ ଏବଂ ବିକାଶ ଦି କନସେପ୍ଟ ସ୍କୁଲର ଆକାଶ ବେହେରା ଓ ହିମାଂଶୁ ନାଗ ତଥା ଓଡିଶା ଆଦର୍ଶ ବିଦ୍ୟାଳୟ,କୁଚିଣ୍ଡାର ସୂର୍ଯ୍ୟକାନ୍ତ ହୋତା ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ। ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାରେ ସମ୍ବଲପୁର ସରକାରୀ ମହିଳା ମହାବିଦ୍ୟାଳୟର ଭାରତୀ ମେହେର ଓ ଯଶୋବନ୍ତୀ ବାଗ ପ୍ରଥମ ନେତାଜୀ ସୁବାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟର ଶୁଭଶ୍ରୀ ସିଂ ଗୋସ୍ୱାଇଁ ଦ୍ୱିତୀୟ ଏବଂ ବିକାଶ ଦି କନସେପ୍ଟ ସ୍କୁଲର ସ୍ୱାତୀରାଣୀ ସାହୁ ଓ ଅଦ୍ୟାଶା ପାଢୀ ଏବଂ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ପ୍ରତ୍ୟୁଷ କୁମାର ବାରିକ ଓ ଶୁଭମ ସାହୁ ତୃତୀୟ ସ୍ଥାନ ଅଧିକାର କରିଥିଲେ।ଓଡିଶା  ସାଂସ୍କୃତିକ ସମାଜର ବରିଷ୍ଠ ସଦସ୍ୟ ସରୋଜ ଦାଶ ସ୍କୋରର ଦାୟିତ୍ତ୍ୱ ତୁଲାଇଥିବା ବେଳେ ପ୍ରଫୁଲ୍ଲ ହୋତା,ଉପସଭାପତି ଶିବନାରାୟଣ ପାଣିଗ୍ରାହୀ,ପ୍ରଶାନ୍ତ  ପାଟଯୋଶୀ,ସ୍ନାତମଧୁ ଷଣ୍ଢ ପ୍ରମୁଖଙ୍କ ସମେତ ସାଂସ୍କୃତିକ ସମାଜର ସଭାପତି ଅଶୋକ କୁମାର ମିଶ୍ର ଓ ସମ୍ପାଦକ ଡ. ସିଦ୍ଧାର୍ଥ ପଣ୍ଡା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ପ୍ରକାଶ ଥାଉକି କୃତି ପ୍ରତିଯୋଗୀମାନଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ହେବାକୁ ଥିବା ଆସନ୍ତା ଗଣତନ୍ତ୍ର ଦିବସ ସମାରୋହରେ ଅତିଥିମାନଙ୍କ ଦ୍ବାରା ପୁରସ୍କୃତ କରାହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like