-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||     

HOME   ଖେଳ

ରାଜ୍ୟ ସ୍ତରୀୟ ବିଦ୍ୟାଳୟ ଖୋ ଖୋ ପ୍ରତିଯୋଗିତାର ତିନୋଟି ବିଭାଗରେ ବଲାଙ୍ଗିର ଜିଲ୍ଲା ଚମ୍ପିଅନ ଓ ଟେନିକଏଟ ରେ ଉପବିଜେତା

19-Jan-2023



ବଲାଙ୍ଗିର(ପ୍ରେରଣା ଖବର)- ମାରକୋନା, ବାଲେଶ୍ୱରରେ ଚାଲିଥିବା ରାଜ୍ୟ ସ୍ତରୀୟ ବିଦ୍ୟାଳୟ ଖୋ ଖୋ ଓ ଟେନିକଏଟ ଦଳ ୧୪ ଓ ୧୭ ବର୍ଷରୁ କମ ବାଳକ ବାଳିକା ବିଭାଗରେ ଭାଗନେଇଥିଲେ । ଖୋ ଖୋ ର ଚାରୋଟି ବିଭାଗରୁ ତିନୋଟି ବିଭାଗରେ ବଲାଙ୍ଗିର ଦଳ ଚମ୍ପିଅନ ହୋଇଛନ୍ତି । ୧୭ ବର୍ଷରୁ କମ ଫାଇନାଲରେ ଉଭୟ ବାଳକ ଓ ବାଳିକା ବିଭାଗରେ ଭୁବନେଶ୍ୱର କୁ ପରାଜିତ କରି ଚମ୍ପିଅନ ହୋଇଥିବାବେଳେ ୧୪ ବର୍ଷରୁ କମ୍ ବାଳକ ବିଭାଗରେ ପୁରୀ ଜିଲ୍ଲାକୁ ପରାଜିତ କରି ଚମ୍ପିଅନ ହୋଇଛନ୍ତି । ସେହିପରି ଟେନିକଏଟରେ ୧୭ ବର୍ଷରୁ କମ ବାଳକ ବିଭାଗରେ ସୁନ୍ଦରଗଡ ଜିଲ୍ଲା ଠାରୁ ପରାଜିତ ହୋଇ ଉପବିଜେତା ହୋଇଛନ୍ତି । ଖୋ ଖୋ ଦଳରେ ହଳଦୀ, ଶିବତଲା, ମହିମୁଣ୍ଡା, ନଅଗାଁ (ଖ), ଉପରବାହାଲ, ଗଇନ୍ତଲା, କେଜିବଭିପି , ମୁରିବାହାଲ ଉଚ୍ଚ ବିଦ୍ୟାଳୟ ଓ ବଙ୍ଗୋମୁଣ୍ଡା, ମହିମୁଣ୍ଡା ଓ ମରିବାହାଲ କଲେଜର ଖେଳାଳି ଭାଗ ନେଇଥିବା ବେଳେ, ରାଜୀବ ଲୋଚନ ବେହେରା, ପୁଷ୍ପାଞ୍ଜଳି କିଷାନ, ଅଞ୍ଜନ କୁମାର ବେହେରା, ବ୍ରାହ୍ମଣି ଦୀପ ଓ ସତ୍ୟପ୍ରିୟା ନନ୍ଦ ମେନେଜର ଥିଲେ । ସେହିପରି ଟେନିକଏଟ ରେ କୁଟୁରାପାଳି, ଗଇଁନ୍ତଲା ଉଚ୍ଚ ବିଦ୍ୟାଳୟ, ସଇଁନ୍ତଲା କଲେଜ, ଶିଶୁ ମନ୍ଦିର ପାଟଣାଗଡ ଖେଳାଳି ଭାଗ ନେଇଥିବା ବେଳେ, ରାସବିହାରୀ ବନଛୋର, ବଦ୍ରି ସାହୁ ଓ ନିର୍ମଳା ରଥ ମେନେଜର ଭାବରେ ଯାଇଥିଲେ । 
    ଜିଲ୍ଲା ବିଦ୍ୟାଳୟ କ୍ରିଡା ର ଏହି ସଫଳତା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ଜିଲ୍ଲା ଶାରୀରିକ ନିରିକ୍ଷକ ଅନ୍ତର୍ଯ୍ୟମି ବିଶ୍ୱାଳ, ଶିକ୍ଷା କାର୍ଯ୍ୟାଳୟର କର୍ମଚାରୀ ସୁଦାମ ଚରଣ ମଲ୍ଲିକ, ଶୁଭେନ୍ଦୁ ପ୍ରଧାନ, ପୂର୍ବତନ କ୍ରିଡା ଶିକ୍ଷକ ପଦ୍ମ ଚରଣ ଦାସ, ସମସ୍ତ ଶାରୀରିକ ଶିକ୍ଷା ଶିକ୍ଷକ ଓ ଶିକ୍ଷୟତ୍ରୀ ପ୍ରମୁଖ ଖେଳାଳିମାନଙ୍କୁ ସ୍ୱାଗତ କରି ଶୁଭେଚ୍ଛା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026

You Might Also Like