-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||     

HOME   ଜିଲ୍ଲା

ଛେଲବାହାଲ ଅଙ୍ଗନୱାଡି କେନ୍ଦ୍ରରେ ଭକ୍ତକବି ମଧୁସୂଦନ ରାଓଙ୍କ ଜନ୍ମଦିବସ ପାଳିତ

19-Jan-2023



 ବଲାଙ୍ଗିର(ପ୍ରେରଣା ଖବର) ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଛେଲବାହାଲ ଗ୍ରାମର ଅଙ୍ଗନୱାଡି କେନ୍ଦ୍ରରେ ଓଡିଶା ମାଟିରେ ବର୍ଣ୍ଣ ବିଭବ ବୁଣି ଦେଇଥିବା ମହାନ ସ୍ରଷ୍ଟା ପୁରୁଷ ଭକ୍ତ କବି ମଧୁସୂଦନ ରାଓଙ୍କ ଜନ୍ମଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ମଧୁସୂଦନ ରାଓଙ୍କ ଫଟୋ ଚିତ୍ରରେ ଧୂପ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ୧୮୯୫ ମସିହାରେ ତାଙ୍କ ଦ୍ୱାରା ରଚିତ ବର୍ଣ୍ଣବୋଧ ରେ ଥିବା ଛାନ୍ଦ, ଶିଶୁ ଗୀତ ଆଦି କୋମଳମତି ବାଳକ ବାଳିକା ଙ୍କ ମନରେ କିପରି ଗଭୀର ପ୍ରଭାବ ପକାଉଥିଲା ଓ ଏବେ ମଧ୍ୟ ପକାଉଛି  ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଅଙ୍ଗନୱାଡି କେନ୍ଦ୍ରର ଦିଦି ଜୟନ୍ତୀ ମିଶ୍ର ଶିଶୁ ସାହିତ୍ୟ ରଚନାରେ ମଧୁସୂଦନ ରାଓଙ୍କ କୃତି ଓ କୀର୍ତ୍ତି ସ୍ଥାପନ ତାଙ୍କୁ ଚିରସ୍ମରଣୀୟ ରଖିବ ବୋଲି ନିଜ ଅଭିଭାଷଣରେ କହିଥିଲେ । ନିମନ୍ତ୍ରୀତ ବକ୍ତା ଭାବେ ବିଲୋଇସର୍ଡା ଜବାହାରଲାଲ ହାଇସ୍କୁଲ ର ଶିକ୍ଷକ ରଞ୍ଜିତ ମିଶ୍ର ଯୋଗ ଦେଇ ଆଦର୍ଶ ଶିକ୍ଷାଦାନ ପ୍ରଣାଳୀ, ଗମ୍ଭୀରତା, ନିର୍ମଳ ଚରିତ୍ର ଓ ଅକପଟ ସ୍ନେହ ଯୋଗୁଁ ସେ ଛାତ୍ର ମାନଙ୍କର ପ୍ରିୟ ଥିଲେ ବୋଲି ନିଜ ବକ୍ତବ୍ୟରେ କହିଥିଲେ । କାର୍ଯ୍ୟକ୍ରମରେ ନୂଆଦେଇ କର୍ମି, ସୂର୍ଯ୍ୟକାନ୍ତୀ ସାହୁ, ଭାନୁମତୀ ବେହେରା ପ୍ରମୁଖ ଶ୍ରୀ ରାଓଙ୍କ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ଅଙ୍ଗନୱାଡି କେନ୍ଦ୍ରର ସମସ୍ତ ଛାତ୍ର ଛାତ୍ରୀଙ୍କୁ ଛବିଳ ମଧୁ ବର୍ଣ୍ଣବୋଧ ପୁସ୍ତକ ବିତରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କକିଆ ସୁନା ଓ କୌଶଲ୍ୟା ପଧାନ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026

You Might Also Like