-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||     

HOME   ଜିଲ୍ଲା

ବକଟି ସେବା ସମବାୟ ସମିତିରେ କାର୍ଯ୍ୟରତ ଶ୍ରମିକଙ୍କ ମୂତ୍ୟୁ

19-Jan-2023



ଆଗଲପୁର, (ବିନୋଦ କୁମାର ଦୀପ) ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକର ବକଟି ସେବା ସମବାୟ ସମିତିରେ l ସୂଚନାନୁସାରେ ପ୍ରମୋଦ ସା ନାମକ ଏକ ବ୍ୟକ୍ତି ସେବା ସମବାୟ ସମିତିରେ ଧାନ ବୋଝେଇ ଟ୍ରକ ମାନଙ୍କରେ ଶ୍ରମିକ ଭାବରେ କାମ କରି ଆସୁଥିଲେ l ହେଲେ ବକଟି ସେବା ସମବାୟ ସମିତିରେ କାମ କରୁଥିବା ସମୟରେ ଯଥା ଧାନ ବସ୍ତା ବୋହି ଟ୍ରକ୍ ଉପରକୁ ଚଢ଼ାଉଥିବା ବେଳେ ହଟାତ୍ ତଳେ

ପଡି ଯାଇଥିଲେ l ତଳେ ପଡି ଯିବାରୁ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା, ହେଲେ ଦୁଃଖର ବିଷୟ ଏହା ଯେ ସେବା ସମବାୟ ସମିତି ର କର୍ମଚାରୀମାନେ ତୁରନ୍ତ କୌଣସି ପ୍ରକାର ଚିକିତ୍ସା ନ କରାଇ ଘରକୁ ପଠାଇ ଦେଇଥିଲେ l ସେ ସମୟରେ ତାଙ୍କ ଘରେ କେହିନଥିଲେ l ପରେ ପରେ ପରିବାର ଲୋକ ଖବର ପାଇ ପ୍ରଥମେ ଡୁଙ୍ଗୁରିପାଲି ଡାକ୍ତରଖାନା ଓ ପରେ ପରେ ବୁର୍ଲା ଡ଼ାକ୍ତରଖାନାରେ ପ୍ରମୋଦଙ୍କୁ ଭର୍ତି କରାଯାଇଥିଲା l କିନ୍ତୁ ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ଉକ୍ତ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା l ଦୁଃଖର ବିଷୟ ଏହା ଯେ ସେବା ସମବାୟ ସମିତି ର କର୍ମଚାରୀ ମାନେ କୌଣସି ସହଯୋଗ କରିନଥିଲେ କେବଳ  ୨୦ହଜାର ଟଙ୍କା କ୍ଷତିପୂରଣ ଭାବେ ଦେଲେ ଯାହାକି ମୃତ ଶ୍ରମିକଙ୍କ ମେଡିକାଲ ଖର୍ଚ୍ଚରୁ ମଧ୍ୟ କମ l ଶ୍ରମିକଙ୍କର ଗୋଟିଏ ୩ ବର୍ଷର ଛୋଟଝିଅ ଓ ତାଙ୍କ ସ୍ତ୍ରୀ ପାଞ୍ଚ ମାସର ଗର୍ଭବତୀ ଥିବା ସୂଚନାରୁ ପ୍ରକାଶ l ସୂଚନାନୁସାରେ ସେବା ସମବାୟ ପରିବାର ଲୋକେ ସରକାରଙ୍କୁ ଅନୁରୋଧ କରି କହିଛନ୍ତି ଯେ ତୁରନ୍ତ ମୃତ ଶ୍ରମିକର ପରିବାରକୁ ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ l

ଖବର ପାଇ ଆଜି ସ୍ଥାନୀୟ ବିଧାୟକ ଡ଼ ମୁକେଶ ମହାଲିଙ୍ଗ ମୃତକ ପରିବାର ଘରକୁ ଯାଇ ଆଶ୍ୱାସନା ଦେବାସହ ପ୍ରଧାନମନ୍ତ୍ରୀ ଯୋଜନା ଦ୍ୱାରା ଯାହା ସାହାଯ୍ୟ ସହଯୋଗ ହୋଇପାରିବ ତାକୁ ପୂରଣ କରାଯିବ ବୋଲି ପ୍ରତିଶୃତି ଦେଲେ l ଦେଖାଯାଉ ପ୍ରଶାସନ ଏହି ମୃତ ଶ୍ରମିକଙ୍କ ପରିବାର ପ୍ରତି କେତେ ଧ୍ୟାନ ଦେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026

You Might Also Like