-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଆବାସ ଯୋଜନାରେ ଆହୁରି ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ବିଡ଼ିଓ ଙ୍କୁ ଦାବିପତ୍ର

20-Jan-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ସରକାର ଙ୍କ ଆବାସ ଗୃହ ତାଲିକା ଘୋଷଣା କରିବା ପରେ ପରେ ତାହାକୁ ନେଇ ଅନେକ ସ୍ଥାନରେ ଦ୍ବନ୍ଦ ଦେଖାଦେଉଛି। କେଉଁଠି ଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ିଥିବା କଥା ଉଠୁଛି ତ କେଉଁ ଗାଁ ରେ କମ୍ ପରିମାଣରେ ଆବାସ ଗୃହ ମଞ୍ଜୁର ହେଇଛି ତ କେଉଁଠି ପଞ୍ଚାୟତ ଅଧିକାରୀ ମାନଙ୍କୁ ଟଙ୍କା ନଦେବାରୁ ମୋତେ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରିନାହାନ୍ତି। ପ୍ରକୃତରେ କାହିଁକି ଏମିତି ହୋଇଛି ତାହା ପ୍ରଶାସନିକ ଅଧିକାରୀ ମାନଙ୍କୁ ଜଣା ଓ ଯିଏ

ସର୍ଭେ କରିଥିଲେ ସେ ହିଁ ଦାୟୀ। ଏମିତି ଏକ ଅଭିଯୋଗ ଆସିଛି ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଅନ୍ତର୍ଗତ ପର୍ଲିମାଲ ପଞ୍ଚାୟତ ପର୍ଲିମାଲ ଗାଁ ରୁ । ଗ୍ରାମବାସୀ ଙ୍କ କହିବା ଅନୁସାରେ ପର୍ଲିମାଲ ପଞ୍ଚାୟତ କୁ ସର୍ବମୋଟ ୧୫୮ ଟି ଆବାସ ଗୃହ ଆସିଥିବା ବେଳେ ମୁନା ପାଲି ଗାଁ ୩ ଟି ଓ୍ବାର୍ଡ ଥାଇ ୬୯ ଟି ଘର ମିଳୁଛି ଓ ରେଙ୍ଗାଲି ଗ୍ରାମ ମଧ୍ୟ ୩ ଟି ଓ୍ବାର୍ଡ ଥାଇ ୬୫ ଟି ଘର ମିଳୁଛି। କିନ୍ତୁ ପର୍ଲିମାଲ ଗାଁ ୫ ଟି ଓ୍ବାର୍ଡ ହୋଇଥିଲେ ସୁଦ୍ଧା ମାତ୍ର ୨୩ ଟି ଘର ମିଳୁଥିବା ରୁ ଗ୍ରାମବାସୀଙ୍କ ମନରେ ଅସନ୍ତୋଷ ଦେଖାଦେଇଛି। ସେଥିପାଇଁ ଆଜି ପର୍ଲିମାଲ ଗାଁ ର ଶତାଧିକ ଲୋକ ବ୍ଳକ କାର୍ଯ୍ୟାଳୟ ରେ ରୁଣ୍ଡ ହୋଇ ବିଡ଼ିଓ ଙ୍କୁ ଏକ ଲିଖିତ ଅଭିଯୋଗ କରିଛନ୍ତି। ସେମାନେ କହିଛନ୍ତି ଯେ ଆମ୍ଭ ଗ୍ରାମ ବଡ଼ ହୋଇଥିବା ବେଳେ ଆମ୍ଭକୁ କେମିତି କମ୍ ଘର ମିଳିଲା ଓ ଏହା କାହା ସ୍ୱାର୍ଥରେ ହୋଇଛି।ତାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ପର୍ଲିମାଲ ଗାଁ ରେ ଆହୁରି ଆବାସ ଗୃହ ମଞ୍ଜୁର କରନ୍ତୁ ଓ ସର୍ଭେ ବେଳେ କିଏ ଏସବୁ ଭୁଲ୍ କରିଛି ତାହା ପାଇଁ ଦଣ୍ଡବିଧାନ କରନ୍ତୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like