-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ଜେ କେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

21-Jan-2023



କର୍ଲ।ମୁଣ୍ଡା (ପ୍ରଦିପ କୁମାର ସାହ)
   କଳାହାଣ୍ଡି ଜିଲ୍ଲା କର୍ଲ।ମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଜେଜେ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଛି।ଅଧ୍ୟକ୍ଷ ଶ୍ରୀଯୁକ୍ତ ଦିଲୀପ କୁମାର ଦାଶ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୂଖ୍ଯ ଅତିଥି ଭାବରେ ଶ୍ରୀଯୁକ୍ତ ଭୂପିନ୍ଦର ସିଂହ, ମାନ୍ଯବର ବିଧାୟକ  ତଥା ଶିକ୍ଷା ବିକାଶ କମିଟିର ଅଧ୍ୟକ୍ଷ, ସମ୍ମାନିତ ଅତିଥି ଭାବରେ କର୍ଲାମୁଣ୍ଡା ପଞ୍ଚାୟତ ର ଅଧ୍ୟକ୍ଷା ଶ୍ରୀମତୀ କୁନି ସାହୁ, ଜିଲାପରିଷଦ କର୍ଲାମୁଣ୍ଡା ଜୋନ କ ର ସଭ୍ଯ ଶ୍ରୀଯୁକ୍ତ ମହେନ୍ଦ୍ର ରଣା ,ରିଷିଡା ସମିତି ସଭ୍ଯ ଶ୍ରୀଯୁକ୍ତ ନିମାଇଁଚରଣ ବେହେରା,ରିଷିଡା ଗ୍ରାମପଞ୍ଚାୟତର ସରପଞ୍ଚ ଶ୍ରୀମତୀ ସେବତି ରଣା ଓ ଅନୁଷ୍ଠାନ ର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀ ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ସଫଳତା ପାଇବାକୁ ହେଲେ ତାକୁ ଏକ ଆହ୍ବାନ ରୁପେ ଗ୍ରହଣ କରିବା କୁ ପଡିବ ତଥା ଶିକ୍ଷା ଓ କ୍ରୀଡା କ୍ଷେତ୍ର ରେ ଉତ୍କର୍ଷ ପ୍ରଦର୍ଶନ କରି କଳାହାଣ୍ଡି ତଥା ଓଡିଶାର ଗୌରବ ବଢାଇବା ପାଇଁ ଆହ୍ବାନ ଦେଇଥିଲେ।ଅନୁଷ୍ଠାନ ର ଓଡିଆ ବିଭାଗ ଅଧ୍ୟାପକ ଶ୍ରୀଯୁକ୍ତ ହେମନ୍ତ କୁମାର ଚୌଧୁରୀ ସ୍ବାଗତ ଭାଷଣ ଦେଇଥିବା ବେଳେ,ଅଧ୍ୟକ୍ଷ ବାର୍ଷିକ ବିବରଣୀ ପାଠ କରିଥିଲେ।ଭୂଗୋଳ ଅଧ୍ୟାପକ ଶ୍ରୀଯୁକ୍ତ ଗିରିରାଜ ଗହୀର ଧନ୍ୟବାଦ ଅର୍ପଣ କରିଥିଲେ ଓ ସଭା କୁ ଅନୁଷ୍ଠାନ ର ପୂରାତନ ଛାତ୍ର ତଥା ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ନରୋତ୍ତମ ସେଲମା ସଂଯୋଜନା କରିଥିଲେ।ମୁଖ୍ଯ ଅତିଥି ତଥା,ସମ୍ମାନିତ ଅତିଥିଗଣ କ୍ରୀଡା ଓ ସାଂସ୍କୃତିକ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଟ୍ରଫି ଓ ପ୍ରମାଣ ପତ୍ର ବଣ୍ଟନ କରିଥିଲେ।ଏଥିରେ ଖେଳ ଶିକ୍ଷକ ଶ୍ରୀଯୁକ୍ତ ଲଳିତ ଦାସ ଓ ଶ୍ରୀଯୁକ୍ତ ଗିରିରାଜ ଗହୀର,ଅଧ୍ୟାପକ ଶ୍ରୀଯୁକ୍ତ ହେମନ୍ତ କୁମାର ଚୌଧୁରୀ ସହାୟତା କରିଥିଲେ।ମଧ୍ୟାହ୍ନ ଭୋଜନ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏଥିରେ ଛାତ୍ରଛାତ୍ରୀ ଗଣ ଚିତ୍ତାକର୍ଷକ ନୃତ୍ଯ  ଗୀତ ପରିବେଷଣ କରିଥିଲେ।ସମସ୍ତ କାର୍ଯ୍ୟକ୍ରମ ରେ ଶ୍ରୀଯୁକ୍ତ ଚନ୍ଦନ ରଣା ଶ୍ରୀଯୁକ୍ତ ଚିନ୍ମୟ କୁମାର ରଣା,ଶ୍ରୀଯୁକ୍ତ ସୌମ୍ୟରଞ୍ଜନ ତ୍ରିପାଠୀ,ଶ୍ରୀଯୁକ୍ତ ଜଗଦୀଶ ଭୋଇ,ଶ୍ରୀଯୁକ୍ତ ନାରାୟଣ ଗହୀର, ଶ୍ରୀଯୁକ୍ତ ଯୋଗେନ୍ଦ୍ର ବେହେରା,ପାଣ୍ଡବ ହରିଜନ ଓ ଶ୍ରୀମତି କଳ୍ପନା ରଣା ସହଯୋଗ ଓ ପରିଚାଳନା କରି ଉତ୍ସବ ଟିକୁ ସଫଳ କରିଥିଲେ।ଏହା ବ୍ୟତୀତ ପୁରାତନ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ପ୍ରେରଣା ଓ ସହଯୋଗ  ଫଳରେ କାର୍ଯ୍ୟକ୍ରମ ଗୁଡିକ ସୁଚାରୁ ରୁପେ ସଂପାଦିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like