-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଧନୁଯାତ୍ରା ଦ୍ଵିତୀୟ ଦିବସ , ଗୋପପୁରରେ ନନ୍ଦୋତ୍ସବ , ମଥୁରାରେ ବିଜୁଳି କନ୍ୟାର ଶୂନ୍ୟବାଣୀ ।

21-Jan-2023



ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ମାଁ ଦ୍ୱାରସେହ୍ନି ମନ୍ଦିର ସମ୍ମୁଖରେ ଥିବା ପଲ୍ଲୀଶ୍ରୀ ହାଇସ୍କୁଲ ଖେଳ ପଡ଼ିଆରେ ଚାଲିଥିବା ସିନ୍ଧେକେଲା ବିରାଟ ଧନୁଯାତ୍ରା ମହୋତ୍ସବ ଦ୍ଵିତୀୟ ଦିବସରେ ଗୋପୀମାନଙ୍କ ମଥୁରାରେ ଦଧିବିକା ଦୃଶ୍ୟ , ମଥୁରା ନଗରୀରୁ କୃଷ୍ଣଙ୍କୁ ନେଇ ବସୁଦେବ ଗୋପପୁର କୁ ଗମନ

କରିଥିଲେ । ଗୋପପୁରରେ କୃଷ୍ଣଙ୍କ ଜନ୍ମ ହୋଇଥିଲା । ସେଠାରେ ନନ୍ଦୋତ୍ସବ ପାଳନ କରାଯିବା ସହ ଭଜନ କୀର୍ତ୍ତନ କରାଯାଇଥିଲା । ଏଣେ ରାତିରେ ମଥୁରାରେ ବିଜୁଳି କନ୍ୟାର ଦୈବବାଣୀରେ କଂସ ବିବ୍ରତ ହୋଇଥିଲେ । ପୁତନା ଓ ଅଷ୍ଟମଲ୍ଲ କୁ ଗୋପପୁରକୁ ପ୍ରେରଣ ଆଦି ନାଟ୍ୟାଭିନୟ ମଞ୍ଚସ୍ଥ ହୋଇଥିଲା । 
କଂସ ଦରବାରରେ ରାଜକୀୟ ଅତିଥିଭାବେ ବଙ୍ଗୋମୁଣ୍ଡା

ତହସିଲଦାର ଗୁଣମଣି ସୁନାନୀ , ଚାନ୍ଦୋତରା ସରପଞ୍ଚ ଜିତେନ ବଛା , ଧନୁଯାତ୍ରା ମହୋତ୍ସବ କମିଟି ସଭାପତି ବିରେନ୍ଦ୍ର ନାରାୟଣ ସିଂଦେଓ , ସିନ୍ଧେକେଲା ମାରୱାଡ଼ି ଯୁବାମଞ୍ଚ ସଭାପତି ସାୟର ଜୈନ , ସମ୍ପାଦକ ଧିରଜ ଜୈନ ପ୍ରମୁଖ ମଞ୍ଚାସିନ ଥିଲେ । ଅନ୍ୟ କଳାକାର ମାନଙ୍କ ମଧ୍ୟରେ ସାଂଗାମାପ ବଲାଙ୍ଗିର ଡାନ୍ସ ଏକାଡେମୀ ର ପବିତ୍ର ଡ଼ନସେନା ଓ ତାଙ୍କ ସାଥି ଦ୍ୱାରା ଘୁଡକା ନୃତ୍ୟ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମରେ ସାଂସ୍କୃତିକ ସମ୍ପାଦକ ସୁଧାକର ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ କମିଟି ଉପ ସଭାପତି ଉମା ଶଙ୍କର ତ୍ରିପାଠୀ ,  ସୁରେନ୍ଦ୍ର ନାରାୟଣ ସିଂଦେଓ , ସାଧାରଣ ସମ୍ପାଦକ ଅନିଲ ନାଏକ , ସହ ସମ୍ପାଦକ ଫକୀର ତ୍ରିପାଠୀ , କୋଷାଧ୍ୟକ୍ଷ ଓମ ସାହୁ , ଜୟନ୍ତ ଖମାରୀ , ମିଡ଼ିଆ ପ୍ରଭାରୀ ଅନିଲ କୁମାର ତ୍ରିପାଠୀ , ଅଭିମନ୍ୟୁ ବହିଦାର, ପ୍ରଚାର ପ୍ରସାର ସମ୍ପାଦକ ଦିନେଶ ବଛା , ସନ୍ତୋଷ ରଣା , ଖଲି ସାହୁ , ଯୁବାମଞ୍ଚ ପୂର୍ବତନ ସଭାପତି ମନୋଜ ଜୈନ , ଗୋପୀ ସାହୁ , ପରମା ସାହୁ , ବାବୁଲାଲ ସାହୁ , ରିକୁ ସୁନା ପ୍ରମୁଖ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like