-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||     

HOME   ଜିଲ୍ଲା

ଅଭିନେତା ଅଜୟ ଦେବଗନ୍ ଙ୍କ ଭଣଜାଙ୍କ ସହ ଅଭିନୟ କରିବେ ରବୀନା ଟଣ୍ଡନ ଙ୍କ ଝିଅ ମାନେ

21-Jan-2023



ମୁମ୍ବାଇ: ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଝିଅ ରାଶା ଖୁବ୍ ଶୀଘ୍ର ବଲିଉଡ଼ରେ ଡ଼େବ୍ୟୁ କରିବାକୁ ଯାଉଛନ୍ତି । ସ୍କ୍ରିନ୍‌ରେ ତାଙ୍କ ସହିତ ଅଜୟ ଦେବଗନଙ୍କ ଭଣଜା ଅମନ ଦେବଗନ ନଜରକୁ ଆସିବେ । ଅମନଙ୍କର ମଧ୍ୟ ଏହା ଡ଼େବ୍ୟୁ ଫିଲ୍ମ । ନିର୍ଦ୍ଦେଶକ ଅଭିଷେକ କପୁର ତାଙ୍କ ପରବର୍ତ୍ତୀ ସିନେମାରେ ଉଭୟଙ୍କୁ ନେଉଥିବା ଜଣାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଫିଲ୍ମର ଟାଇଟଲ ସ୍ଥିର ହୋଇନାହିଁ । କିନ୍ତୁ ଏହା ଏକ ଆକ୍ସନ ଆଡ଼ଭେନଚର ଫିଲ୍ମ ବୋଲି କୁହାଯାଉଛି । ଏହି ଚଳଚ୍ଚିତ୍ରରେ ଅଜୟ ଦେବଗନଙ୍କୁ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ ।

କିଛିଦିନ ହେବ ସୋସିଆଲ ମିଡିଆରେ ରାଶାଙ୍କୁ ବହୁ ମାତ୍ରାରେ ଦେଖିବାକୁ ମିଳୁଥିଲା । ଏମିତିକି ରବିନାଙ୍କ ସହ ରାଶାଙ୍କୁ ମଧ୍ୟ ଅଧିକାଂଶ ସମୟ ବିଭିନ୍ନ କାର୍ଯ୍ୟକ୍ରମରେ ଦେଖିବାକୁ ମିଳୁଥିଲା । ସେ ସମୟରେ ଚର୍ଚ୍ଚା ହେଉଥିଲା ଯେ, ବହୁତ ଶୀଘ୍ର ରବିନାଙ୍କ ଝିଅ ବଲିଉଡ଼ରେ ପାଦ ଦେବେ, ଯାହା ଏବେ ସତ ପ୍ରମାଣିତ ହୋଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   11-May-2026
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026

You Might Also Like