-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ସୂଚନାଫଳକ ସାଙ୍ଗେ ହଜିଗଲା କଲଭର୍ଟ

22-Jan-2023



ତୁରେକେଲା(ପୂର୍ଣ ଶଶୀ ଶେଖର ରାଓ) ଗ୍ରାମାଞ୍ଚଳର ବିକାଶ ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଥିବା ବେଳେ ଯୋଜନା କେତେ ଯେ ବାଟବଣା ହୋଇଯାଉଛି ତା'ର ଆକଳନ କରାଯାଇ ପାରିବନାହିଁ । ଏହି ସବୁ ଘଟଣା ମାନଙ୍କୁ ନେଇ ବ୍ଳକ ମାନଙ୍କରେ ଆନ୍ଦୋଳନ କରୁଥିଲେ ମଧ୍ୟ କୁଜି ନେତା ଓ ଅମଳାତନ୍ତ୍ର ସୁଧାରିବାର ନାଁ ନେଉନାହାନ୍ତି। ଯାହାର ଫଳ ସଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା 

 ତୁରେକେଲା ବ୍ଲକ ତୁରେକେଲା ପଞ୍ଚାୟତର ମହନୀଲହ ଗାଁ ରେ।

 ସୂଚନା ଅନୁସାରେ ମହନୀଲହ ଗାଁ ରୁ ରେଳ ଷ୍ଟେସନ ଯିବା ରାସ୍ତାରେ ୧୫ ସି ଏଫ୍ ସି  ଯୋଜନା ମୁତାବକ ଏକ କଲଭରଟ ନିର୍ମାଣ ହୋଇଥିବା ସୂଚନାଫଳକକୁ ନେଇ ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଥିଲା । ଏହି ଘଟଣାକୁ ନେଇ ଆମ ପ୍ରତିନିଧି ଘଟଣାସ୍ଥଳରେ ପହଞ୍ଚି ଦେଖିଲେ ଯେ ଯେଉଁଠି କଲଭର୍ଟ ହେବା କଥା ସେଠି ନବ ନିର୍ମିତ କଲଭର୍ଟ ର ଚିହ୍ନବର୍ଣ୍ଣ ନାହିଁ।  ଗ୍ରାମବାସୀଙ୍କ କହିବା ଅନୁଯାୟୀ ଏହି କଲଭର୍ଟ ର ଟଙ୍କାରେ ଗ୍ରାମର ଜଣେ ଦାଦାଗିରିଆ ଲୋକଙ୍କ ବାରିପଟର ଆମ୍ବ ତୋଟାକୁ କ୍ରଂକ୍ରିଟ ରାସ୍ତା ନିର୍ମାଣ କରିଦେଇଛନ୍ତି।ଆଉ ସେହି କଲଭର୍ଟ ର ସୂଚନା ଫଳକ ରେ ଆର୍ଥିକ ବର୍ଷ ୨୦୨୧-୨୨ ଅଟକଳ ପରିମାଣ ୨୪୦୦୦୦ କାର୍ଯ୍ୟର ନାମ ମହନୀଲହ ଠାରୁ ଷ୍ଟେସନ ରାସ୍ତାର କଲ୍ଭର୍ଟ ଉନ୍ନତିକରଣ ନାଁ ରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ବଲାଙ୍ଗିର ପଞ୍ଚାୟତ ସମିତି ତୁରେକେଲା ମାଧ୍ୟମରେ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରୁ ଜଣାଯାଏ। ଏହି ଘଟଣାର ୧୫ ଦିନ ରୁ ଅଧିକ ବିତାଯାଇଥିଲେ ହେଁ ନା ଜିଲ୍ଲା ପ୍ରଶାସନ ନା ବିଡ଼ିଓ ମହୋଦୟ ଏହି ଘଟଣାର ତଦନ୍ତ କରିବାକୁ ମନ

ବୋଲାଉ ନାହାନ୍ତି କ'ଣ ? ସେମାନେ ମଧ୍ୟ ଏହି ଲୁଟ୍ ରେ ସାମିଲ ଅଛନ୍ତି କି ବୋଲି ଜନସାଧାରଣରେ ମତପ୍ରକାଶ ପାଉଛି।କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା ବିଧାନ ସଭାରେ ବଡ଼ବଡ଼ କଥା କହୁଥିବା ବେଳେ ଜିଲ୍ଲାପାଳଙ୍କୁ ମଧ୍ୟ ଧମକାଇ ପାରୁଥିବା ବେଳେ ତାଙ୍କର ନିର୍ବାଚନ ମଣ୍ଡଳୀ ଭିତରେ ଏହି ଭଳି ଚୋରା କାରବାରକୁ ସେ ପ୍ରଶୟ ଦେଉଛନ୍ତି କାହିଁକି ? ତୁରନ୍ତ ଉପରିସ୍ଥ ଅଧିକାରୀ ତଥା ବଡ଼କୁହା ନେତା ଏହି ଘଟଣାର ତଦନ୍ତ ନକଲେ ଆଗାମୀ ଦିନରେ ବ୍ଳକ ଅଫିସ ତଥା ଜିଲ୍ଲାପାଳ କାର୍ଯ୍ୟାଳୟକୁ ଘେରାଉ କରିବା ପାଇଁ ମହନୀଲହ ଗ୍ରାମବାସୀ  ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like