-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ବିରାଟ ଧନୁଯାତ୍ରା ତୃତୀୟ ଦିବସ , ପୁତନା ନିଧନରେ କଂସ ମର୍ମାହତ

22-Jan-2023



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ମାଁ ଦ୍ୱାରସେହ୍ନି ମନ୍ଦିର ସମ୍ମୁଖ ପଲ୍ଲିଶ୍ରୀ ଖେଳ ପଡ଼ିଆରେ ଚାଲିଥିବା ବିରାଟ ଧନୁଯାତ୍ରା ତୃତୀୟ ଦିବସରେ      ଗୋପୀଙ୍କ ମଥୁରାରେ ଦଧିବିକା , ପୁତନା ବଦ୍ଧ , ପୁତନା ବଦ୍ଧ ପାଇଁ ଗୋପପୁରରେ କୃଷ୍ଣ ଓ ବଲରାମ ଅଭିନୟ କରୁଥିବା ଶିଶୁ କଳାକାର ଆଦୃତ ଖମାରି ଓ ପ୍ରହାନ ତ୍ରିପାଠୀ ଲୋକଙ୍କୁ ବେଶ ଆକର୍ଷିତ କରିଥିଲେ। ଏପଟେ ପୁତନା ନିଧନରେ କଂସ ମର୍ମାହତ , ଅଷ୍ଟମଲ୍ଲ କୁ ପ୍ରେରଣ , ଦୁର୍ମିଳାସୁର ବଦ୍ଧ , ଜରାସନ୍ଧ ସହ ଯୁଦ୍ଧ , ହେତି

ପ୍ରହେତି ସହ କଂସର ବିବାହ ଆଦି କଥା ବସ୍ତୁ ଉପରେ ଆଧାରିତ ନାଟକ ଅଭିନୟ ହୋଇଥିଲା । 
କଂସ ଦରବାରରେ ରାଜକୀୟ ଅତିଥିଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା , ସିନ୍ଧେକେଲା ଥାନାଧିକାରୀ ବି.ରୁଦ୍ରିଆ , ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା , ଠେମରା ସରପଞ୍ଚ ଲକ୍ଷ୍ମୀଧର ବାଗ , ଅଲଣ୍ଡା ସରପଞ୍ଚ ପ୍ରତିନିଧି ଯୁବରାଜ ବାଗ , ଝଲପ ସରପଞ୍ଚ ପ୍ରତିନିଧି ଗୋବିନ୍ଦ ପୁଟେଲ , ଅରସାତୁଲା ସରପଞ୍ଚ ପ୍ରତିନିଧି ସଂଜୟ ପୁଟେଲ , ଚାନ୍ଦୋତରା ସମିତି ସଭ୍ଯଙ୍କ ପ୍ରତିନିଧି ଘାସିରାମ ସାହୁ ପ୍ରମୁଖ ମଞ୍ଚାସିନ ଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରସିଦ୍ଧ ଗାୟକ ପଙ୍କଜ ଜାଲ ଓ ମାନସୀ ପାଣିଗ୍ରାହୀ ଦ୍ୱାରା ସମ୍ୱଲପୁରୀ ଗୀତ , ଖଡ଼ିଆଳ ସାଂସ୍କୃତିକ ଅନୁଷ୍ଠାନ ର ଜିତୁ ପଟ୍ଟନାୟକ ଓ ସାଥି ଦ୍ୱାରା ସମ୍ବଲପୁରୀ ନୃତ୍ୟ , ସିନ୍ଧେକେଲା ମାଁ ଦ୍ୱାରସେହ୍ନି କଳା ପରିଷଦର ଗୋପୀ ସାହୁ ଓ ସାଥି ଦ୍ୱାରା ଲୋକନୃତ୍ୟ , ପ୍ରତିଭା ତ୍ରିପାଠୀ ଙ୍କ ଦ୍ବାରା ଚିତ୍ତାକର୍ଷକ ତାଣ୍ଡବ ନୃତ୍ୟ ଆଦି ପରିବେଷଣ

ବିଳମ୍ବ ରାତ୍ରି ପର୍ଯ୍ୟନ୍ତ ଦର୍ଶକମାନଙ୍କୁ ବାନ୍ଧି ରଖିଥିଲା । ସାଂସ୍କୃତିକ ସମ୍ପାଦକ ସୁଧାକର ସାହୁ ମଞ୍ଚ ପରିଚାଳନା କରିଥିବାବେଳେ କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ଧନୁଯାତ୍ରା କମିଟି ସଭାପତି ବିରେନ୍ଦ୍ର ନାରାୟଣ ସିଂଦେଓ , ସାଧାରଣ ସମ୍ପାଦକ ଅନିଲ ନାଏକ , ଉପ ସଭାପତି ଉମାଶଙ୍କର ତ୍ରିପାଠୀ , ସୁରେନ୍ଦ୍ର ନାରାୟଣ ସିଂଦେଓ , ସହ ସମ୍ପାଦକ ଫକୀର ତ୍ରିପାଠୀ , କୋଷାଧ୍ୟକ୍ଷ ଓମ ପ୍ରକାଶ ସାହୁ , ଅର୍ଥ ସମ୍ପାଦକ ଅନିଲ ଜୈନ , ପ୍ରଚାର ପ୍ରସାର ସମ୍ପାଦକ ଦିନେଶ ବଛା , ଖଲି ସାହୁ , ସନ୍ତୋଷ ରଣା , ବାବୁଲାଲ ସାହୁ , ପରମା ସାହୁ ପ୍ରମୁଖ ବିଶେଷ ସହଯୋଗ କରିଥିଲେ । କଳାକାର ମାନଙ୍କୁ କମିଟି ପକ୍ଷରୁ ଉପଢୌକନ ସହ ସମ୍ମାନିତ କରା ଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like