-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ଆସିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

22-Jan-2023



ସମ୍ବଲପୁର: (ସଂଜୀବ ପାଣିଗ୍ରାହୀ)
ଦିନିକିଆ ସମ୍ବଲପୁର ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆସନ୍ତା ୨୩ ତାରିଖରେ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଅବସରରେ ସମ୍ବଲପୁର ଜିଲାକୁ ଦିନିକିଆ ଗସ୍ତରେ କେନ୍ଦ୍ର ଶିକ୍ଷା, ଦକ୍ଷତା ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସୁଛନ୍ତି । ଦେଶ ସ୍ୱାଧୀନ ହେବାର ୭୫ ବର୍ଷ ପୂର୍ତ୍ତି ଓ ଅମୃତ ମହୋତ୍ସବ ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପଶ୍ଚିମ ଓଡିଶାର ବିପ୍ଲବୀ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପୂଣ୍ୟ ଜୟନ୍ତି ଅବସରରେ ତାଙ୍କର ଜନ୍ମ ମାଟି ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଅର୍ନ୍ତଗତ ଖିଣ୍ଡା ଠାରେ ଆୟୋଜିତ ହେବାକୁ ଥିବା ପଦଯାତ୍ରାରେ ସାମିଲ ହେବା ସହିତ ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦେବେ । ପଦଯାତ୍ରା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଓ ପରାକ୍ରମ ଦିବସ ଉପଲକ୍ଷେ ସମ୍ବଲପୁରରେ ଆଇଆଇଏମ ଓ ଆଇସିଏଚଆରର ମିଳିତ ଆନୁକୂଲ୍ୟରେ ଆୟୋଜିତ ସେମିନାର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ । ଏଥି ସହ ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ମାନେଶ୍ୱର ବ୍ଲକ ଅର୍ନ୍ତଗତ ପରମାଣପୁର ଠାରେ ଆୟୋଜିତ ଧନୁଯାତ୍ରା ସମାରୋହରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସାମିଲ ହେବେ । ଏହି ଅବସରରେ ସମ୍ବଲପୁର ବିଧାୟକ ତଥା ବିଧାନସଭା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରୀ ନାୟକଙ୍କ ସମେତ ଦଳର ପଦାଧିକାରୀ ଓ କର୍ମୀ ମାନେ ସାମିଲ ରହିବେ ବୋଲି ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ସୂଚନା ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026

You Might Also Like