-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଜିଲ୍ଲା

୮୦ ପ୍ରତିଶତ ଜନତାଙ୍କୁ ଆକ୍ରାନ୍ତ କରିଛି କୋଭିଡ୍‌-୧୯ ସଂକ୍ରମଣ: ଚୀନ୍‌

22-Jan-2023



୮୦% ଜନତା ଆକ୍ରାନ୍ତ ହୋଇଥିବାରୁ ଆଗାମୀ ଦୁଇତିନି ମାସ ଭିତରେ ଚୀନ୍‌ରେ କୋଭିଡ୍‌-୧୯ ସଂକ୍ରମଣ ପୂର୍ବାପେକ୍ଷା ଆହୁରି ଭୀଷଣ ହେବାର ସମ୍ଭାବନା ଥିବା କଥା ଶନିବାର ଦିନ ଜଣେ ଖ୍ୟାତନାମା ସରକାରୀ ବୈଜ୍ଞାନିକ କହିଛନ୍ତି।

‘ଚୀନା ସେଣ୍ଟର୍‌ ଫର୍‌ ଡିଜିଜ୍‌ କଣ୍ଟ୍ରୋଲ୍‌ ଆଣ୍ଡ୍‌ ପ୍ରିଭେନ୍‌ସନ୍‌’ର ମୁଖ୍ୟ ମହାମାରୀବିତ୍‌ ତଥା ବୈଜ୍ଞାନିକ ୟୁ ଜୁନ୍‌ୟୁ ‘ୱେଇବୋ’ ସାମାଜିକ ଗଣମାଧ୍ୟମ ପ୍ଲାଟ୍‌ଫର୍ମରେ କହିଛନ୍ତି, ଚଳିତ ଚାନ୍ଦ୍ର ନବବର୍ଷ ଅବକାଶରେ ବ୍ୟାପକ ଜନଗମନାଗମନ ଏହି ମହାମାରୀ ବିସ୍ତାର କରି କେତେକ ଅଞ୍ଚଳରେ ସଂକ୍ରମଣ ବୃଦ୍ଧି କରିପାରେ। କିନ୍ତୁ, ନିକଟ ଭବିଷ୍ୟତରେ ଦ୍ବିତୀୟ କୋଭିଡ୍‌ ଲହର୍‌ ଆସିବାର ସମ୍ଭାବନା ନାହିଁ।
ଛୁଟିଦିନରେ ପରସ୍ପର ସହିତ ଏକତ୍ର ହେବାକୁ ଅସୁମାରି ଜନସାଧାରଣ ସମଗ୍ର ଚୀନ୍‌ର ବିଭିନ୍ନ ଅଞ୍ଚଳକୁ ଯାତାୟାତ କରୁଥିବାରୁ ମଫସଲ ଅଞ୍ଚଳରେ ସଦ୍ୟ ସଂକ୍ରମଣ ଆଶଙ୍କା ଦେଖା ଦେବାର ଆଶଙ୍କା ସୃଷ୍ଟି ହୋଇଛି। କାରଣ ସେ ଅଞ୍ଚଳରେ ବ୍ୟାପକ ସଂକ୍ରମଣ ପ୍ରତିରୋଧ ବା ପରିଚାଳନା କରିବାକୁ ଅପେକ୍ଷାକୃତ କମ୍‌ ଭିତ୍ତିଭୂମି ରହିଛି।
ବହୁ ସଂଖ୍ୟକ ଅତି ଜଟିଳ ପରିସ୍ଥିତିରେ ପଡ଼ିଥିବା କୋଭିଡ୍‌ ରୋଗୀମାନେ ଭର୍ତ୍ତି ହୋଇଯିବାରୁ ‘ଫିଭର୍‌ କ୍ଲିନିକ୍’, ‘ଏମର୍ଜେନ୍ସି ରୁମ୍‌’ରେ ଆଉ ସ୍ଥାନ ନାହିଁ ବୋଲି ଗୁରୁବାର ଦିନ ‘ଜାତୀୟ ସ୍ବାସ୍ଥ୍ୟ କମିସନ୍‌’ର ଜଣେ ଅଧିକାରୀ କହିଥିଲେ।
ସରକାରୀ ତଥ୍ୟ ଅନୁସାରେ, ଜାନୁଆରି ୧୨ ତାରିଖ ସୁଦ୍ଧା କୋଭିଡ୍‌-୧୯ଦ୍ବାରା ଆକ୍ରାନ୍ତ ପ୍ରାୟ ୬୦,୦୦୦ ଲୋକଙ୍କର ମୃତ୍ୟୁ ଘଟିଛି। କିନ୍ତୁ, ମୃତ୍ୟୁସଂଖ୍ୟା ବହୁ ଅଧିକ ବୋଲି କେତେକ ବିଶେଷଜ୍ଞ କହୁଛନ୍ତି। କାରଣ ଅନେକ ଡାକ୍ତର ଜନସାଧାରଣଙ୍କ ମୃତ୍ୟୁର କାରଣ କୋଭିଡ୍‌ ବୋଲି ଉଲ୍ଲେଖ କରି ନାହାନ୍ତି।

(ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like