-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||     

HOME   ଜିଲ୍ଲା

ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

22-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସହରରେ ଥିବା ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ସ୍ଥାନୀୟ ନୂଆଁପାଲି ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ପରିଚାଳନା କମିଟି ଚେୟାରମେନ ତଥା ଅବସରପ୍ରାପ୍ତ ଭାରତୀୟ ସୈନିକ ତାପସ ତ୍ରିପାଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବର ପ୍ରାରମ୍ଭରେ ଅଧ୍ୟକ୍ଷା ଅର୍ପିତା ନନ୍ଦ ସ୍ଵାଗତ ଭାଷଣ ପ୍ରଦାନ କରିବା ସହ ବାର୍ଷିକ ବିବରଣୀ ପଠନ କରିଥିଲେ ।ଏଥିରେ ମୁଖ୍ୟଅତିଥି ଭାବେ ସୁବର୍ଣ୍ଣପୁର ଡିଗ୍ରୀ

କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ତଥା ପ୍ରଫେସର ତରୁଣ କୁମାର ମିଶ୍ର,ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ  ମୁଖ୍ୟବକ୍ତା,ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ରେଖା ପ୍ରଧାନ,ବିନିକା ବଣିକ ସଂଘ ସଭାପତି ଅଶ୍ଵିନୀ କୁମାର ସୁବୁଦ୍ଧି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ତାଙ୍କ ଭବିଷ୍ୟତ ଗଠନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ ।  ଏହି ଅବସରରେ ସ୍କୁଲ ତରଫରୁ ଅବସରପ୍ରାପ୍ତ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ଼ଃ ରାଜେନ୍ଦ୍ର କୁମାର ପାତ୍ରଙ୍କୁ ଲାଇଫ ଟାଇମ ଏଚିଭମେଣ୍ଟ ଆୱାର୍ଡ଼ ଏବଂ ଦେବାଶିଷ ସୁବୁଦ୍ଧି ଙ୍କୁ ନେଚର ଏଣ୍ଡ ୱାଇଲ୍ଡ ଲାଇଫ ଫଟୋ ଗ୍ରାଫର ଆୱାର୍ଡ଼ ରେ ସମ୍ମାନିତ କରାଯାଇଥିଲା ।ସେହିପରି ସ୍କୁଲ ତରଫରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ସଫଳ ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା।  ଶେଷରେ ସ୍କୁଲରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ନାଚ,ଗୀତ ପରିବେଷଣ ହୋଇଥିଲା ।ଅନୁଷ୍ଟିତ ଏହି ବାର୍ଷିକ ଉତ୍ସବ ପରିଚାଳନାରେ ଶିକ୍ଷାନୁଷ୍ଠାନର ସମସ୍ତ ଷ୍ଟାଫ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026

You Might Also Like